ରାଜ୍ୟ

ମୁଜାଗଡ଼ ଡାକ ବଙ୍ଗଳା ଉଦ୍‌ଘାଟନ କଲେ ବିଧାୟକ, ଜାଇକା ପ୍ରକଳ୍ପ ୨୦୩୦ ପର୍ଯ୍ୟନ୍ତ ସମ୍ପ୍ରସାରଣ ଯୋଜନା ନେଇ…

ଭଞ୍ଜନଗର,୧୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ଼ ବନ ବିଭାଗ ଡାକ ବଙ୍ଗଳା ରବିବାର ଉଦ୍‌ଘାଟିତ ହୋଇଯାଇଛି । ୩୮ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ବଙ୍ଗଳାକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ…

ଟ୍ରେନ୍‌ରୁ ଖସି ସିଆର୍‌ପିଏଫ୍‌ ଯବାନ ଗୁରୁତର

କଲ୍ୟାଣସିଂହପୁର,୧୩ା୭(ଦୀପକ କୁମାର ପରିଡ଼ା): ଟ୍ରେନରେ ଯିବା ସମୟରେ ଖସିପଡ଼ି ଜଣେ ସିଆର୍‌ପିଏଫ୍‌ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶନିବାର ରାତିରେ ରାଉଲକେଲା ଜଗଦଲପୁର ଏକ୍ସପ୍ରେସ୍‌ରେ କୋରାପୁଟରୁ ବଲାଙ୍ଗୀର ଅଭୀମୁଖେ ଯାଉଥିବା ବେଳେ ଲେଲିଗୁମା ଷ୍ଟେଶନ…

ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ, କହିଲେ ଆପଣମାନଙ୍କ ଆଶୀର୍ବାଦ ହିଁ ମୋତେ…

ଭୁବନେଶ୍ୱର,୧୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁମ୍ବାଇର କୋକିଳା ବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର ହେବା ପରେ ଶନିବାର ଭୁବନେଶ୍ବର ଫେରିଛନ୍ତି। ନବୀନଙ୍କୁ ସ୍ବାଗତ କରିବା ପାଇଁ ବିଜେଡିର ହଜାର ହଜାର ନେତୃବୃନ୍ଦ ଓ କର୍ମୀ…

ହାତୀ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ସମ୍ବଲପୁର ଜିଲା ରେଢ଼ାଖୋଲ ଫରେଷ୍ଟ ଡିଭିଜନର ନାକଟିଦେଉଳ ଅଞ୍ଚଳର ସରପାଲି ଗାଁରେ ଜଣେ ବ୍ୟକ୍ତିଙ୍କ ହୁକ ପକା ଘଟଣା ଯୋଗୁ ଆଜି ପ୍ରତ୍ୟୁଷରେ ଗୋଟିଏ ୫ ବର୍ଷର ମାଈ ହାତୀର ମୃତ୍ୟୁ ହୋଇଛି। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

FM କଲେଜ: ଛାତ୍ରୀଙ୍କୁ ନେଇ ଆସିଲା ବଡ଼ ଖବର, ଡାକ୍ତର କହିଲେ…

ବାଲେଶ୍ବର,୧୩।୭: ଫକୀର ମୋହନ ସୱୟଂଶାସିତ ମହାବିଦ୍ୟାଳୟ (FM କଲେଜ)ରେ ଜଣେ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣା ସମଗ୍ର ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଅଭିଯୋଗ ରହିଛି ଯେ, ଜଣେ ଶିକ୍ଷକଙ୍କ ଦ୍ୱାରା ଯୌନ ର୍ନିଯାତନା ଓ ମାନସିକ ଉତ୍ପୀଡ଼ନ ଯୋଗୁଁ ଏହି…

ପୁଣି ମେଣ୍ଡୁଲି ଦେଲେ ବଡ଼ ଡାକରା, ୧୫ରୁ…

ଭୁବନେଶ୍ୱର,୧୩।୭: ଡ୍ରାଇଭର ଆନ୍ଦୋଳନକୁ ନେଇ ଆସିଲା ଆଉ ଏକ ବଡ଼ ଖବର । ଆହୁରି ଜୋରଦାର ହେବ ଡ୍ରାଇଭର ଆନ୍ଦୋଳନ । ୧୫ରୁ ଆନ୍ଦୋଳନକୁ ଜୋରଦାର କରିବ ଡ୍ରାଇଭର ସଂଘ । ଆନ୍ଦୋଳନ ଜୋରଦାର ପାଇଁ ଆହ୍ବାନ ଦେଲେ ସଭାପତି ।…

ଓଡ଼ିଶାରେ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା: ଏସବୁ ଜିଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର,୧୩।୭: ରାଜ୍ୟରେ ଆଗାମୀ ତିନି ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ…

ହଠାତ ଦବିଲା ବ୍ରିଜ୍‌: ସଂଯୋଗ କରୁଥିବା ଗାଁ ଏବେ ଭୟରେ…

ଧର୍ମଶାଳା,୧୩।୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ବ୍ଲକ ଚଇନପୁର ପଞ୍ଚାୟତ ବେଲେଶ୍ବର ସ୍ଥିତ ବୈତରଣୀ ନଦୀରେ ନିର୍ମିତ ଜିଲାର ପ୍ରଥମ ବିଜୁ ସେତୁ ଶୁକ୍ରବାର ଦବିଯାଇଛି। ସେତୁ ମଝି ଭାଗରେ ଥିବା ତିନୋଟି ସ୍କାନ ଦବିଯିବାରୁ ଯାତାୟାତ ପ୍ରଭାବିତ ହୋଇଛି। ଶନିବାର ଅପରାହ୍ନରେ…

ଏଫଏମ କଲେଜ ଘଟଣା: ରାଗିଗଲେ ସୋଫିଆ, କହିଦେଲେ ବଡ଼କଥା

ବାଲେଶ୍ୱର,୧୩।୭: ଫକୀର ମୋହନ ଅଟୋନୋମସ କଲେଜରେ ଘଟିଥିବା ଏକ ଅଭାବନୀୟ ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି। କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ସେ ଅଭିଯୋଗ କରିଛନ୍ତି…

ଏଫଏମ କଲେଜ ଘଟଣା: ସାଂଘାତିକ ଖୁଲାସା କଲେ ଛାତ୍ରୀଙ୍କ ସହପାଠୀ

ବାଲେଶ୍ୱର,୧୩।୭: ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟ ବର୍ଷର ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ସହପାଠୀ କଶିଷ୍‌ ଦାସ କହିଛନ୍ତି, କଲେଜରେ ଯୋଗଦେବା ପରେ କ୍ଲାସରେ ବିଭିନ୍ନ ଇସ୍ୟୁ ହେଉଥିବା ନେଇ ସେ ମୋତେ କହିଥିଲେ। କିନ୍ତୁ ମୁଁ ଏହାକୁ…

ଏଫଏମ କଲେଜ ଘଟଣା: ମୁହଁ ଖୋଲିଲେ ପୀଡିତାଙ୍କ ବାପା, କଲେ ବଡ଼ ବିସ୍ଫୋରଣ

ବାଲେଶ୍ୱର,୧୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟ ବର୍ଷର ଛାତ୍ରୀ ଶନିବାର ଅଧ୍ୟକ୍ଷଙ୍କ ଅଫିସ ସମ୍ମୁଖରେ ପେଟ୍ରୋଲ ଢାଳି ଆମତ୍ାହୁତି ଦେବାକୁ ଉଦ୍ୟମ କରିଥିଲେ। ସେଠାରେ ଉପସ୍ଥିତ କଲେଜ କର୍ତ୍ତୃପକ୍ଷ ଓ କର୍ମଚାରୀ ସେ ନିଆଁରେ ଜଳି…

ଏକାକୀ ନୁହେଁ, ଏକତ୍ର କାମକଲେ ସଫଳତା ମିଳିଥାଏ: ଆଦ୍ୟାଶା ସତପଥୀ

ଭୁବନେଶ୍ୱର,୧୧ା୭(ଅନୁରାଧା ମହାରଣା): ଲୟୋଲା ସ୍କୁଲର ରଜତ ଜୟନ୍ତୀ ଅବସରରେ ଶନିବାର ପ୍ରଥମ ମଡେଲ ୟୁନାଇଟେଡ୍‌ ନେଶନ(ଏମ୍‌ୟୁଏନ୍‌) ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ, ସମ୍ମାନିତ ଅତିଥି ଭାବେ ରେକ୍ଟର ଫାଦର ଏ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?