ରାଜ୍ୟ

ମୋ ବସ୍‌ ଧକ୍କାରେ ଚାଲିଗଲା ନାବଳିକାଙ୍କ ଜୀବନ, ବସ୍‌କୁ ଅଟକ ରଖିଲେ ସ୍ଥାନୀୟ ଲୋକେ

ବାରଙ୍ଗ,୪।୨(ଲିଙ୍ଗରାଜ ରାଉତ): ମୋ ବସ୍‌ ଧକ୍କାରେ ନାବଳିକାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ନନ୍ଦନକାନନ ଥାନା ରଘୁନାଥପୁରରେ ମଙ୍ଗଳବାର ଏହି ଦୁର୍ଘଟଣା ଘଟିଛି। ମୃତ ନାବାଳିକାଙ୍କ ବୟସ ୧୩ ବର୍ଷ ବୋଲି ଜଣାପଡିଛି। ରଘୁନାଥପୁର ଗ୍ରାମବାସୀ ରାସ୍ତାରେ ଟାୟାର ଜାଳି ଓ…

୨ଦିନିଆ ରିମାଣ୍ଡରେ ସମର୍ଥ ସମ୍ପାଦକ

ସମ୍ବଲପୁର,୪ା୨(ପ୍ରମୋଦ ବହିଦାର): ସମ୍ବଲପୁର ନେତାଜୀନଗରରେ ଥିବା ସମର୍ଥ ମାନସିକ ଅନଗ୍ରସର ରୋଗୀ ଥଇଥାନ କେନ୍ଦ୍ରର ସମ୍ପାଦକ ହରିଶ୍ଚନ୍ଦ୍ର ଦାଶଙ୍କୁ ପୋଲିସ ୨ଦିନିଆ ରିମାଣ୍ଡରେ ନେଇଛି। ଏହି ସମୟରେ ଘଟଣାର ସମର୍ଥ କେନ୍ଦ୍ରରେ ମାନସିକ ବିକାରଗ୍ରସ୍ତ ଅନ୍ତେବାସୀଙ୍କ ଉପରେ ହୋଇଥିବା ନିର୍ଯାତନାର ସତ୍ୟାସତ୍ୟ…

ପ୍ରଶାସନର ପଦକ୍ଷେପ ସତ୍ତ୍ୱେ ଥମୁନି ଝାଡ଼ାବାନ୍ତି

ପୁରୀ,୪ା୨(ଅଜିତ୍‌ କୁମାର ମହାନ୍ତି): ପୂରୀ ଜିଲା କଣାସ ବ୍ଲକରେ ଥମୁନି ଝାଡ଼ାବାନ୍ତି ପ୍ରଶାସନର ବିଭିନ୍ନ ପଦକ୍ଷେପ ସତ୍ତ୍ୱେ କଣାସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜାଗୁଳେଇପଦରରୁ ୩ଜଣ ଝାଡ଼ାବାନ୍ତି ରୋଗୀ ଭର୍ତ୍ତି ହୋଇଛନ୍ତି। ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆକ୍ରାନ୍ତମାନଙ୍କ ମ୍ୟାପିଂ କରାଯାଇ ଟେଲିଫୋନ…

Weather Today: ଆସୁଛି ବଡ଼ ଘୂର୍ଣ୍ଣିଝଡ! ୪-୫ ତାରିଖରେ ଓଡ଼ିଶା ସମେତ ଏହି ସବୁ ସ୍ଥାନରେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୪।୨: ଦିଲ୍ଲୀ-ଏନସିଆର ସମେତ ସମଗ୍ର ଉତ୍ତର ଭାରତରେ ପାଗ ହଠାତ୍‌ ପରିବର୍ତ୍ତନ ହେଉଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ପଶ୍ଚିମ ଝଡ ପୁଣି ସକ୍ରିୟ ହେବ। ଫେବୃଆରୀ ୪ ଏବଂ ୫ ତାରିଖରେ ଦିଲ୍ଲୀ-ଏନସିଆର ସମେତ ଅନେକ ରାଜ୍ୟରେ ପାଗ…

ଆଜି ପବିତ୍ର ମାଘ ସପ୍ତମୀ: ତ୍ରିଶମ୍ଭୁଙ୍କ ମହାସ୍ନାନ ପରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

କୋଣାର୍କ,୪।୨: ଆଜି ପବିତ୍ର ମାଘ ସପ୍ତମୀ। ଏହି ପରିପ୍ରେକ୍ଷୀରେ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମଙ୍ଗଳବାର ଭୋରରୁ ଲକ୍ଷାଧିକ ସାଧୁ ଓ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ବୁଡ଼ ପକାଇବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ବହୁ ଶ୍ରଦ୍ଧାଳୁ ଓ ସାଧୁସନ୍ଥଙ୍କ…

ନବୀନଙ୍କୁ ଭେଟିବା ପାଇଁ ଧାଇଁଗଲେ ଅଙ୍ଗନଓ୍ବାଡି କର୍ମୀ, ସହାୟକା ସଂଘ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୪।୨: ଅଙ୍ଗନଓ୍ବାଡି କର୍ମୀ ଓ ସହାୟକା ସଂଘର ଏକ ପ୍ରତିନିଧି ଦଳ ସୋମବାର ସାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟଛନ୍ତି। ଜାତୀୟ ଶିକ୍ଷା ନୀତି ଲାଗୁ ହେବାପରେ ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ନେଇ ତାଙ୍କ ସହିତ…

ଓଡ଼ିଶାରେ ଭାଜପା ସରକାର ଜଙ୍ଗଲରାଜ ଚଳାଇଛି: କଂଗ୍ରେସ

ଭୁବନେଶ୍ୱର, ୪ା୨(ସୁନିତ୍‌ ମିଶ୍ର): ଅନୁସୂଚିତ ଜାତି ଓ ଉପଜାତି, ଗରିବ ମହିଳାଙ୍କ ଉପରେ ଗତ ୧୦ ବର୍ଷ ହେଲା ଭାରତରେ ଯେଉଁଭଳି ଅତ୍ୟାଚାର ହୋଇଚାଲିଛି ସେହିସବୁ ବିଷୟ ଲୋକଙ୍କ ଆଗରେ ରଖିବାକୁ କଂଗ୍ରେସ ସବୁବେଳେ ଚେଷ୍ଟା କରିଆସିଛି ବୋଲି  ଓଡିଶା କଂଗ୍ରେସ…

ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ, ସାଙ୍ଘାତିକ ଅଭିଯୋଗ ଆଣିଲେ ପରିବାର ଲୋକେ

ଭବାନୀପାଟଣା,୩ା୨(ଉତ୍ତମ କୁମାର ଦାଶ): ଭବାନୀପାଟଣା ଟାଉନ ଥାନା ଅନ୍ତର୍ଗତ ପରମାନନ୍ଦପୁର ଛକ ନିକଟରେ ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ତାଙ୍କ ଘରୁ ଠାବ ହୋଇଛି। ମୃତା ମହିଳାଙ୍କ ନାମ ସୁସ୍ମିତା ସାହ। ୩ବର୍ଷ ତଳେ ସେ ବିବାହ କରିଥିଲେ। ତାଙ୍କ…

ପୋଷଣ ୨.୦ କାର୍ଯ୍ୟକ୍ରମ: ଉପକୃତ ହେବେ ଓଡ଼ିଶାର ୩୬ଲକ୍ଷରୁ ଅଧିକ ଶିଶୁ, ମହିଳା

ଭୁବନେଶ୍ୱର,୩।୨: ଚଳିତବର୍ଷ କେନ୍ଦ୍ର ବଜେଟ୍‌ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖବରଦାତା ସମ୍ମିଳନୀରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଅଗ୍ରଗତି ଓ ଅଭିବୃଦ୍ଧି ପାଇଁ ଯେଉଁ ଦୂରଦୃଷ୍ଟି ରଖିଛନ୍ତି ତାହା ଏହି ବଜେଟ୍‌ ମାଧ୍ୟମରେ…

ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ଆଶୁ ଆରୋଗ୍ୟ କାମନା କଲେ ନବୀନ

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁଶାନ୍ତ ଦୀର୍ଘଦିନ ହେଲା…

ବାବୁଙ୍କ ଠେଙ୍ଗା ପ୍ରାହାର ଉପରେ ଜବାବ ରଖିଲେ ରାଣୀ ପ୍ରିୟଦର୍ଶିନୀ: ଖଣ୍ଡଗିରିରେ ମୁଁ ନାଚିବି.. ନାଚିବି.. ନାଚିବି…  

ଭୁବନେଶ୍ୱର,୩।୨: କାଲି ହେବାକୁ ଥିବା ଖଣ୍ଡଗିରି ମେଳାକୁ ନେଇ  ଜୋରସୋରରେ ଚାଲିଛି ପ୍ରସ୍ତୁତି । ଖଣ୍ଡଗିରିକୁ ସାଧୁସନ୍ଥ ମଧ୍ୟ ଆସୁଛନ୍ତି। ଅନ୍ୟପକ୍ଷେ ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ଓ ଦ୍ବିଅର୍ଥ ବୋଧକ କମେଡିକୁ ପ୍ରଶ୍ରୟ ଦିଆଯିବ ନାହିଁ । ଅଶ୍ଲୀଳତାକୁ ସମ୍ପୂର୍ଣ୍ଣ…

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ବିରଳ ରୋଗରେ ପୀଡିତ କୁନି ଝିଅଙ୍କୁ ଦେଖୁଦେଖୁ ଜାଣନ୍ତୁ ତାଙ୍କ ପାଇଁ କ’ଣ କଲେ

ଭୁବନେଶ୍ୱର,୩।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକଙ୍କ ଅଭିଯୋଗ ଶୁଣଛନ୍ତି। ଏହା ସହ ଅଭିଯୋଗର ସମାଧାନ ନେଇ ଦୂର ଦୂରାନ୍ତରୁ ଆସିଥିବା ଆଶାୟୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଷ୍ଟମ ଥର ପାଇଁ ଏହି ଶୁଣାଣି ହୋଇଛି। ଆଜି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri