ଦୁର୍ବୃତ୍ତ ଚାଲାଣ କରୁଥିଲେ ଶୁଆ, ୪ ଜଣଙ୍କୁ ବାନ୍ଧିଲା ବନବିଭାଗ
ବୌଦ୍ଧ,୩ା୨ (ଅଜିତ କୁମାର ବାରିକ): ବେଆଇନ ଶୁଆ, କଇଁଛ ଚାଲାଣ ଅଭିଯୋଗରେ ବୌଦ୍ଧ ବନ ବିଭାଗ ପକ୍ଷରୁ ରବିବାର ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ବୌଦ୍ଧ ଥାନା ଅନ୍ତର୍ଗତ କଣ୍ଟୁଆଣି ଗ୍ରାମର କିଶୋର କୁମାର…
ଏକଲବ୍ୟ ଆବାସିକ ବିଦ୍ୟାଳୟରେ ସପ୍ତମ, ଅଷ୍ଟମ ପିଲାଙ୍କୁ ରାଗିଂ
ବଲାଙ୍ଗୀର,୩।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ଡୁମ୍ବେରବାହାଲ ଗାଁରେ ଥିବା ଏକଲବ୍ୟ ଆବାସିକ ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ଗତ ୩୧ ତାରିଖରେ ଯୁକ୍ତଦୁଇ ଶ୍ରେଣୀର ୧୫ଜଣ ଛାତ୍ର ସପ୍ତମ ଏବଂ ଅଷ୍ଟମ…
ପୁଣି ହଂସିତା, ଅନିଲଙ୍କୁ ଘାଣ୍ଟୁଛି ଆୟକର ବିଭାଗ: ଖୋଲିବ ଗୁମର
ଭୁବନେଶ୍ୱର,୩।୨: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁର ପରିଚୟ ଦେବା ସହ ନାମ ପରିବର୍ତ୍ତନ କରି ବଡ଼ବଡ଼ିଆଙ୍କୁ ଠକିଥିବା ହାଇପ୍ରୋଫାଇଲ ଠକ ଯୋଡ଼ି ହଂସିତା ଅଭିଲିପ୍ସା ଓରଫ ବିଷ୍ଣୁପ୍ରିୟା ଚାନ୍ଦ ଓ ଅନିଲ କୁମାର ମହାନ୍ତି ଏବେ…
ରାତି ହେଲେ ଭୟ ଲାଗୁଛି: ଏମିତି କାହିଁକି କହିଲେ…
ଭୁବନେଶ୍ୱର,୩।୨: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ ଘଟଣା ୧୦ ଦିନ ବିତିଯାଇଥିଲେ ବି ପୋଲିସ ଲୁଟେରାଙ୍କୁ ଧରିବାରେ ଅସଫଳ ହୋଇଛି। ଏହାକୁ ନେଇ ଏବେ ନିରଞ୍ଜନ ମୁହଁ ଖୋଲିଛନ୍ତି। ନିରଞ୍ଜନ କହିଛନ୍ତି, ଜିନିଷ ଫେରି ପାଇବି କି…
ସାଧୁସନ୍ଥଙ୍କ ସମାଗମରେ ଚଳଚଞ୍ଚଳ ଖଣ୍ଡଗିରି
ଭୁବନେଶ୍ୱର,୩ା୨ (ସୌମ୍ୟରଞ୍ଜନ ରାଉତ) ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା। ଏଥିସହ ୫ରୁ ସ୍ଥାନୀୟ ପାନ୍ଥିକାଠାରେ ଐତିହ୍ୟ, ସଂସ୍କୃତିର ଗାଥା ପ୍ରଦର୍ଶନ ସହ ମନୋରଞ୍ଜନ କରିବ ଐରଖାରବେଳ ମହୋତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ…
ନାକ୍ ମାନ୍ୟତା ପାଇଁ ଲାଞ୍ଚ: ସମ୍ବଲପୁର ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କ ସମେତ ୧୦ ଗିରଫ
ସମ୍ବଲପୁର(ପ୍ରମୋଦ ବହିଦାର)/ ନୂଆଦିଲ୍ଲୀ(ଏଜେନ୍ସି),୩ା୨: ଦେଶର ଅନେକ ଉଚ୍ଚ ଶିକ୍ଷାନୁଷ୍ଠାନ ର଼୍ୟାଙ୍କିଙ୍ଗ୍ ପାଇଁ ଆବଶ୍ୟକ ମାପଦଣ୍ଡ ପୂରଣରେ ବିଫଳତା ସତ୍ତ୍ୱେ ସେଗୁଡ଼ିକୁ କେନ୍ଦ୍ରୀୟ ସ୍ବୀକୃତି ପ୍ରଦାନ ସକାଶେ କିପରି ଜାଲିଆତି ଓ ଲାଞ୍ଚ କାରବାର ଚାଲିଛି, ସିବିଆଇ ପକ୍ଷରୁ ଦେଶର ୨୦ଟି ସ୍ଥାନରେ…
କଣ୍ଟେନରକୁ ପିଟିଲା କଣ୍ଟେନର, ଚାପି ହୋଇଗଲେ ଡ୍ରାଇଭର
ଜଳେଶ୍ୱର,୩ା୨(ନବୀନ ସାହୁ): ଘନକୁହୁଡି ପାଇଁ କଣ୍ଟେନରକୁ ପଛପଟୁ ଧକ୍କାଦେଲା କଣ୍ଟେନର। ଅଗ୍ନିଶମ ବିଭାଗର ପ୍ରାୟ ଦୁଇ ଘଣ୍ଟାର ପରିଶ୍ରମ ପରେ କ୍ୟାବିନରେ ଚାପି ଡ୍ରାଇଭରଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇଛି। ସୂଚନା ମୁତାବକ ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ଜାତୀୟ…
ବାଇକ୍ ସହ ସ୍କୁଟି ମୁହାଁମୁହିଁ: ଜଣଙ୍କ ଜୀବନ ଗଲା, ୨ ଗୁରତର
ଦାରିଙ୍ଗବାଡ଼ି,୩ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଛକରେ ବାଇକ୍ ସହ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ…
ବଜେଟକୁ ନେଇ ଭାଜପାକୁ ଟାର୍ଗେଟ
ଭୁବନେଶ୍ୱର,୩ା୨(ସୁନିତ୍ ମିଶ୍ର): କେନ୍ଦ୍ର ବଜେଟରେ ଓଡ଼ିଶାକୁ ଅବହେଳା କରାଯାଇଥିବା ବିଜେଡି ଓ କଂଗ୍ରେସ ଅଭିଯୋଗ କରିଛନ୍ତି। ଆଗକୁ ନିର୍ବାଚନ ଥିବାରୁ ବିହାରକୁ ଫୋକସ୍ରେ ରଖାଯାଇଥିବା ବେଳେ ଓଡ଼ିଶାକୁ ଅବହେଳା କରାଯାଇଥିବା ବିରୋଧୀ ଅଭିଯୋଗ କରିଛନ୍ତି। ରାଜ୍ୟ ଭାଜପାର ଯୁକ୍ତି କିନ୍ତୁ ପୂର୍ବ…
ନଡ଼ିଆ ଗଛରୁ ପଡି ଛାତ୍ର ମୃତ୍ୟୁ ମାମଲା: ସ୍କୁଲ ଆଗରେ ମୃତଦେହ ରଖି ପ୍ରତିବାଦ କଲେ ପରିବାର
ପଟ୍ଟାଙ୍ଗି,୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ ତଳଗୋଲୁର ପଞ୍ଚାୟତ ସଦର ମହକୁମାରେ ଥିବା ୟୁଜିଏଚ୍ଏସ୍ ବିଦ୍ୟାଳୟର ଛାତ୍ର ପେଟେଲି କିରଣ ନଡ଼ିଆ ଗଛରୁ ପଡ଼ି ମତ୍ୟୁ ଘଟଣାରେ ପରିବାର ଲୋକେ ରବିବାର ସ୍କୁଲ ସମ୍ମୁଖରେ ମୃତଦେହ ରଖି…
ମାଲାକାନଗିରିରେ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର କଲେ ୬୦ ବର୍ଷୀୟ ବୃଦ୍ଧ
କୋରୁକୋଣ୍ଡା, ୨।୨(ଶିବଦତ୍ତ ସାହୁ): ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ମାଲାକାନଗିରି ଜିଲା ଓରକେଲ ଥାନା ପୋଲିସ ଶ୍ୟାମ ସୀସା(୬୦)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୋଗ ମୁତାବକ, ଜଣେ ୧୬ ବର୍ଷୀୟା ନାବାଳିକା ୪ ମାସ ତଳେ ଧାନ ବିଲକୁ…
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବାକୁ ନିବେଦନ
କୋକସରା,୨।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାହାର ରାଜ୍ୟକୁ ପେଟପାଟଣା କରିବାକୁ ଯାଇ ପୁଣି ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ କୋକସରା ଗ୍ରାମର ଅଶୋକ କୁମାର ଦାସ(୫୪)। ଅଶୋକ ଦୀର୍ଘ ବର୍ଷ ହେଲା…
Archives


