ବ୍ୟବସାୟରେ ସ୍ବଚ୍ଛତା, ଉତ୍ପାଦରେ ଶୁଦ୍ଧତା ଜରୁରୀ
ମାତ୍ର ୩୫ବର୍ଷ ବୟସରେ ଜଣେ ସଫଳ ଯୁବ ଉଦ୍ୟୋଗୀର ପରିଚୟ ପାଇଛନ୍ତି ଜାଭେରୀ ଜେମ୍ସ ଆଣ୍ଡ ଜୁଏଲର୍ସର ମ୍ୟାନେଜିଂ ପାର୍ଟନର୍ ସଞ୍ଜିବ କୁମାର ସାହୁ। ସଞ୍ଜିବ ରେଭେନ୍ଶା କଲେଜରେ ଗ୍ରାଜୁଏଶନ୍ କରିବା ପରେ ଭୁବନେଶ୍ୱରରେ ଏମ୍ବିଏ ପଢ଼ିଥିଲେ। ପାଠପଢ଼ା ପରେ ପାରିବାରିକ…
ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ: ବାପପୁଅଙ୍କ ସମେତ ୩ ମୃତ, ଖାରିପଲ୍ଲୀ ଗାଁରେ ଉତ୍ତେଜନା
ଧରାକୋଟ/ବ୍ରହ୍ମପୁର,୧୮ା୩(ବିଷ୍ଣୁକେଶରୀ ଆଚାର୍ଯ୍ୟ/ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଗୁଣିଗାରେଡ଼ି ଭଳି ଅନ୍ଧବିଶ୍ବାସ ପୁଣିଥରେ ମୁଣ୍ଡ ନେଇଛି। ବଡ଼ଗଡ଼ ଥାନା ଅନ୍ତର୍ଗତ ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ ଖାରିପଲ୍ଲୀ ଗ୍ରାମରେ ଗୁଣିଗାରେଡ଼ିକୁ କେନ୍ଦ୍ରକରି ମଙ୍ଗଳବାର ସନ୍ଧ୍ୟାରେ ୨ ଗୋଷ୍ଠୀ ମଧ୍ୟରେ ହଣାକଟା ହୋଇଛି।…
ଅଜା, ଆଈ ଭରସାରେ ଭିନ୍ନକ୍ଷମ ଜଗଦୀଶ
କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମା’ବାପା ମାନସିକ ରୋଗାକ୍ରାନ୍ତ ହୋଇଥିବାବେଳେ ସେମାନଙ୍କର ୫ ବର୍ଷର ଭିନ୍ନକ୍ଷମ ଶିଶୁପୁତ୍ର ଅଜା, ଆଈଙ୍କ ଭରସାରେ ଜୀବନ ବିତାଉଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋକସରା ବ୍ଲକ ସାନପୋଡ଼ାଗୁଡ଼ା ପଞ୍ଚାୟତ ସୋରିପଡ଼ାରେ। ଗ୍ରାମରେ…
ବରଗଡ଼ର ଅଧିଷ୍ଠାତ୍ରୀ ମା’ ସମଲେଇଙ୍କ ଶୀତଳ ଯାତ୍ରା, ଏକ ଅନନ୍ୟ ପରମ୍ପରା
ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ଶୀତଳ ଯାତ୍ରା ଏକ ଅନନ୍ୟ ପରମ୍ପରା। ପ୍ରତିବର୍ଷ ଚୈତ୍ର ମାସ ମଙ୍ଗଳବାର ଏହା ଅନୁଷ୍ଠିତ ହୋଇଥାଏ । ଏହି କ୍ରମରେ ମଙ୍ଗଳବାର ଦେବୀଙ୍କ ଶୀତଳ ଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ…
ବାଙ୍କେଶ୍ବରୀଙ୍କ ଦର୍ଶନ କରି ଫେରିବାବେଳେ ଅଘଟଣ: ଘାଟିରେ ଓଲଟିଲା ପିକଅପ୍ ଭ୍ୟାନ, ୨୫ରୁ ଅଧିକ ଆହତ
ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ନିକଟ ବାଙ୍କେଶ୍ୱରୀ ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଏକ ପିକଅପ୍ ଭ୍ୟାନ ଓଲଟି ପଡିଛି। ଫଳରେ ୨୫ରୁ ଉଦ୍ଧର୍ବ ମହିଳା ପୁରୁଷ ଓ ଶିଶୁ ଆହାତ…
ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର: ବିଜେଡି କଲା ସ୍ବାଗତ
ଭୁବନେଶ୍ୱର,୧୮।୩: ବହୁ ଚର୍ଚ୍ଚିତ ନବଦାସ ହତ୍ୟାକାଣ୍ଡ ମାମଲାରେ ଆଇନ ମନ୍ତ୍ରୀଙ୍କ ବୟାନ ପରେ ବିଜେଡିର ପ୍ରତିକ୍ରିୟା ଦେଇଛି। ବିଜେଡି କହିଛି, ପୂର୍ବରୁ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଦିଆଯାଇଥିଲା। ସେତେବେଳେ ଭାଜପାର କ୍ରାଇମବ୍ରାଞ୍ଚ ତଦନ୍ତକୁ ବିଶ୍ବାସନଥିଲା। ଏବେ ବି କ୍ରାଇମବ୍ରାଞ୍ଚ ତଦନ୍ତକୁ ବିଜେଡି…
ଅଫିସ୍ର ଜଣେ ମହିଳା କର୍ମଚାରୀଙ୍କୁ ଧରି ସ୍ବାମୀ ଫେରାର, ଥାନାରେ ଅଭିଯୋଗ କରି ସ୍ତ୍ରୀ କହିଲେ…
ଭୁବନେଶ୍ୱର,୧୮।୩: ସ୍ବାାମୀ ଫେରାର ନେଇ ଥାନାରେ ଅଭିଯୋଗ କଲେ ସ୍ତ୍ରୀ। ଭୁବନେଶ୍ୱର ଚନ୍ଦକା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ସ୍ବାମୀ ଗତ ୧୬ ତାରିଖରୁ କେଉଁଆଡେ ପଳାଇଥିଲେ। ତାଙ୍କ ସ୍ବାମୀ ଅଫିସ୍ର ଜଣେ ମହିଳା କର୍ମଚାରୀଙ୍କୁ ଧରି ପଳାଇଥିବା ସେ…
ଆସୁଛି ବଡ଼ ବର୍ଷା: ଏହି ସବୁ ଜିଲାରେ ପ୍ରବଳ ଛେଚିବ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୧୮।୩: ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଆଶ୍ୱସ୍ତ ହେବେ ରାଜ୍ୟବାସୀ। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ ଲାଇନ ପ୍ରଭାବରେ ଆସନ୍ତା ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା…
ମହାନଦୀ ଅବବାହିକାରେ ୭ ବ୍ୟାରେଜ୍ ନିର୍ମାଣ କରିବେ ଓଡ଼ିଶା ସରକାର
ଭୁବନେଶ୍ୱର,୧୮।୩: ଜଳ ଉପଲବ୍ଧତା ଏବଂ ପରିଚାଳନା ବୃଦ୍ଧି ପାଇଁ ମହାନଦୀର ଶାଖା ନଦୀଗୁଡ଼ିକରେ ୭ଟି ନୂତନ ବ୍ୟାରେଜ୍ ନିର୍ମାଣ କରିବାକୁ ଓଡ଼ିଶା ସରକାର ଘୋଷଣା କରିଛନ୍ତି।ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଓଡ଼ିଶାରେ ପାନୀୟ ଜଳ ଯୋଗାଣ ସମ୍ପର୍କିତ ସମସ୍ୟାକୁ ସମାଧାନ କରିବା…
ପ୍ରଥମ ଶ୍ରେଣୀରେ ପ୍ରବେଶ ପାଇଁ ସର୍ବନିମ୍ନ ବୟସ ସୀମା ଧାର୍ଯ୍ୟ କଲେ ସରକାର
ଭୁବନେଶ୍ୱର,୧୮।୩: ଓଡ଼ିଶା ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି (NEP) 2020 କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାର ଏକ ଅଂଶ ସ୍ୱରୂପ, ପ୍ରଥମ ଶ୍ରେଣୀରେ ପ୍ରବେଶ ପାଇଁ ସର୍ବନିମ୍ନ ବୟସ 6 ବର୍ଷ କିମ୍ବା ତା’ଠାରୁ ଅଧିକ ଧାର୍ଯ୍ୟ…
ନବ ଦାସ ହତ୍ୟା ଘଟଣାରେ ସାନି ତଦନ୍ତ: ବୟାନ ରେକର୍ଡ କରାଯାଇଛି
ଭୁବନେଶ୍ୱର,୧୮।୩: ନବ ଦାସ ହତ୍ୟା ଘଟଣାରେ ସାନି ତଦନ୍ତ ଆରମ୍ଭ ହୋଇଛି। ନବଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ କରାଯାଇଛି। ଗୃହରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେମାନେ ନ୍ୟାୟ ଦେଇ ପାରିି ନ ଥିଲେ, ତେଣୁ ଆମକୁ…
ପ୍ରେମିକାଙ୍କ ଘର ଆଗରେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲେ ପ୍ରେମିକ
ନୟାଗଡ଼,୧୮।୩(ଲୋକନାଥ ମିଶ୍ର): ପ୍ରେମରେ ହୋଇଥିଲେ ବିଫଳ। ପ୍ରେମିକାଙ୍କ ଦୁଇ ଭଉଣୀ ଗାଳି ଗୁଳଜ କରି ମରିଯିବାକୁ କହିବାରୁ ପ୍ରେମିକ ଜଣକ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ଫଳରେ ପ୍ରେମିକଙ୍କ ଶରୀରର ୮୦ ପ୍ରତିଶତ ପୋଡି ଯାଇଛି। ଏହିଭଳି ଏକ…
Archives


