ଦିଲ୍ଲୀରେ ଏବେ ବି ମୁଠା ଟାଣ
ଭୁବନେଶ୍ୱର, ୮।୪(ରବିନାରାୟଣ ଜେନା): ଓ୍ବକ୍ଫ ବିଲ୍ ପ୍ରସଙ୍ଗରେ ଭି.କେ. ପାଣ୍ଡିଆନଙ୍କୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଥିବାବେଳେ ଦିଲ୍ଲୀରେ ସୁଜାତା ଆର. କାର୍ତ୍ତିକେୟନଙ୍କ ଅବସରକୁ ନେଇ କେତେକ ଓଡ଼ିଆ ଅଫିସରଙ୍କ ମଧ୍ୟରେ ଚର୍ଚ୍ଚା ଜୋର୍ ଧରିଛି। ଓଡ଼ିଶାର ଜଣେ ମହିଳା ପ୍ରଶାସନିକ…
ମାନବାଧିକାର, କଏଦୀଙ୍କ ସୁରକ୍ଷା ପାଇଁ ଓଡ଼ିଶାରେ କାର୍ଯ୍ୟ କରିବ ‘ଜେଲ୍ ପଞ୍ଚାୟତ’
ଭୁବନେଶ୍ୱର, ୭।୪: ‘ଜେଲ୍ ପଞ୍ଚାୟତ’ର ନବନିର୍ବାଚିତ ପ୍ରତିନିଧିମାନେ କଏଦୀଙ୍କ ସୁରକ୍ଷା ସହିତ ମାନବାଧିକାର ସୁରକ୍ଷା ପାଇଁ କାର୍ଯ୍ୟ କରିବେ। କିଛି ଦିନ ପୂର୍ବରୁ ରାଜ୍ୟର ବିଭିନ୍ନ ସଂଶୋଧନ କେନ୍ଦ୍ରରେ ସଂସ୍ଥା ପାଇଁ ମତଦାନ ଅନୁଷ୍ଠିତ ହୋଇଥିଲା। ଏକ ଅନନ୍ୟ ପଦକ୍ଷେପ ସ୍ୱରୂପ, ଓଡ଼ିଶାର…
୨ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍ ରେକଡର୍ସର ଅଧିକାରୀ
ନୂଆପଡ଼ା,୭ା୪(ମକାରୁ ବେମାଲ)- ମାତ୍ର ୨ ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍ ରେକଡର୍ସର ଅଧିକାରୀ ହୋଇପାରିଛନ୍ତି। ସେ ହେଲେ ନୂଆପଡ଼ା ଜିଲା ସିନାପାଲି ସହରର ହରେକୃଷ୍ଣ ମେହେର ଓ ତପସ୍ବିନୀ ମେହେରଙ୍କ ଶିଶୁପୁତ୍ର ଶିବାଂସ। ଶିବାଂସ ନିମିଷକେ ୧୪…
ଭକ୍ତମୟ ହେଉଛି ଚନ୍ଦନେଶ୍ୱର ଶୈବପୀଠ, ସମୀକ୍ଷାକଲେ ବିଧାୟକ
ଭୋଗରାଇ, ୭ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳା ମାର୍ଚ୍ଚ ୩୧ରୁ ଧ୍ୱଜ ପୋଡାବାଉଁଶରୁ ଶୁଭାରମ୍ଭ ହୋଇଛି। ଏଥିନିମନ୍ତେ ଚନ୍ଦନେଶ୍ୱର ଶୈବପୀଠରେ ସୋମବାର ୭ ଅର୍ଘ୍ୟରୁ ଓଡ଼ିଶା ସମେତ…
ଓଡ଼ିଶା ଭିତରେ ପଶି ପଶ୍ଚିମବଙ୍ଗ ରାସ୍ତା ନିର୍ମାଣକୁ ବନ୍ଦ କଲେ ବିଧାୟକ ଗୌତମ ବୁଦ୍ଧ
ଭୋଗରାଇ, ୭।୪(ପ୍ରଦୀପ ଦାସ): ଆମେ ଓଡ଼ିଆ। ମା, ମାଟି ମାତୃଭାଷା ବିପନ୍ନ ହେଲେ ସୁରକ୍ଷା ପାଇଁ ଲଢ଼େଇକରି ବଞ୍ଚିବା ଶିଖିଛୁ। ଯୋଗ୍ୟ ସନ୍ତାନ ଭାବେ ଆମ ମାକୁ ମାଉସୀହାତରେ ଟେକିଦେବୁ ନାହିଁ କି ତାଙ୍କ ଗୋଡ଼ତଳେ ପଡି ଶରଣ ପଶିବୁ ନାହିଁ।…
ଦୁଇଫାଳ ହେଲା ବିଜେଡି: ଦଳେ ପାଣ୍ଡିଆନଙ୍କ ସପକ୍ଷରେ, ଦଳେ ବିପକ୍ଷରେ
ଭୁବନେଶ୍ୱର,୭ା୪: ବିଜୁ ଜନତା ଦଳର ଭବିଷ୍ୟତ ଭିକେ ପାଣ୍ଡିଆନଙ୍କ ଆଗରେ ପଛରେ ଘୁରି ବୁଲୁଛି। ସେ ଯେମିତି ଚାହିଁବେ ଦଳର ଭବିଷ୍ୟତ ସେପରି ହେବ। କାରଣ ଦଳର ଅଧେ ନେତା ପାଣ୍ଡିଆନଙ୍କ ସମର୍ଥନ କରୁଥିବା ବେଳେ ଅଧେ ଖୋଲାଖୋଲି ବିରୋଧ କରୁଛନ୍ତି।…
ସୋଫିଆଙ୍କ ଉପରେ ତାତିଲେ ଦେବାଶିଷ, କହୁକହୁ ଯାହା କହିଲେ ରାଜନୀତିରେ ହଇଚଇ
ଭୁବନେଶ୍ୱର,୭।୪: କଂଗ୍ରେସ ବିଧାୟିକା ସୋଫିଆ ସୋମବାର ରାଜ୍ୟସଭା ଏମ୍ପି ଦେବାଶିଷଙ୍କୁ ଟାର୍ଗେଟ କରିଥିଲେ। ଏହି ଘଟଣା ପରେ ସୋଫିଆଙ୍କ ଉପରେ ତାତିଛନ୍ତି ଦେବାଶିଷ। ଦେବାଶିଷ ସୋଫିଆଙ୍କୁ କହିଛନ୍ତି ସୋଫିଆ ରାଜନୀତିରେ କାଲି ଜନ୍ମ ହୋଇଥିବା ମହିଳା। ତାଙ୍କ ବିଷୟରେ ଟିପ୍ପଣୀ କରି…
ରତ୍ନଭଣ୍ଡାର ଚାବି ହଜିବା ମାମଲା: ଦୁଇ ମାସ ମଧ୍ୟରେ ସାର୍ବଜନୀନ ହେବ ତଦନ୍ତ କମିଶନଙ୍କ ରିପୋର୍ଟ
କଟକ,୭।୪: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଛି। ତେବେ ଶୁଣାଣି ସମୟରେ ତଦନ୍ତ କମିଶନଙ୍କ ରିପୋର୍ଟ ଆଗାମୀ ଦୁଇ ମାସ ମଧ୍ୟରେ ରାଜ୍ୟ କ୍ୟାବିନେଟରେ ଉପସ୍ଥାପିତ ହେବ ବୋଲି ଆଡଭୋକେଟ୍ ଜେନେରାଲ କୋର୍ଟଙ୍କୁ ସୂଚନା ଦେଇଥିଲେ…
ଭାଜପା ବିଜେଡିକୁ ଟାର୍ଗେଟ କଲେ ସୋଫିଆ, ଖୋଲିଦେଲେ ରାଜ୍ୟ ବିକାଶ ନ ହେବାର ବଡ଼ କାରଣ
ଭୁବନେଶ୍ୱର,୭।୪ : କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋସ ଭାଜପା ବିଜେଡିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମହିଳାଙ୍କୁ ସବୁବେଳେ ଭୋଟ ବ୍ୟାଙ୍କ ହିସାବରେ ଦେଖାଯାଉଛି। ଭୋଟ ବ୍ୟାଙ୍କ ହିସାବରେ ଦେଖୁଥିବାରୁ ରାଜ୍ୟର ବିକାଶ ହେଉନି। ୪୦, ୫୦ବର୍ଷ ମହିଳାଙ୍କୁ କାଢ଼ି ଦେଲେ…
ନବୀନ ନିବାସରେ ଶୁଭିଲା ପାଣ୍ଡିଆନ ଗୋ ବ୍ୟାକ ନାରା: ଗର୍ଜିଲେ ମୁନ୍ନାଙ୍କ ସମର୍ଥକ
ଭୁବନେଶ୍ୱର,୭।୪: ୱକ୍ଫ ବିଲ ଭୋଟିଂକୁ ନେଇ ବିଜେଡିରେ ଲାଗି ରହିଛି ତୁମ୍ବିତୋଫାନ । ବିଜେଡି ରାଜ୍ୟ ସଭା ସଦସ୍ୟ ମୁନ୍ନା ଖାନ ଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚିବା ପରେ ଏହି ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ସସ୍ମିତ ପାତ୍ରଙ୍କ ଭାଜପା ସମର୍ଥିତ…
ସ୍ତ୍ରୀ, ପୁଅ ସମେତ ୩ ଜଣଙ୍କୁ ଗୁଳି କଲେ ବ୍ୟକ୍ତି, ପଛରେ ଥିଲା ଏମିତି କାରଣ
ଢେଙ୍କାନାଳ,୭ା୪: ଶନିବାର ଢେଙ୍କାନାଳରେ ସମ୍ପତ୍ତି ବିବାଦକୁ କେନ୍ଦ୍ର କରି ଉପୁଜିଥିବା ହିଂସାରେ ଗୋଟିଏ ପରିବାରର ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଜିଲାର ତାଳବରକୋଟ ଗାଁରେ ଘଟିଥିବା ଏହି ଘଟଣାରେ ମାୟାଧର ବେହେରା ନାମକ ଜଣେ ବ୍ୟକ୍ତି ଗୁଳି ଚଳାଇଥିବା ଅଭିଯୋଗ…
ସସ୍ମିତ ପାତ୍ରଙ୍କୁ କଡ଼ା ସମାଲୋଚନା କଲେ ଏମପି ମୁନା ଖାନ୍, କହିଲେ-ମୁଁ ସିଧା ଯାଇ…
ଭୁବନେଶ୍ୱର,୭ା୪: ଓ୍ବକ୍ଫ ବିଲ୍କୁ ନେଇ ବିଜୁ ଜନତା ଦଳ(ବିଜେଡି)ରେ ଉଠିଥିବା ଝଡ଼ ଥମିବାର ନାଁ ନେଉନାହିଁ। କେଉଁ ପରିସ୍ଥିତିରେ ଦଳର ଭୋଟ୍ ଦୁଇଭାଗ ହୋଇଗଲା ତାହାକୁ ଗ୍ରହଣ କରିପାରୁନାହାନ୍ତି ବିଜେଡି ନେତା। ଏହାରି ମଧ୍ୟରେ ରାଜ୍ୟସଭା ଏମପି ମୁନା ଖାନ୍ ଭୁବନେଶ୍ୱରରେ…
Archives


