ରାଜ୍ୟ

ଭୁବନେଶ୍ୱର ବାଇପାସ୍ ପ୍ରକଳ୍ପକୁ ଅନୁମୋଦନ ମିଳିବ, ୧୧୦ କିମି ପାଇଁ ଖର୍ଚ୍ଚ ହେବ ୮,୩୦୦ କୋଟି ଟଙ୍କା

ଭୁବନେଶ୍ୱର,୧୧ା୭: ଭାରତ ସରକାର ଓଡ଼ିଶାରେ ଏକ ବହୁଲକ୍ଷ୍ୟମୂଳକ ଆଧୁନିକ ପ୍ରକଳ୍ପକୁ ଅନୁମୋଦନ ପାଇଁ ପ୍ରସ୍ତୁତ ହେଉଛନ୍ତି। ୧୧୦ କିଲୋମିଟର ଲମ୍ବା ଏହି ଛଅ ସ୍ତରର ଗ୍ରୀନଫିଲ୍ଡ କ୍ୟାପିଟାଲ ରିଜନ୍‌ ରିଙ୍ଗ ରୋଡ୍ (ଭୁବନେଶ୍ୱର ବାୟପାସ୍) ପ୍ରକଳ୍ପର ଆସମାନ୍ତା ୮,୩୦୦ କୋଟି ଟଙ୍କା…

ବାଲିଗୁଡ଼ାରେ ଚୋର ଭାବି ପୋଲିସକୁ ନିର୍ଧୁମ ମାଡ଼

ବାଲିଗୁଡ଼ା,୧୧ା୭: କଳାହାଣ୍ଡି ଜିଲାର ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ରେ ଏକ ଅଭାବନୀୟ ଘଟଣାରେ ଚୋର କିମ୍ବା ଅପହରଣକାରୀ ସନ୍ଦେହରେ ଅଞ୍ଚଳବାସୀ ପୋଲିସକୁ ନିର୍ଧୁମ ମାଡ଼ ମାରିଛନ୍ତି। ସୂଚନା ଅନୁଯାୟୀ, ଜଣେ ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ସାଧା ପୋଷାକରେ କୁର୍ତ୍ତମଗଡ଼ ଅଞ୍ଚଳକୁ…

ଗଡ଼ୁନି ଗାଡ଼ି, ବଢ଼ୁଛି ଦୁର୍ଦ୍ଦଶା

ଭୁବନେଶ୍ୱର,୧୧ା୭(ରବିନାରାୟଣ ଜେନା): ତିନିଦିନ ଧରି ୬ଦଫା ଦାବିରେ ଡ୍ରାଇଭର ମହାସଂଘ ଆନ୍ଦୋଳନ ଚଳାଇଛି। ମହାସଂଘର ପ୍ରାୟ ୫ଲକ୍ଷ ସଦସ୍ୟ ଗାଡ଼ି ଷ୍ଟିଅରିଂ ଛାଡ଼ିବା ଯୋଗୁ ଯାତାୟାତ ଓ ପରିବହନ କ୍ଷେତ୍ରରେ ସଙ୍କଟ ସୃଷ୍ଟି ହୋଇଛି। ପେଟ୍ରୋଲ ସଙ୍କଟ ଅନୁଭବ କରି ପ୍ରାୟ…

ଗଞ୍ଜାମ ଗସ୍ତରେ ଆସିବେ ଷ୍ଟାଣ୍ଡିଂ କମିଟି, ସ୍ଥିତି ସମୀକ୍ଷା କଲେ ଉପଜିଲାପାଳ

ଭଞ୍ଜନଗର,୧୧ା୭(ବାବୁଲା ପ୍ରଧାନ): ଓଡ଼ିଶା ବିଧାନସଭା ଷ୍ଟାଣ୍ଡିଂ କମିଟି -୪ ଆସନ୍ତା ୧୫ ଓ ୧୬ ତାରିଖ ଦୁଇ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସିବେ। କମିଟିର ଚେୟାରମ୍ୟାନ ତଥା ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ନେତୃତ୍ୱରେ ୧୨ ଜଣିଆ କମିଟି ଜିଲାର…

Video: ପାହାଳରେ ଓଲଟିଲା ଅଣ୍ଡା ବୋଝେଇ ଟ୍ରକ, ଯିଏ ପାରିଲା ସିଏ ବୋହିନେଲା…

ଭୁବନେଶ୍ୱର,୧୧।୭: ଭୁବନେଶ୍ୱର ଉପକଣ୍ଠ ପାହାଳ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ରାତିରେ ଏକ ଅଣ୍ଡା ବୋଝେଇ ଟ୍ରକ ଓଲଟି ପଡ଼ିଥିବା ଯୋଗୁ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଏହି ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ରାସ୍ତାରେ ଛିଟିକି ପଡ଼ିଥିବା…

ଜେଲରୁ ଫେରି ମନମୋହନଙ୍କୁ ସମ୍ବର୍ଦ୍ଧିତ କଲେ ଜଗନ୍ନାଥ

ଭୁବନେଶ୍ୱର,୧୧।୭: ଓଡ଼ିଶା ଭାଜପାର ନବନିର୍ବାଚିତ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଗୁରୁବାର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ସମ୍ବର୍ଦ୍ଧନା ଜଣାଇଛନ୍ତି। ଜଗନ୍ନାଥ ନିଜ ସମର୍ଥକଙ୍କ ସହ ଭୁବନେଶ୍ୱରସ୍ଥିତ ଦଳର ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସାମଲଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ଏହି…

ଆଜି ଆସିବେ ରାହୁଲ, ଖାର୍ଗେ

ଭୁବନେଶ୍ୱର,୧୧ା୭(ରବିନାରାୟଣ ଜେନା): ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଶୁକ୍ରବାର ଆୟୋଜିତ ହେବ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶ। ଏଥିରେ ଯୋଗଦେବେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହିତ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ସାଧାରଣ ସମ୍ପାଦକ କେ.ସି.…

୨୦୨୬ ରାଜ୍ୟ ସଭା: ନବୀନ ବିକିବେ ନା ନେତା ଚେତିବେ, ଜାଣନ୍ତୁ ରାଜ୍ୟ ସଭା ଭୋଟିଂ ଫର୍ମୁଲା

ଭୁବନେଶ୍ୱର,୧୧।୭:(ସୁନିତ୍‌ ମିଶ୍ର): ୨୦୨୬ ଏପ୍ରିଲରେ ଓଡ଼ିଶାରେ ୪ଟି ରାଜ୍ୟ ସଭା ଆସନ ଖାଲି ହୋଇଯିବ। ଖାଲି ହେବାକୁ ଥିବା ଏହି ରାଜ୍ୟ ସଭା ଆସନଗୁଡିକୁ ନେଇ ଏବେଠାରୁ ୩ ମୁଖ୍ୟ ଦଳ ଗଣିତ କଷିବା ଆରମ୍ଭ କରିଦେଲେଣି। ରାଜ୍ୟ ସଭା ସଦସ୍ୟ…

ଡ୍ରାଇଭର ମହାସଂଘର ଆନ୍ଦୋଳନ ଜାରି: କଂଗ୍ରେସ ଗାଡିକୁ ବାଟ ଛାଡିବା ନେଇ ପରିବହନ ମନ୍ତ୍ରୀ କହିଦେଲେ ବଡ କଥା…

ଭୁବନେଶ୍ୱର,୧୧।୭: ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ରାଜ୍ୟରେ ଜାରି ରହିଛି। ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି ଯେ, ସରକାର ଲିଖିତ ପ୍ରତିଶ୍ରୁତି ନ ଦେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିବ। ତେବେ, କଂଗ୍ରେସ ଦଳର ଅନୁରୋଧକୁ ମାନି…

ବିବାହ ପରେ ୨ କି.ମି. କାଦୁଅ ରାସ୍ତାରେ ଚାଲିଲେ ବରକନ୍ୟା

ଚାନ୍ଦବାଲି,୧୧।୭ (କିଷାନ ପାତ୍ର): ବିଲ ଭଳି କାଦୁଅ ପଚ ପଚ ହୋଇଛି ଗାଁ ରାସ୍ତା। ବର୍ଷାଋତୁରେ ଗାଁକୁ ଗାଡ଼ି ମୋଟର ତ ଦୂରର କଥା, ଚାଲି ଚାଲି ଯିବା କଷ୍ଟକର। ଆଣ୍ଠୁଏ କାଦୁଅରେ ଯାତାୟାତ ପାଇଁ ଗାଁ ଲୋକେ ହଇରାଣ ହେଉଛନ୍ତି।…

ବିଡିଓଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ସରପଞ୍ଚ

ରାଜନଗର, ୧୦ା୭(ଭାସ୍କର ରାଉତରାୟ): ରାଜନଗର ବ୍ଲକରେ ଦୀର୍ଘଦିନ ହେବ କୌଣସି ଉନ୍ନୟନମୂଳକ କାର୍ଯ୍ୟ ହେଉନାହିଁ। ସରପଞ୍ଚମାନେ ପଞ୍ଚାୟତର ବିକାଶମୂଳକ କାର୍ଯ୍ୟ କରିଲେ ବି କୌଣସି ବିଲରେ ବିଡିଓ ଦସ୍ତଖତ କରୁ ନାହାନ୍ତି। ସରପଞ୍ଚ ଓ ସମିତି ସଭ୍ୟାସଭ୍ୟମାନେ ବିଡିଓଙ୍କୁ ଫୋନ କଲେ…

ଡ୍ରାଇଭରଙ୍କୁ ପିଟିଲେ ଆନ୍ଦୋଳନରତ ଡ୍ରାଇଭର

ବଲାଙ୍ଗୀର,୧୦।୭: ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ଟୋଲ ଗେଟ୍‌ ନିକଟରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଆନ୍ଦୋଳନରତ ଡ୍ରାଇଭର ଜଣେ ଡ୍ରାଇଭରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଡ୍ରାଇଭର ଜଣକ ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?