ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ
କେନ୍ଦୁଝର,୯ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସଂକ୍ଷିପ୍ତ ଗସ୍ତରେ କେନ୍ଦୁଝରକୁ ଆସିବାର କାର୍ଯ୍ୟକ୍ରମ ରହିଛି। ରବିବାର ୧୦ଟା୧୦ରେ ଧରଣୀଧର ମେଡିକାଲ କଲେଜରେ ଆୟୋଜିତ ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍ଏ)ର ୭୪ତମ ବାର୍ଷିକ ରାଜ୍ୟ ସମ୍ମିଳନୀରେ ମୁଖ୍ୟ…
ମେ’ ୪ରେ ନିଟ୍ ୟୁଜି ପ୍ରବେଶିକା
ଭୁବନେଶ୍ୱର,୯।୨(ସୁଚିସ୍ମିତା ସାହୁ): ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ଆସନ୍ତା ମେ’ ୪ରେ ଅନୁଷ୍ଠିତ ହେବ। ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ତିନି ଘଣ୍ଟା ଧରି ପରୀକ୍ଷା ଚାଲିବ। ଏନେଇ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଘୋଷଣା କରାଯାଇଛି। ଏଥିପାଇଁ ଆବେଦନ ପ୍ରକ୍ରିୟା…
IND vs ENG: ଆଜି ବାରବାଟୀ ଲଢ଼େଇ
ଭୁବନେଶ୍ୱର, ୯।୨ (ତପନ ସ୍ବାଇଁ): ବାରବାଟୀ ପ୍ରସ୍ତୁତ। ଏହି ଐତିହାସିକ ଷ୍ଟାଡିୟମରେ ରବିବାର ହେବ ଭାରତ-ଇଂଲଣ୍ଡ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚ୍। ଚଳିତ ସିରିଜର ଏହା ହେବ ଦ୍ୱିତୀୟ ଏକଦିବସୀୟ। ଏଥିପାଇଁ ନୂଆ ରୂପରେ ସଜେଇ ହୋଇଛି ବାରବାଟୀ। ନାଗପୁରରେ ଅନୁଷ୍ଠିତ ପ୍ରଥମ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଗରିବଙ୍କ ପାଇଁ ୨.୨୫ ଲକ୍ଷ ପକ୍କାଘର
ସମସ୍ତଙ୍କ ପାଇଁ ପକ୍କାଘର ନିଶ୍ଚିତ କରିବା ରାଜ୍ୟ ସରକାରଙ୍କ ପ୍ରାଥମିକତା। ଏଥିପାଇଁ ପ୍ରଚଳିତ ଗୃହନିର୍ମାଣ ଯୋଜନାରେ ଉପକୃତ ହୋଇ ନ ଥିବା ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ପକ୍କାଘର ଯୋଗାଇ ଦିଆଯିବ। ଗୃହ ନିର୍ମାଣ ପାଇଁ ହିତାଧିକାରୀଙ୍କୁ ୧,୨୦,୦୦୦ ଟଙ୍କା ଲେଖାଏ…
ଫେବୃଆରୀ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର,୮।୨: ଫେବୃଆରୀ ୧୦ ତାରିଖରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏହି ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି l…
ମେଳା ଦେଖି ଫେରିବାବେଳେ ବାଇକ୍କୁ ପିଟିଲା ଅଜଣାଗାଡ଼ି, ଚାଲିଗଲା ୩ ଜୀବନ
ମୋରଡ଼ା,୮ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଉକ୍ତ ଥାନା ଅଧୀନ ଧାତିକା ଗ୍ରାମର ବିପିନ ଦେଓ, ରବୀନ୍ଦ୍ର ଦେଓ ଓ ବାଦଲ ନାଏକ ଉକ୍ତ ଥାନା…
ମଦ୍ୟପଙ୍କୁ ମାରି ପୋତିଦେଲେ ସ୍ତ୍ରୀ-ପୁଅ-ଜ୍ୱାଇଁ, ମାଟିତଳୁ ବାହାରିଲା…
କୋକସରା,୮ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଗ୍ରାମରେ ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି। ମୁନୁଗାପଦର ଗ୍ରାମର ଯଦୁ ଦଳପତିଙ୍କୁ ତାଙ୍କ ସ୍ତ୍ରୀ ରୁକ୍ମିଣୀ ଦଳପତି, ଦୁଇ ପୁଅ…
Uttam Mohanty Hospitalized: ଏହି ରୋଗରେ ପୀଡ଼ିତ ଅଛନ୍ତି ଉତ୍ତମ ମହାନ୍ତି, ଖୁବ୍ଶୀଘ୍ର ଦିଲ୍ଲୀକୁ ହେବେ ଏୟାରଲିଫ୍ଟ
ଭୁବନେଶ୍ୱର,୮।୨: ଭେଟେରାନ ଓଲିଉଡ୍ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର। ସେ ଲିଭର ସିରୋସିସ୍ ରୋଗରେ ପୀଡ଼ିତ ଅଛନ୍ତି। ଏବେ ରାଜଧାନରର ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ତାଙ୍କ ଚିକିତ୍ସା ଚାଲିଛି। ହେଲେ ଅଧିକ ଚିକିତ୍ସା ଲାଗି ତାଙ୍କୁ ଏୟାରଲିଫ୍ଟ କରାଯିବ।…
ପାହାଡ଼ ଉପରୁ ମିଳିଲା ହାତ, ଗୋଡ଼ ନ ଥିବା ଦହିବରା ବିକାଳିଙ୍କ ମୃତଦେହ
ବାଲିଗୁଡ଼ା,୮।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଫୁଲବାଣୀ ଟାଉନସ୍ଥିତ ଦଧିବାମନ ସାହିର ଦହିବରା ବିକାଳୀ ଦାଶରଥି ସାହୁଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ସହଜରେ ଗ୍ରହଣ କରୁ ନ ଥିବା ବେଳେ ଯୋଜନା ମୁତାବକ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି। ମିଳିଥିବା…
ଗ୍ରାମସଭାର ବିନା ଅନୁମୋଦନରେ ଖଣି ସର୍ଭେ, ବନ୍ଦ ପାଇଁ ଅଡ଼ିବସିଲେ ଗ୍ରାମବାସୀ
ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବିଜାଲି ଗ୍ରାମରେ ଖଣି ସର୍ଭେକୁ ନେଇ ଅନେକ ଆଶଙ୍କା ସୃଷ୍ଟି ହୋଇଛି। ଗ୍ରାମବାସୀଙ୍କୁ କୌଣସି ସୂଚନା ନ ଦେଇ ଗ୍ରାମରେ କିଛି ଅଜଣା ବ୍ୟକ୍ତି ପହଞ୍ଚି ନିକଟସ୍ଥ ଗାଁର କିଛି…
Unified Pension Scheme: ପେନସନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୨: ଏକୀକୃତ ପେନସନ ଯୋଜନା ଉପରେ କ୍ୟାବିନେଟ ମୋହର ଲଗାଇଛନ୍ତି ମୋହନ ସରକାର ଗତ ୨୦୨୪ ଅଗଷ୍ଟ ୨୪ରେ ଏକୀକୃତ ପେନସନ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ । ଆସନ୍ତା ୨୦୨୫ ଏପ୍ରିଲ ପହିଲାରୁ ଏହା କାର୍ଯ୍ୟକ୍ଷମ କରାଯିବ…
ମନ୍ତ୍ରୀଙ୍କ ବଡ଼ ଘୋଷଣା: ମୋ ବସ୍ ଡ୍ରାଇଭରଙ୍କ ଆଖି ଲାଗିଗଲେ , ବାଜିବ
ଭୁବନେଶ୍ୱର,୮।୨: ମୋ ବସର ନାଁ ପରିବର୍ତ୍ତନ ହୋଇ ଆମ ବସ ହେବ। ଏ ନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ‘ମୋ ବସ’ ଏକ ଅହଂକାର ଶବ୍ଦ ହେବ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର…
Archives


