ରାଜ୍ୟ

ସେଦିନ ସୌମ୍ୟାଶ୍ରୀଙ୍କ ସହ କ’ଣ ହୋଇଥିଲା: ସବୁ ସତ ଓଗାଳିବେ ICC ସଦସ୍ୟ

ବାଲେଶ୍ୱର,୧୮।୭ (ବାଞ୍ଛାନିଧି ଦେ):ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ମାମଲାରେ ଆଭ୍ୟନ୍ତରୀଣ କମିଟି (ICC) ସଦସ୍ୟଙ୍କୁ ବ୍ୟକ୍ତିଗତ ହାଜର ନିର୍ଦ୍ଦେଶ ଦିଆଯାଇଛି। ଆଜି ଓ ଆସନ୍ତାକାଲି FM କଲେଜରେ ବ୍ୟକ୍ତିଗତ…

ଏସ୍‌ସିବିରେ ଜ୍ୟୋତିପ୍ରକାଶଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ର ପଚରାଉଚରା

କଟକ,୧୭।୭(ଶିଳ୍ପା ପ୍ରିୟଦର୍ଶିନୀ): ବାଲେଶ୍ୱର ଏଫ୍‌ଏମ୍‌ କଲେଜରେ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଗୁରୁବାର କ୍ରାଇମବ୍ରାଞ୍ଚର ଏକ ଦୁଇ ଜଣିଆ ଟିମ୍‌ ଏସ୍‌ସିବି ମେଡିକାଲ କଲେଜରେ ପହଞ୍ଚି ଜ୍ୟୋତିପ୍ରକାଶ ବିଶ୍ୱାଳଙ୍କୁ ପଚରାଉଚରା କରିଛି। ଜ୍ୟୋତିପ୍ରକାଶ ହେଉଛନ୍ତି ଉକ୍ତ କଲେଜର ଯୁକ୍ତ…

ହୃଦୟବିଦାରକ ଘଟଣା: ସ୍ବାମୀ ସହ ଝଗଡା ପରେ ୨ ଝିଅଙ୍କୁ ବିଷ ଦେଇ ନିଜେ ବିଷ ପିଇଲା ମାଆ

ବଣାଇ,୧୭।୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲାର ଲହୁଣୀପଡ଼ା ଥାନା ଅନ୍ତର୍ଗତ ବନ୍ଧବେର୍ଣ୍ଣା ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀର ମଦ ପିଇବା ଅଭ୍ୟାସ ଓ ନୀତି ଦିନିଆ ଝଗଡ଼ାରୁ ବିରକ୍ତ ହୋଇ ତାରିଣୀ ମୁଣ୍ଡା ନାମକ ଜଣେ ମହିଳା ନିଜର…

ପୃଥ୍ବୀ-୨, ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର,୧୭।୭: ଭାରତକୁ ମିଳିଛି ଦୁଇ ଦୁଇଟି ବଡ଼ ସଫଳତା। ପୃଥ୍ବୀ-୨ ଏବଂ ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ଗୁରୁବାର ସଫଳ ପରୀକ୍ଷଣ କରି ଭାରତ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଚାନ୍ଦିପୁର ୩ ନମ୍ବର ଲଞ୍ଚପ୍ୟାଡରୁ ଗୁରୁବାର ପୃଥ୍ବୀ-୨ ମିଜାଇଲର ସଫଳ…

କେମିତି ଲାଗିଥିଲା ନିଆଁ, ପ୍ରତ୍ୟକ୍ଷଦର୍ଶୀ କହିଲେ ଚକିତ କଲା ଭଳି କଥା…

ଭୁବନେଶ୍ୱର,୧୭।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ରାଜନୀତି ଆରମ୍ଭ ହୋଇସାରିଥିବା ବେଳେ ଶାସକ – ବିରୋଧୀଙ୍କ କାଦୁଅଫିଙ୍ଗା ସାମାଜିକ ଗଣମାଧ୍ୟମରେ ଝଡ଼ ସୃଷ୍ଟି କରିଛି। ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପାଇଁ ସମସ୍ତେ ଏକାଠି ହୋଇଛନ୍ତି। ତାଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା ମଧ୍ୟ ହୋଇଛି।…

ଜଣାପଡିଲା କେଉଁଠୁ ଆସିଥିଲା ପେଟ୍ରୋଲ, ହାତରେ ଲାଗିଲା ବଡ଼ ତଥ୍ୟ!

ଭୁବନେଶ୍ୱର,୧୭।୭: ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଗୋଟିଏ ପଟେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରୁଥିବାବେଳେ ଅନ୍ୟପଟେ ସରକାରଙ୍କୁ ପ୍ରଶ୍ନବାଣରେ ଘାଇଲା କରୁଛନ୍ତି ବିରୋଧୀ। ଏହି ସମୟରେ ଚର୍ଚ୍ଚାର ବିଷୟ ସବୁଠୁ ହେଉଛି ସୌମ୍ୟାଶ୍ରୀଙ୍କୁ କଲେଜରେ…

ଶିକ୍ଷା ବିଭାଗର ବଡ଼ ପଦକ୍ଷେପ: ଖୋଲିବ ଆଉ ୫ ନୂଆ ଏନ୍‌ସିସି ବାଟାଲିଅନ

ଭୁବନେଶ୍ୱର,୧୭।୭: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଓଡ଼ିଶାରେ ଆଉ ୫ ନୂଆ ମହିଳା ଏନ୍‌ସିସି ବାଟାଲିଅନ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗ ଓଡ଼ିଶା ଏନ୍‌ସିସି ନିର୍ଦ୍ଦେଶକଙ୍କୁ ଚିଠି କରିଛି। ଚିଠିରେ କ୍ୟାଡେଟ୍‌ମାନଙ୍କ ଦକ୍ଷତା ବିକାଶ ଏବଂ ପ୍ରଶିକ୍ଷଣ…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ଉଚ୍ଚଶିକ୍ଷା ବିଭାଗର ବଡ଼ ଘୋଷଣା, ଶୁକ୍ରବାର…

ଭୁବନେଶ୍ୱର,୧୭।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି । ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଗୋଟିଏ ପଟେ ବିଜେଡି ଆନ୍ଦୋଳନ କରୁଥିବାବେଳେ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇ ଆନ୍ଦୋଳନକୁ ଜୋରଦାର କରିଛି। ଏହି…

କଲେଜରେ ଏମିତି କରୁଥିଲେ ସମୀର ସାର୍‌, କହୁ କହୁ ସବୁ କହିଦେଲେ ଅଧ୍ୟାପିକା

ଭୁବନେଶ୍ୱର,୧୭।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ ଏବେ ହୁଲୁସ୍ତୁଲ। ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଗୋଟିଏ ପଟେ ବିଜେଡି ଆନ୍ଦୋଳନ କରୁଥିବାବେଳେ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇ ଆନ୍ଦୋଳନକୁ ଜୋରଦାର କରିଛି। ବିରୋଧୀଙ୍କୁ ପ୍ରଶ୍ନବାଣରେ ଘାଇଲା…

ସ୍ୱଚ୍ଛ ସର୍ବେକ୍ଷଣରେ ଚମକିଲା ଭୁବନେଶ୍ୱର, ପୁରସ୍କୃତ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୭।୭: ଓଡ଼ିଶାର ରାଜଧାନୀ ଭୁବନେଶ୍ୱର କେନ୍ଦ୍ର ସରକାରଙ୍କ ସ୍ୱଚ୍ଛ ସର୍ବେକ୍ଷଣରେ ଭାରତର ଶୀର୍ଷ ୧୦ ସଫା ସହର ମଧ୍ୟରେ ସ୍ଥାନ ପାଇଛି। ୩ ଲକ୍ଷରୁ ୧୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ସହର ଶ୍ରେଣୀରେ ଭୁବନେଶ୍ୱର ୯ମ ସ୍ଥାନ ଅଧିକାର କରିଛି। ପୂର୍ବବର୍ତ୍ତୀ…

ପୁଣି ମୁହାଁଇଲେଣି! ବିଜେଡି ନେତାଙ୍କୁ ଭେଟିଲେ ପାଣ୍ଡିଆନ, ରାଜ୍ୟରେ ହଇଚଇ

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବୁଧବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ପୋଲିସ-ବିଜେଡି କର୍ମୀ ଧସ୍ତାଧସ୍ତି ହୋଇଥିଲେ। ବିଜେଡି କର୍ମୀ ବ୍ୟାରିକେଡ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ କରୁଥିବା ବେଳେ ପାଣି ମାଡ…

ସେଲଫି ନେବାବେଳେ ନଦୀରେ ଭାସିଗଲେ ଯୁବକ, ରହିଛି କଂଗ୍ରେସର ଓଡିଶା ବନ୍ଦ ଲିଙ୍କ

ଝାରସୁଗୁଡ଼ା ,୧୭।୭: ଝାରସୁଗୁଡ଼ା ଆକ୍ସିସ ବ୍ୟାଙ୍କରେ କାର୍ଯ୍ୟରତ ଜଣେ ୨୭ ବର୍ଷୀୟ ଯୁବକ ଆଜି ସୋଢ଼ମାଳା ପଞ୍ଚାୟତ ଅନ୍ତର୍ଗତ ଏକ ଶିବ ମନ୍ଦିର ନିକଟରେ ସେଲଫି ନେବା ବେଳେ ଭେଡେନ ନଦୀରେ ଖସି ପଡ଼ି ନିଖୋଜ ହୋଇଛନ୍ତି। ନିଖୋଜ ଯୁବକଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?