ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…
ଭବାନୀପାଟଣା/ମ.ରାମପୁର,୫।୮(ଉତ୍ତମ କୁମାର ଦାଶ/ଶଶିଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ କେହି ଦୁର୍ବୃତ୍ତ ଛୁରି ଭୁସି ହତ୍ୟା କରିଥିବା ଜଣାପଡିଛି। ରକ୍ତ ଜୁଡୁବୁଡୁ…
ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି
ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ ଧାନ କିଣାବିକା ଚାଲିବ । ମାତ୍ର ବର୍ତ୍ତମାନ ସ୍ଥିତିକୁ ଦେଖିଲେ ଆଗକୁ ଧାନ…
ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ
ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ ହୋଇଛି । ପାଟପୁର ପୋଲିସ ଟିମ୍ ବିଭିନ୍ନ କମ୍ପାନୀ ନିର୍ମିତ ୫୮ ଟି…
୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…
ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ ଦେଶରେ ତୈଳର ଆବଶ୍ୟକତା ତୁଳନାରେ ଅମଳ ବହୁତ କମ୍ ରହୁଛି ଏହାର ଅଭାବ…
‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’
କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ ଶ୍ରଦ୍ଧା ଓ ଭାବଗମ୍ଭୀର ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ଶ୍ରଦ୍ଧାଞ୍ଜଳି ସଭାରେ କଲ୍ୟାଣସିଂହପୁର…
୨୨ ବର୍ଷ ପରେ ଜେଲ୍ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି
କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର ଜିଲାର ଜଣେ ଆଜୀବନ କଏଦୀ ଜେଲରୁ ମୁକ୍ତି ପାଇଛନ୍ତି। ମୁକ୍ତିପ୍ରାପ୍ତ କଏଦୀ ହେଲେ…
ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ
ମୋହନା/ଆର.ଉଦୟଗିରି,୫ା୮(ମନ୍ମଥ ମିଶ୍ର/ମନୋଜ କୁମାର ପାଢୀ): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ…
ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…
କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍ଠାରେ ବନ୍ୟା ଦ୍ୱାରା ହୋଇଥିବା କ୍ଷୟକ୍ଷତି ଓ ପୁନଃରୁଦ୍ଧାର ପରିଚାଳନା ସମ୍ପର୍କରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି।…
ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା
କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର ଲକ୍ଷ୍ମୀ ପୂଜା କରି ଧାରଣାରେ ବସିଥିବାର ନଜିର ରହିଛି। ମାତ୍ର ସରକାର କେବଳ…
୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ
ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍ଆର୍ସି) ପ୍ରଦାନ କରିବା ପାଇଁ ୨୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର…
ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…
ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ ଦାଦନ ଶ୍ରମିକ ଭାବେ କାମ କରିବାକୁ ମୁମ୍ବାଇ ଯାଇଥିବା ବେଳେ ସେଠାରେ ସୋମବାର…
ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…
ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ବୁଧବାର ବାଇକରେ ବୁଲି କ୍ଷୟକ୍ଷତି…

