ରାଜ୍ୟ

୧୫ରୁ ବରଗଡ଼ ଧନୁଯାତ୍ରା କଳାକାର ଚୟନ: ନୂଆ କଳାକାରଙ୍କୁ ସୁଯୋଗ

ବରଗଡ଼,୧୧।୧୧(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ...

ସରିଲା ନୂଆପଡ଼ା ଉପନିର୍ବାଚନ: ଇଭିଏମ୍‌ରେ ସିଲ୍‌ ହେଲା ୧୪ ପ୍ରାର୍ଥୀଙ୍କ ଭାଗ୍ୟ

ଭୁବନେଶ୍ୱର/ନୂଆପଡ଼ା,୧୧ା୧୧(ରବିନାରାୟଣ ଜେନା/ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ମଙ୍ଗଳବାର ଶେଷ ହୋଇଛି। ସମ୍ବେଦନଶୀଳ ଏବଂ ସଖୀ ବୁଥ୍‌ ସମେତ ନିର୍ବାଚନମଣ୍ଡଳୀର ସମସ୍ତ ଅଞ୍ଚଳରେ ମତଦାନ ପ୍ରାୟ ଶାନ୍ତିପୂର୍ଣ୍ଣ ଭାବେ ହୋଇଛି। ରାତି ୯ଟା ପର୍ଯ୍ୟନ୍ତ ୭୯.୦୨ପ୍ରତିଶତ ମତଦାନ ସାବ୍ୟସ୍ତ...

ଡିସେମ୍ବର ମାସରେ OTET ପରୀକ୍ଷା, ଏହି ଦିନରୁ ଆରମ୍ଭ ଆବେଦନ

ଭୁବନେଶ୍ୱର,୧୧।୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୧୭ ତାରିଖରେ OTET-୨୦୨୫ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଡିସେମ୍ବର ୧୭...

କିଏ ପାଚେରି ଉପରେ ତ କିଏ ଲଟାବୁଦା ତଳେ ଖାଉଛନ୍ତି ମଧ୍ୟାହ୍ନଭୋଜନ, ଏହି ଦୃଶ୍ୟ ସାମ୍ନାକୁ ଆସିବା ପରେ…

ଖଜୁରୀପଡ଼ା,୧୧ା୧୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ସମ୍ମୁଖରେ ଥିବା ପିଏମ୍‌ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନରେ ଅବ୍ୟବସ୍ଥା ଥିବା ଦେଖିବାକୁ ମିଳିଛି। କିଏ ପାଚେରି ଉପରେ ତ କିଏ ବିଦ୍ୟୁତ ଖୁଣ୍ଟ ପାଖରେ ଆଉ କିଏ ପୁଣି...

SI ପରୀକ୍ଷା କେଳେଙ୍କାରୀ, CBI ତଦନ୍ତ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୧।୧୧: ବହୁ ଚର୍ଚ୍ଚିତ ଓଡ଼ିଶା ପୋଲିସ SI ପରୀକ୍ଷା କେଳେଙ୍କାରୀ ମାମଲାର CBI ତଦନ୍ତ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ମାମଲାରେ ୧୧୪ ପରୀକ୍ଷାର୍ଥୀ ଜେଲ ଯାଇ ଜାମିନରେ ଆସିଛନ୍ତି। ଏପରିକି...

ଭୁବନେଶ୍ୱରରେ ହିଟ୍‌ ଆଣ୍ଡ ରନ୍‌ : ସିସିଟିଭିରେ କଏଦ ଘଟଣାର ଭିଡ଼ିଓ…

ଭୁବନେଶ୍ୱର,୧୧।୧୧: ରାଜଧାନୀ ଭୁବନେଶ୍ୱରରେ ହିଟ୍‌ ଆଣ୍ଡ ରନ୍‌। ଏଜି ଛକରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ଦୁର୍ଘଟଣାରେ ଚାଲିଯାଇଛି ଜଣେ ସ୍କୁଟି ଚାଳକଙ୍କ ଜୀବନ। ଘଟଣାଟି ସିସିଟିଭିରେ କଏଦ ହୋଇଛି। ବର୍ତ୍ତମାନ ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି। ସିସିଟିଭି...

ସରିବାକୁ ବସିଲାଣି ଶିକ୍ଷାବର୍ଷ, ହେଲେ ହାଇସ୍କୁଲ ପିଲାଙ୍କୁ ଏଯାଏ ମିଳିନି ୟୁନିଫର୍ମ

ଜି.ଉଦୟଗିରି,୧୧ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ ସମସ୍ତ ହାଇସ୍କୁଲରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କୁ ସ୍କୁଲ ୟୁନିଫର୍ମ ମିଳି ନ ଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ ହୋଇଥିବା ବେଳେ ଏ ପର୍ଯ୍ୟନ୍ତ ୮ ମାସ...

ନୂଆପଡ଼ା ଉପନିର୍ବାଚନ: ଅପରାହ୍ନ ୩ଟା ସୁଦ୍ଧା ୬୫.୫୬% ମତଦାନ

ନୂଆପଡ଼ା,୧୧।୧୧(ମକାରୁ ବେମାଲୁ): ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ ଜାରି ରହିଛି। ଅପରାହ୍ନ ୩ଟା ସୁଦ୍ଧା ୬୫.୫୬% ପ୍ରତିଶତ ଭୋଟର ନିଜ ମତାଧିକାର ସାବ୍ୟସ୍ତ କରିଥିବା ସୂଚନା ମିଳିଛି। ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇ...

ଧାନ ଜଗିବାକୁ ଯାଇଥିଲେ: ୨ ଚାଷୀଙ୍କୁ ଦଳିଦେଲା ହାତୀ

ଜମନକିରା,୧୧।୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ବଡ଼ରମା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନ କୁତବ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଧାନ ଜଗିବାକୁ ଯାଉଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ୨ଜଣ ଚାଷୀଙ୍କ ମୃତ୍ୟୁ ଘଟିଛି।...

ଅପରାହ୍ନ ୧ଟା ସୁଦ୍ଧା ନୂଆପଡ଼ାରେ ୫୧.୪୨% ମତଦାନ

ନୂଆପଡ଼ା,୧୧ା୧୧(ମକାରୁ ବେମାଲ): ଓଡ଼ିଶାର ନୂଆପଡ଼ା ବିଧାନସଭା ଆସନର ଉପନିର୍ବଚନରେ ମଙ୍ଗଳବାର ଅପରାହ୍ନ ୧ଟା ସୁଦ୍ଧା ୨.୫୩ ଲକ୍ଷ ଭୋଟରଙ୍କ ମଧ୍ୟରୁ ମୋଟ ୫୧.୪୨ ପ୍ରତିଶତ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଛନ୍ତି ବୋଲି ଜଣେ ଅଧିକାରୀ କହିଛନ୍ତି। ଉପନିର୍ବାଚନର ଫଳାଫଳକୁ...

ଆଉ ଜଣେ ପ୍ରିଜାଇଡିଂ ଅଫିସର ସସ୍‌ପେଣ୍ଡ

ନୂଆପଡ଼ା,୧୧ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ଆଉ ଜଣେ ପ୍ରିଜାଇଡିଂ ଅଫିସର ମଙ୍ଗଳବାର ସସ୍‌ପେଣ୍ଡ ହୋଇଛନ୍ତି। ନୂଆପଡ଼ା ଜିଲା ସିନାପାଲ୍ଲୀ ୪୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ସନ୍ଦୀପ ସ୍ବାଇଁଙ୍କୁ ସସ୍‌ପେଣ୍ଡ କରାଯାଇଛି। ତେବେ ସନ୍ଦୀପ ଭୋଟରଙ୍କ ଗୋପନୀୟତା ଉଲ୍ଲଙ୍ଘନ କରିଥିବାରୁ...

କର୍ଲାମୁଣ୍ଡାରେ ଅମଳ ହେଲାଣି ୩୫ ପ୍ରତିଶତ ଧାନ, ମଣ୍ଡି ଅପେକ୍ଷାରେ ଚାଷୀ

ରିଷିଡ଼ା,୧୧ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଧୀନ ରିଷିଡ଼ା, ତେରେସିଂହା, ଗଜବାହାଲ, ରିଞ୍ଜା, ପୋରକେଲା, କର୍ଲାମୁଣ୍ଡା, ରାଜପୁର, ସାପଲହରା, ସରଗୁଲ ମାଳପଡ଼ା, ଯୋରାଡ୍ରବରା, ରେଗେଡ଼ା, ବୋରପଦର ଆଦି ପଞ୍ଚାୟତରେ ଚଳିତ ବର୍ଷ ଧାନଚାଷ ଭଲ ହୋଇଛି। ବର୍ତ୍ତମାନ ଏହିସବୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri