ରାଜ୍ୟ

ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ, ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରି…

ଛତ୍ରପୁର,୯ା୭(ଦିଲ୍ଲୀପ ସାମଲ): ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲା ଭାରପ୍ରାପ୍ତ ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ବ୍ରହ୍ମପୁର ଭିଜିଲାନ୍ସ ବିଭାଗ। ସେ ଛତ୍ରପୁର ବ୍ୟାଙ୍କ କଲୋନୀ…

ବାଲେଶ୍ୱରରେ ଭାରତ ବନ୍ଦ ଡାକରା: ଗନ୍ତବ୍ୟସ୍ଥଳକୁ ଯାଇ ନ ପାରି ଯାତ୍ରୀ ହନ୍ତସନ୍ତ

ବାଲେଶ୍ୱର,୯ା୭(ବାଞ୍ଛାନିଧି ଦେେ): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ତଥା କର୍ପୋରେଟ୍‌ ସପକ୍ଷବାଦୀ ନୀତିକୁ ବିରୋଧ କରି ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଓ ଏହାର ସହଯୋଗୀ ସଂଗଠନଗୁଡ଼ିକ ପକ୍ଷରୁ ବୁଧବାର ଭାରତ ବନ୍ଦ ପାଇଁ ଡାକରା ଦିଆଯାଇଛି। ବାଲେଶ୍ୱର…

ଭାରତ ବନ୍ଦ ଡାକରାରେ ବଲାଙ୍ଗୀରରେ ଜନଜୀବନ ପ୍ରଭାବିତ

ବଲାଙ୍ଗୀର,୯ା୭(ସୁନୀଲ କୁମାର ମହାନ୍ତି): ଶ୍ରମିକ ବିରୋଧୀ ଶ୍ରମ କୋଡ୍‌ ପ୍ରତ୍ୟାହାର ଦାବିରେ ଦିଆଯାଇଥିବା ସର୍ବଭାରତୀୟ ବନ୍ଦ ଡାକରା ଯୋଗୁ ବଲାଙ୍ଗୀର ଜିଲାରେ ଜନଜୀବନ ବ୍ୟାହତ ହୋଇଛି। ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା…

ଜଗା ପ୍ରଧାନଙ୍କୁ ମିଳିଲା ଜାମିନ: ୩୦ ହଜାର ଟଙ୍କା ବଦଳରେ…

ଭୁବନେଶ୍ୱର,୯।୭: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଶେଷରେ ଜାମିନ ମିଳିଛି। ଖୋର୍ଦ୍ଧା ଜିଲା ଦୌରାଜଜ ତାଙ୍କୁ ଜାମିନ ପ୍ରଦାନ କରିଥିବା ଜଣାପଡିଛି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ମିଳିଛି ଜାମିନ। ନିକଟରେ BMC ଅଧିକାରୀଙ୍କୁ ମାଡ଼ ଘଟଣାରେ…

ବାବୁଙ୍କ ଆର୍ଥିକ କ୍ଷମତା ବୃଦ୍ଧି: ପ୍ରଶାସନିକ ଅଧିକାରୀଙ୍କୁ ୫୦କୋଟିର ଟେଣ୍ଡର କ୍ଷମତା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଟେଣ୍ଡର ନିଲାମବେଳେ ପୂର୍ବରୁ ଅଧିକାରୀଙ୍କୁ ଯେଉଁ ଆର୍ଥିକ କ୍ଷମତା ଦିଆଯାଇଥିଲା ତାକୁ ଏବେ ସରକାର ବୃଦ୍ଧି କରିଛନ୍ତି। ଏପରିକି ବିଭିନ୍ନ କାର୍ଯ୍ୟର ଟେଣ୍ଡର ବେଳେ ଆକଳନ ଖର୍ଚ୍ଚ(ଏଷ୍ଟିମେଟେଡ୍‌ କଷ୍ଟ) ୫୦ କୋଟି…

ଜୋରଦାର ହେଲା ଭାରତ ବନ୍ଦ: ଜାଣନ୍ତୁ ଭୁବନେଶ୍ୱରରେ କେଉଁ ସେବା ବନ୍ଦ, କେଉଁଟା ଖୋଲା?

ଭୁବନେଶ୍ୱର, ୯।୭: କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଓ କୃଷକ ସଂଗଠନମାନଙ୍କ ଦ୍ୱାରା ଡକାଯାଇଥିବା ଭାରତ ବନ୍ଦ ଯୋଗୁଁ ଆଜି ଓ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ସେବା ପ୍ରଭାବିତ ହୋଇଛି। ଏହି ବନ୍ଦ କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ, କୃଷକ ବିରୋଧୀ ଓ…

ଆଖି ଦେଖାଇଲେ ଡ୍ରାଇଭର୍‌: ଆମ ବସ୍‌ ସେବା ବି ବନ୍ଦ!

ଭୁବନେଶ୍ୱର, ୯ ।୭: କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଓ ଅନୁବନ୍ଧିତ ସଂଗଠନମାନଙ୍କ ଦ୍ୱାରା ଡକାଯାଇଥିବା ଦେଶବ୍ୟାପୀ ବନ୍ଦ ପାଇଁ ଆଜି ଭୁବନେଶ୍ୱରରେ ବସ ସେବା ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛି। ଏହି ବନ୍ଦ କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ, କୃଷକ ବିରୋଧୀ…

ଦିଶିଲାନି ଚକାଆଖି: ଶ୍ରଦ୍ଧାଳୁ ଅସନ୍ତୋଷ

ପୁରୀ,୯ା୭(ଅଜିତ୍‌ କୁମାର ମହାନ୍ତି):ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ନବଦିନାତ୍ମକ ଘୋଷଯାତ୍ରା ମଙ୍ଗଳବାର ଶେଷ ହୋଇଛି। ହେଲେ ରଥ ଉପରେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ମୁଖ ଦର୍ଶନ କରିପାରି ନ ଥିବାରୁ ଶ୍ରଦ୍ଧାଳୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏମିତି କୌଣସି ଏକ ମୁହୂର୍ତ୍ତ ଆସିଲାନି, ଯେଉଁଥିରେ ଠାକୁରଙ୍କୁ…

ଶ୍ରୀମନ୍ଦିରକୁ ବାହୁଡ଼ିଲେ ଦାରୁଦିଅଁ, କାଲିଠୁ ପୁଣି ଭକ୍ତ ପାଇବେ ନୀଳାଚଳ ଅବଢ଼ା

ପୁରୀ,୮ା୭(ଅଜିତ୍‌ କୁମାର ମହାନ୍ତି)-ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହିତ ନବଦିନାତ୍ମକ ଯାତ୍ରା ସାରି ଆଷାଢ଼ ଶୁକ୍ଳ ତ୍ରୟୋଦଶୀ ତିଥି ନୀଳାଦ୍ରି ବିଜେ ଅବସରରେ ମଙ୍ଗଳବାର ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ା ବିଜେ କରିଛନ୍ତି। ଏଥିସହ ଚଳିତବର୍ଷର…

କାଲିଠୁ ଛେଚିବ ବର୍ଷା, ଏସବୁ ଜିଲାକୁ ଝଟକା ପବନ-ବଜ୍ରପାତ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୮ା୭(ଅନୁରାଧା ମହାରଣା) – ରାଜ୍ୟରେ ଗତ କିଛିଦିନ ଲଗାଣ ବର୍ଷା ଜନଜୀବନକୁ ପ୍ରଭାବିତ କରିଥିବାବେଳେ ବୁଧବାରଠାରୁ କମିବ। କିଛି ଜିଲାକୁ ବାଦ୍‌ ଦେଲେ ପ୍ରାୟ ଅଧିକାଂଶ ଜିଲାରେ ପାଗରେ ସୁଧାର ଆସିବ। ତେବେ ୧୪ ତାରିଖରୁ ପୁଣି ବର୍ଷାର ବିସ୍ତୃତି…

ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣାର ବିକଳ ଚିତ୍ର: ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୮ା୭ (ଦୁର୍ଗା କୀର୍ତ୍ତି)- ରାସ୍ତା ସମସ୍ୟା ଯୋଗୁ ଗାଁକୁ ଯାଇପାରିଲା ନାହିଁ ଆମ୍ବୁଲାନ୍ସ। ଫଳରେ ଜଣେ ଗର୍ଭବତୀଙ୍କୁ ୨କି.ମି. ଦୂର ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବାକୁ ପଡିଲା। ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣାର ଏଭଳି ବିକଳ ଚିତ୍ର କଳାହାଣ୍ଡି…

କେତେ ସମ୍ପତ୍ତିର ମାଲିକ ମନମୋହନ ସାମଲ? ଜାଣିଲେ ଚମକି ପଡିବେ…

ଭୁବନେଶ୍ୱର,୮।୭: ବରିଷ୍ଠ ଭାଜପା ନେତା ମନମୋହନ ସାମଲ ଲଗାତାର ଦ୍ୱିତୀୟ ଥର ପାଇଁ ଓଡ଼ିଶା ଭାଜପା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ, ଯାହା ପରେ କୌଣସି ପ୍ରତିଦ୍ୱନ୍ଦୀ ନ ଥିବାରୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?