ରାଜ୍ୟ

ଗଜପତିରେ ପୁଣି ଲଜ୍ଜା: ଦଶମ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ, ଗିରଫ ଭୟରେ ଫେରାର

ଗଜପତି,୨।୫(ଗିରିଧାରୀ ପରିଛା): ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ ଲାଗିଲା କଳଙ୍କ। ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ବିରୋଧରେ ଥାନାରେ ରୁଜୁ ହୋଇଛି ମାମଲା। ପରିବାରଲୋକଙ୍କ ଅଭିଯୋଗ କ୍ରମେ ଗାରାବନ୍ଧ ଥାନାରେ ମାମଲା ରୁଜୁ କାଯାଇଛି। ଅଭିଯୁକ୍ତ ଶିକ୍ଷକ ଜଣକ ହେଲେ ଜି…

ଲୋଡର ବକେୟା ପାଉଣା ଦାବି କଲେ ଆଦିବାସୀ

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଗନ୍ଧମାର୍ଦ୍ଦନ ଲୋଡିଂ ଏବଂ କୋଅପରେଟିଭ ସୋସାଇଟି ଉପରେ ନିର୍ଭରଶୀଳ ଆଦିବାସୀମାନଙ୍କୁ ଅଣଦେଖା ଓ ହତାଦର କରାଯାଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲିଖିତ ଅଭିଯୋଗ କରି ନ୍ୟାୟ ଦାବି କରିଛନ୍ତି। ଗନ୍ଧମାର୍ଦ୍ଦନ ଖଣି ପରିବେଷ୍ଟିତ କ୍ଷତିଗ୍ରସ୍ତ ଦଅଁଳା, ଶୁଆକାଠି,…

ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ ଆବେଦନ

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାର ତଦନ୍ତ କ୍ରାଇମ ବ୍ରାଞ୍ଚ (ଅର୍ଥନୈତିକ ଶାଖା) ପକ୍ଷରୁ ଚାଲିଛି। ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ର ସମେତ ୪ଜଣଙ୍କୁ…

୧୪ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ: ଜାଣନ୍ତୁ କେବେ ମିଳିବ

ଭୁବନେଶ୍ୱର,୨।୫: ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ମନ୍ତ୍ରୀସ୍ତରୀୟ ବୈଠକ ପରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସାଟେଲାଇଟ ସର୍ଭେ ଚାଲିଛି, ଫିଜିକାଲ ସର୍ଭେ ମଧ୍ୟ ହେବ। ଜଗତସିଂହପୁର,…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର,୨।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସିବେ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଶାହା ୧୦ରେ ଭୁବନେଶ୍ୱରରେ ପହଞ୍ଚି ଜଟଣୀ…

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ଏମିତି କରନ୍ତୁ ଚେକ୍‌

କଟକ,୨ା୫: ଶୁକ୍ରବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। କଟକସ୍ଥିତ ବିଏସ୍‌ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ଚଳିତବର୍ଷ ପାସ୍‌ ହାର ରହିଛି ୯୪.୯୩%।…

ସାଇକେଲ-ବାଇକ୍‌ ମୁହାଁମୁହିଁ, ୨ ଗୁରୁତର, ଚିକିତ୍ସା ବ୍ୟବସ୍ଥା କରାଇଲେ ବିଧାୟକ

ଭଞ୍ଜନଗର,୨ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର କୋଟିବିରାଡ଼ି ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ବାଇକ୍‌ ଓ ସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ କୋଟିବିରାଡ଼ିର ଉଦୟ ନାୟକ ଓ ବାଲିସାହିର…

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ପୁଅ ଗୁରୁତର

ଉଦଳା,୨ା୫(ସନ୍ତୋଷ କୁମାର ବାଛିନି): ଆଉ ମାତ୍ର କେଇ ମିନିଟ୍‌ ପରେ ଘରେ ପହଞ୍ଚିଥାନ୍ତେ, ହେଲେ ଘଟିଗଲା ବଡ଼ ଅଘଟଣ। ମହୁଲ ଗଛରେ ବାଇକ୍‌ ବାଡ଼େଇ ହେବାରୁ ଘଟଣାସ୍ଥଳରେ ଚାଲିଗଲା ବାପା ଏବଂ ଝିଅଙ୍କ ଜୀବନ। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି…

ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲେ ମହୁମାଛି, ଚାଲିଗଲା ଯୁବକଙ୍କ ଜୀବନ

କୋରାପୁଟ,୨ା୫(ଅମିତାଭ ବେହେରା): ଶୁକ୍ରବାର ସକାଳେ କୋରାପୁଟ ସହରରେ ଏକ ଅଘଟଣ ଘଟିଛି। ମହୁମାଛି ଆକ୍ରମଣରେ କୋରପୁଟ ସହରରେ ହାଉସିଂବୋର୍ଡ କଲୋନୀରେ ରହୁଥିବା ଅଜୁ ଚେଟୀ ନାମକ ଜଣେ ଯୁବକ ଏଲ୍‌ଆଇସି କଲୋନୀରେ ରହୁଥିବା ନିଜ ଭଉଣୀ ଘରକୁ ଅଟୋ ଆଣିବା ପାଇଁ…

ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ପ୍ରସ୍ତୁତ ହେଉଛି ଦେଶୀ ମଦ

ଭୁବନେଶ୍ୱର,୨।୫: ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ପ୍ରସ୍ତୁତ ହେଉଥିଲା ଦେଶୀ ମଦ। ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଦାରୁଠେଙ୍ଗ ଜଙ୍ଗଲରେ। ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ଦେଶୀ ମଦ ଫ୍ୟାକ୍ଟ୍ରି ଠାବ ହୋଇଛି। ପ୍ରାୟ ୧୯ ଲକ୍ଷ ଟଙ୍କାର ଦେଶୀ…

 ମାସେ ତଳେ ହୋଇଥିଲା ବିବାହ: ଯୌତୁକ  ପାଇଁ ନବବଧୂଙ୍କୁ ହତ୍ୟା

ପଦ୍ମପୁର,୨।୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଜଗଦଲପୁର ଥାନା ଲହଙ୍ଗିର ଗ୍ରାମରେ ନବବଧୂଙ୍କୁ ଯୌତୁକ ପାଇଁ ନିର୍ଯ୍ୟାତନା ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପ୍ରକାଶ ଯେ, ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ଜାମପାଲି ଗ୍ରାମର ମମତା ବରିହା…

KIITରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା, ନିରପେକ୍ଷ ତଦନ୍ତ ହେଉ: ନେପାଳ ଦୂତାବାସ

ଭୁବନେଶ୍ୱର,୨।୫:କିଟ ବିଶ୍ୱବିଦ୍ୟାଳୟ(KIIT)ରେ ପୁଣି ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ପୋଲିସ କମିଶନର ଏନେଇ ସୂଚନା ଦେଇଛନ୍ତି। ଏପଟେ ନିରପେକ୍ଷ ତଦନ୍ତ ହେଉ ବୋଲି ନେପାଳ ଦୂତାବାସ ପ୍ରେସ୍ ବିଜ୍ଞପ୍ତି ଜାରି କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri