ସୁପ୍ରିମକୋର୍ଟରେ ପୂର୍ବତନ CJIଙ୍କ ପୁଅ ଲଢ଼ିବେ ୟୁଟ୍ୟୁବର Ranveer Allahbadiaଙ୍କ କେସ୍, ଜାଣନ୍ତୁ ସେ କିଏ…
ନୂଆଦିଲ୍ଲୀ,୧୪।୨: କମେଡିଆନ ସମୟ ରାଇନାଙ୍କ ରିଆଲିଟି ଶୋ’ ‘ଇଣ୍ଡିଆଜ୍ ଗଟ୍ ଟ୍ୟାଲେଣ୍ଟ’ରେ ବିବାଦୀୟ ବୟାନ ଦେଇଥିବା ରଣବୀର ଆଲ୍ଲାହାବାଦିଆଙ୍କ ଅଡ଼ୁଆ ବଢ଼ିଛି। ତାଙ୍କ ବିରୋଧରେ ମହାରାଷ୍ଟ୍ରରୁ ଆସାମ ଯାଏ FIR ରୁଜୁ ହୋଇଛି। ତାଙ୍କ କେସ୍ ଓକିଲ ଅଭିନବ ଚନ୍ଦ୍ରଚୂଡ଼ ଲଢ଼ୁଛନ୍ତି,…
ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ, କଲେ ବଡ଼ ଦାବି
ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଏମପି ପ୍ରଦୀପ ପୁରୋହିତ ଶୁକ୍ରବାର ରେଳମନ୍ତ୍ରୀ Ashwini Vaishnaw ଙ୍କୁ ଭେଟିଛନ୍ତି। ରେଳମନ୍ତ୍ରୀଙ୍କଠାରେ ସେ ବିଭିନ୍ନ ଦାବି ରଖିବା ସହିତ ତାଙ୍କୁ ଏକ ଦାବିପତ୍ର ସେ ପ୍ରଦାନ କରିଛନ୍ତି। ବରଗଡ଼ରୁ ଭୁବନେଶ୍ୱରକୁ ଇଣ୍ଟରସିଟି ଟ୍ରେନ…
କରଙ୍ଗାଭଟା ଜଙ୍ଗଲରେ ଲାଗିଲା ନିଆଁ
କୋମନା,୧୪ା୨(ସୋବିନ ଛତ୍ରିଆ)- ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ କରଙ୍ଗାଭଟା ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ହଠାତ୍ ନିଆଁ ଲାଗିଥିଲା। ଗଛଲତା ପୋଡ଼ିଯାଉଥିବା ଦେଖି ଗାଁ ଲୋକେ ଜଙ୍ଗଲ ବିଭାଗର ତରବୋଡ଼ ଫରେଷ୍ଟ ବିଟକୁ ଖବର ଦେଇଥିଲେ। ତରବୋଡ଼ ଫରେଷ୍ଟ ବିଟ୍ କର୍ମଚାରୀ…
ଟ୍ରାକ୍ଟରକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍
ଲାଞ୍ଜିଗଡ଼,୧୪ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଯୋଡ଼ାବନ୍ଧ ନିକଟ ବେଦାନ୍ତ ରେଳ ଫାଟକରେ ଏକ ଟ୍ରାକ୍ଟରକୁ ମାଲବାହୀ ଟ୍ରେନ୍ ଧକ୍କା ଦେବାରୁ ଟ୍ରାକ୍ଟରରେ ବସି ଧାନ ଆଣିବାକୁ ଯାଉଥିବା ଶ୍ୟାମସୁନ୍ଦର ପଧାନ ଗୁରୁତର ହୋଇଛନ୍ତି। ସୂଚନାନୁସାରେ ଯୋଡ଼ାବନ୍ଧରୁ ଗୋପୀନାଥପୁରକୁ…
କର୍ତ୍ତବ୍ୟରେ ଅବହେଳା: ଗୁରୁଣ୍ଡିଆ ଥାନାର ୨ କନେଷ୍ଟବଳଙ୍କୁ ନିଲମ୍ବନ କଲେ ଏସ୍ପି
ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ଗୁରୁଣ୍ଡିଆ ଥାନାର ୨ କନେଷ୍ଟବଳଙ୍କୁ ନିଲମ୍ବିତ କଲେ ରାଉରକେଲା ଏସ୍ପି ନିତେଶ ୱାଧୱାନୀ । ନିଲମ୍ବିତ କନେଷ୍ଟବଳ ଦ୍ବୟ ହେଲେ ସୁରେନ୍ଦ୍ର କୁମାର କିଷାନ ଏବଂ ମହିଳା କନେଷ୍ଟବଳ ବୈଦେହୀ କୁମରା । ସୂଚନା…
ବାପା ଆଗରେ ଜଳଭଣ୍ଡାରକୁ ଡେଇଁପଡ଼ିଲେ ପୁଅ
ସୁନାବେଡ଼ା,୧୪ା୨(କୃତ୍ତିବାସ ପ୍ରଧାନ)-ସୁନାବେଡ଼ା ଥାନା ଅଧୀନ ୨୬ନଂ. ଜାତୀୟ ରାଜପଥ ଟିମ୍ବର ବ୍ରିଜ୍ ଉପରେ ସ୍କୁଟି ରଖି ବାପାଙ୍କ ଆଗରେ ନଦୀକୁ ଜଣେ ଯୁବକ ଡେଇଁ ପଡ଼ିଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଜାନୀଗୁଡ଼ା ଗ୍ରାମର ପାକୁଳୁ ଜାନୀଙ୍କ ପୁଅ ମଦନ ଜାନୀ(୨୨) ୨ ମାସ…
ଭାଲେଣ୍ଟାଇନ୍ସ ଡେ’ରେ ପ୍ରିୟତମାଙ୍କୁ ଗଳାକାଟି ହତ୍ୟା,ରକ୍ତ ଜୁଡୁବୁଡୁ…
କଟକ,୧୪।୨:ସିଲଭର ସିଟିରେ ଚାଞ୍ଚଲ୍ୟ, ମହିଳାଙ୍କୁ ଗଳାକାଟି ବୀଭତ୍ସ ହତ୍ୟା। କଟକ ପୋତାପୋଖରୀ ଗାନ୍ଧିପଲ୍ଲୀ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଘର ଭିତରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି । ମୃତ ମହିଳା ଜଣକ…
ପରିତ୍ୟକ୍ତ ସ୍ଥାନରୁ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କଲେ ମହିଳା, ସୁରକ୍ଷା ଓ ଯତ୍ନ ପାଇଁ …
ପାରଳାଖେମୁଣ୍ଡି,୧୪ା୨(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ରେଳ ଷ୍ଟେସନ ନିକଟ ଏକ ପରିତ୍ୟକ୍ତ ସ୍ଥାନରୁ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଜଣେ ମହିଳା ଶିଶୁକନ୍ୟାକୁ ପାଇଥିଲେ। କେ. ସିରିଶା ନାମ୍ନୀ ମହିଳା ସେହି ଶିଶୁଟିକୁ ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଳଳୟରେ ଚିକିତ୍ସା ଲାଗି…
କୋର୍ କମିଟି ବୈଠକରୁ ବାହାରି ବଡ଼ ସୂଚନା ଦେଲେ ରାଜସ୍ବମନ୍ତ୍ରୀ: କିଏ ହେବେ ରାଜ୍ୟ ଭାଜପା ସଭାପତି…
ଭୁବନେଶ୍ୱର,୧୪।୨: ଚଳିତ ମାସ ଶେଷ ସୁଦ୍ଧା ସରିବ ନିଗମ, ବୋର୍ଡ ଓ କମିଶନ ନିଯୁକ୍ତି ପ୍ରକ୍ରିୟା। ଏ ନେଇ ବଡ଼ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଭାଜପା କୋର୍ କମିଟି ବୈଠକ ପରେ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…
ପିସିସି ସଭାପତି ଚୟନ ପରେ କଂଗ୍ରେସ ତତ୍ପର: ୧୮ରେ ସଂକଳ୍ପ ପଦଯାତ୍ରା
ଭୁବନେଶ୍ୱର,୧୪।୨: ଆସନ୍ତା ୧୮ରେ ଭୁବନେଶ୍ୱରରୁ କଂଗ୍ରେସର ସଂକଳ୍ପ ପଦଯାତ୍ରା ଅନୁଷ୍ଠିତ ହେବ। ବିମାନବନ୍ଦରରୁ ପୁରୀ ଯାତ୍ରା ନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ସଂକଳ୍ପ ପଦଯାତ୍ରା ସମନ୍ବୟ ନେଇ ପିସିସି ପକ୍ଷରୁ କମିଟି ଗଠନ କରାଯାଇଛି। ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକଙ୍କ…
ଦ୍ୱିତୀୟ ଥର ପାଇଁ ସ୍ଥିତି ଜାହିର କଲା ଲାଲବାହିନୀ: କହମଗୁଡା ଛକ ଘାଟି ଅଞ୍ଚଳରେ ଲାଗିଲା ମାଓବାଦୀ ବ୍ୟାନର, ପୋଷ୍ଟର
ବାଲିଗୁଡା,୧୪।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ଅଞ୍ଚଳରେ ପୁଣି ଲାଲବାହିନୀ ବ୍ୟାନର ଓ ପୋଷ୍ଟର ଲାଗିଛି। କୋଟଗଡ଼ ଥାନା ସୁବର୍ଣ୍ଣଗିରି ରାସ୍ତାର କହମଗୁଡ଼ା ଛକ ନିକଟରେ ଶୁକ୍ରବାର ସକାଳୁ ବାଘୁନା ଡିଭିଜନାଲ କମିଟି ପକ୍ଷରୁ…
Archives


