ରାଜ୍ୟ

ଛାତ ଢଳେଇ କାମ ଚାଲିଥିବାବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲେ ରାଜମିସ୍ତ୍ରୀ, ତଳେ ପଡ଼ି…

ଦିଗପହଣ୍ଡି/ପାଟପୁର,୧୩ା୭(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟ ଜଗନ୍ନାଥ ପଣ୍ଡାଙ୍କ ନୂଆ ଘରର ଛାତ ଢଳେଇ କାମ ଚାଲିଥିବା ବେଳେ ରବିବାର ସକାଳେ ଉଚ୍ଚ କ୍ଷମତା ସମ୍ପନ୍ନ ୧୧…

ପୁରୀ ଜଗନ୍ନାଥ ମନ୍ଦିର ରୀତିନୀତିର କପିରାଇଟ୍ କରିବେ ଓଡ଼ିଶା ସରକାର: ଗଜପତି ମହାରାଜ

ପୁରୀ,୧୩।୭: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପାରମ୍ପରିକ ରୀତିନୀତି ଓ ସାଂସ୍କୃତିକ ପରମ୍ପରାକୁ ସୁରକ୍ଷିତ ରଖିବା ପାଇଁ ଓଡ଼ିଶା ସରକାର ଏହାର କପିରାଇଟ୍ ପାଇଁ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି ବୋଲି ପୁରୀର ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରକାଶ କରିଛନ୍ତି।…

କୋରାପୁଟରେ ପୁଣି ବଳଦ ଦଣ୍ଡ: ପ୍ରେମ ବିବାହ ପରେ ଯୁବକ-ଯୁବତୀଙ୍କୁ ଅମାନବୀୟ ଶାସ୍ତି

କୋରାପୁଟ,୧୩ା୭(ଅମିତାଭ ବେହେରା /ରାଜ କିଶର ଯେନା ): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ପରେ କୋରାପୁଟ ଜିଲାରେ ଦେଖିବାକୁ ମିଳିଛି ଗାଁ ଦାଣ୍ଡରେ ବଳଦ ଦଣ୍ଡ। ଭାଇ ଭ‌ଉଣି ସମ୍ପର୍କରେ ମଧ୍ୟରେ ପ୍ରେମ ସମ୍ପର୍କ ରଖିଥିବାରୁ ଯୁବକ ଯୁବତୀଙ୍କୁ ଦିଆଗଲା ଦଣ୍ଡ। ଗାଁ…

ପୁଣି ଆସୁଛି ଯୋଡ଼ା ଲଘୁଚାପ: ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩ା୭: ବଙ୍ଗୋପସାଗରରେ ପୁଣି ଏକ ଯୋଡ଼ା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…

ବାଲେଶ୍ୱରରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲା ମମତାଙ୍କ ପାର୍ଟି

ବାଲେଶ୍ୱର,୧୩ା୭: ବାଲେଶ୍ୱର ଜିଲାର ଫକୀର ମୋହନ (ସ୍ୱୟଂଶାସିତ) କଲେଜରେ ଏକ ଦ୍ୱିତୀୟ ବର୍ଷର ଇଣ୍ଟିଗ୍ରେଟେଡ୍ ବି.ଏଡ୍ ଛାତ୍ରୀ ଶନିବାର ନିଜ ଉପରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଚେଷ୍ଟା କରିଥିବା ଘଟଣା ସମଗ୍ର ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଏହି…

ସବୁଠି FM ତାତି: ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ବିଜେଡି

ଭୁବନେଶ୍ୱର,୧୩ା୭: ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଛି ଘେରିଛି ଛାତ୍ର ଓ ଯୁବ ବିଜେଡି। ବାଲେଶ୍ବର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଘଟଣା ପ୍ରତିବାଦରେ ଏହି ଘେରାଉ କରାଯାଇଛି। ବିଧାୟକ ବ୍ୟୋମକେଶ ରାୟ, ଦେବୀରଞ୍ଜନ ତ୍ରିପାଠୀ ପ୍ରମୁଖ ଏହି ଘେରାଉରେ ସାମିଲ…

ସରକାରଙ୍କୁ ପିସିସି ସଭାପତିଙ୍କ କଡ଼ା ଟାର୍ଗେଟ୍‌, କହିଲେ ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇ…

ଭୁବନେଶ୍ୱର,୧୩ା୭: ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ସରକାରଙ୍କୁ ପିସିସି ସଭାପତି ଭକ୍ତ ଦାସ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, କଂଗ୍ରେସ ପକ୍ଷରୁ ଘଟଣାକୁ ନେଇ ଆନ୍ଦୋଳନ କରାଯାଉଛି। ଠିକ୍‌ ଢଙ୍ଗରେ ଘଟଣାର ତଦନ୍ତ ହେବାର…

FM College Case: ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୧୩।୭: ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରୁ ଫେରିବା ପରେ ସେ ଏହି ଘଟଣା ସମ୍ପର୍କରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଏହି ଘଟଣାର ତଦନ୍ତ…

ମୁମ୍ବାଇରୁ ଆସି ଟ୍ବିଟ୍‌ କଲେ ନବୀନ, କହିଦେଲେ ଏତେ ବଡ଼କଥା

ଭୁବନେଶ୍ବର,୧୩।୭: ବାଲେଶ୍ବରର ଏଫଏମ କଲେଜ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ତେବେ ଏମ୍ସରେ ଛାତ୍ରୀଜଣକ ଜୀବନମରଣ ନେଇ ଗତି କରୁଥିବାବେଳେ ମନ୍ତ୍ରୀମାନେ ସେଠାରେ ଭିଡ ଜମାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଉ କିଛି ସମୟରେ ସେଠରେ ପହଞ୍ଚିବେ ବୋଲି…

ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ ସ୍ଲୁଇସ୍‌ ଗେଟ୍‌ ବନ୍ଦ

ସମ୍ବଲପୁର,୧୩ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ଟି ସ୍ଲୁଇସ୍‌ ଗେଟ୍‌କୁ ରବିବାର ବନ୍ଦ କରାଯାଇଛି। କ୍ରମଶଃ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଉ ଥିବାରୁ ରବିବାର ସକାଳ ୮ଟାରେ ପ୍ରଥମେ ୨ଟି ଓ ପରେ ପୂର୍ବାହ୍ନ ୧୧ଟାରେ ଆଉ…

FM କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା: ଉଚ୍ଚଶିକ୍ଷାମନ୍ତ୍ରୀ କହିଲେ ତଦନ୍ତ ପରେ କଡ଼ା ପଦକ୍ଷେପ

ଭୁବନେଶ୍ୱର,୧୩ା୭: ବାଲେଶ୍ୱର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରତିକ୍ରିୟା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୩ ଜଣିଆ ଉଚ୍ଚସ୍ତରୀୟ ତଦନ୍ତ ଟିମ୍‌ ବାଲେଶ୍ବର ଯାଇଛନ୍ତି। ତଦନ୍ତ ରିପୋର୍ଟ ଆସିଲେ କଡ଼ା ଆକ୍ସନ…

ମୋହନଙ୍କ ଟ୍ବିିଟ ପଛର ରହସ୍ୟ, ଜଣାପଡିଲା ଫାଇଲ୍‌ର ସତ!

ଭୁବନେଶ୍ୱର,୧୩।୭: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ ହାତରେ ସେ ଏକ ଧଳା ଫାଇଲ୍‌ ଧରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟ ପରେ ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହା ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?