ଅସ୍ଥାୟୀ କର୍ମଚାରୀଙ୍କ ଦରମା ପ୍ରାୟ ୨୫% ବୃଦ୍ଧି
ଭୁବନେଶ୍ୱର,୧୩ା୩ (ରବିନାରାୟଣ ଜେନା)ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅସ୍ଥାୟୀ କର୍ମଚାରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସେମାନଙ୍କ ପାରିଶ୍ରମିକ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତରେ ଅର୍ଥ ବିଭାଗ ପକ୍ଷରୁ ଏକ ସଂକଳ୍ପ ଜାରି ହୋଇଛି। ଏଥିରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ…
୧ରୁ ରାଜ୍ୟରେ ଆୟୁଷ୍ମାନ୍ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଶୁଭାରମ୍ଭ
ଭୁବନେଶ୍ୱର, ୧୩ା୩(ସୁନିତ୍ ମିଶ୍ର)ରାଜ୍ୟରେ ଆସନ୍ତା ଏପ୍ରିଲ ୧ରୁ କାର୍ଯ୍ୟକାରୀ ହେବ ଆୟୁଷ୍ମାନ୍ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଏହାସହ ଆୟୁଷ୍ମାନ୍ ବୟୋବନ୍ଦନା ଯୋଜନାର ମଧ୍ୟ ସେହିଦିନ ଶୁଭାରମ୍ଭ ହେବ। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ…
‘ରାଶନ କାର୍ଡ ତାଲିକାରୁ ୨୨,୨୯୩ ବାଦ୍’
ଭୁବନେଶ୍ୱର,୧୨ା୩(ରବିନାରାୟଣ ଜେନା): ରାଜ୍ୟରେ ୨୨,୨୯୩ ଅଯୋଗ୍ୟ ରାଶନ କାର୍ଡ ଚିହ୍ନଟ ହୋଇଛି, ଯେଉଁଥିରେ ୮୪ ହଜାର ୭୫୭ ସଦସ୍ୟ ରହିଥିଲେ। ସେମାନଙ୍କୁ ରାଶନ କାର୍ଡ ତାଲିକାରୁ ବାଦ୍ ଦିଆଯାଇଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…
ଚଳିତ ବର୍ଷ ପ୍ରଥମ ଥର ଓଡ଼ିଶାରେ ୪୦ ଡିଗ୍ରୀ ଅତିକ୍ରମ କଲା ତାପମାତ୍ରା
ଭୁବନେଶ୍ୱର,୧୨।୩: ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ବୌଦ୍ଧ ୪୦.୫ ଡିଗ୍ରୀ ସେଲସିୟସରେ ଫୁଟିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏହି ସୂଚନା ମିଳିଛି। ଆଇଏମଡିର ତଥ୍ୟ ଅନୁଯାୟୀ ବୁଧବାର…
ଭୁବନେଶ୍ବରରରେ ଦୂର ହେବ ଟ୍ରାଫିକ୍ ସମସ୍ୟା: ପଳାଶୁଣୀର ଗଙ୍ଗୁଆ ନାଳ ଉପରେ ହେବ ୬ ଲେନ୍ ରାସ୍ତା
ଭୁବନେଶ୍ୱର,୧୨।୩: ଭୁବନେଶ୍ୱରରେ ସଡ଼କ ଭିତ୍ତିଭୂମି ପ୍ରକଳ୍ପକୁ ଏକ ପ୍ରମୁଖ ପ୍ରୋତ୍ସାହନ ସ୍ୱରୂପ, କେନ୍ଦ୍ର ସରକାର ସ୍ମାର୍ଟ ସିଟିରେ ଟ୍ରାଫିକ୍ ଜାମ୍ ସମସ୍ୟାକୁ ହ୍ରାସ କରିବା ପାଇଁ ଗଙ୍ଗୁଆ ନାଳର ପଳାସୁଣିରେ ଥିବା ସେତୁକୁ ଛଅ ଲେନ୍ ବିଶିଷ୍ଟ କରିବା ପାଇଁ ଅନୁମୋଦନ…
ବ୍ୟବସାୟ ବିକାଶ ବୃଦ୍ଧି କରିବା ପାଇଁ ସହର ଯୋଜନା ନିୟମ ସଂଶୋଧନ କଲେ ଓଡ଼ିଶା ସରକାର
ଭୁବନେଶ୍ୱର,୧୨।୩: ଇଜ୍ ଅଫ୍ ଡୁଇଙ୍ଗ ବିଜନେସ(ବ୍ୟବସାୟ କରିବାର ସହଜତା)କୁ ବୃଦ୍ଧି କରିବା ପାଇଁ, ଓଡ଼ିଶା ସରକାର ଓଡ଼ିଶା ସହର ଯୋଜନା ଏବଂ ଉନ୍ନତି ଟ୍ରଷ୍ଟ (ଯୋଜନା ଏବଂ ନିର୍ମାଣ ମାନକ) ନିୟମ, ୨୦୨୧ ଏବଂ ଓଡ଼ିଶା ବିକାଶ କର୍ତ୍ତୃପକ୍ଷ (ଯୋଜନା ଏବଂ…
ବଡ଼ ଖବର: ଗିରଫ ହୋଇପାରନ୍ତି ରାଜା ଚକ୍ର!
ଭୁବନେଶ୍ୱର,୧୨।୩: ଗିରଫ ହୋଇପାରନ୍ତି ରାଜା ଚକ୍ର। ଗନ୍ଧମାର୍ଦ୍ଧନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇପାରନ୍ତି ରାଜା ଚକ୍ର। ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ର ଓ ଅନ୍ୟ ଚାରି ସହଯୋଗୀଙ୍କ ଆଗୁଆ ଜାମିନ ଖାରଜ। ସହଯୋଗୀଙ୍କ…
ଗର୍ଜିଲା ଆଉଟ୍ସୋର୍ସିଂ କର୍ମଚାରୀ ମହାସଂଘ, ସମାନ କାମକୁ ସମାନ ଦରମା ଦାବିରେ…
ବଲାଙ୍ଗୀର,୧୨ା୩(ସୁନୀଲ କୁମାର ମହାନ୍ତି): ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ବଲାଙ୍ଗୀର ଜିଲା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତଥା ଜିଲାପାଳଙ୍କ ଜରିଆରେ ୩ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ସ୍ଥାନୀୟ ଯାଦବ ଭବନ ସମ୍ମୁଖରୁ ମହାସଂଘ ସଦସ୍ୟା, ସଦସ୍ୟ ମାନେ ଏକ…
ଓଡ଼ିଶାରେ ଅଛନ୍ତି କେତେ ଡଲଫିନ୍ ? ଆସିଲା ନୂଆ ଗଣନା ରିପୋର୍ଟ
ଭୁବନେଶ୍ୱର,୧୨ା୩: ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ ଦ୍ୱାରା ଓଡ଼ିଶାର ସର୍ବଶେଷ ଡଲଫିନ୍ ଗଣନା ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟରେ ବର୍ତ୍ତମାନ ୭୧୦ ଡଲଫିନ୍ ଅଛନ୍ତି, ଯାହା ସାମୁଦ୍ରିକ ସଂରକ୍ଷଣରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ। ଆଞ୍ଚଳିକ ବଣ୍ଟନ ଏବଂ ପ୍ରଜାତି ବିବିଧତାକୁ ଗୁରୁତ୍ୱ ଦେଇ,…
ବିଧାନସଭା ଘେରିବ କଂଗ୍ରେସ, ମୋହନ ସରକାରଙ୍କ ବଢିଲା ଟେନଶନ
ଭୁବନେଶ୍ୱର,୧୨।୩: କଂଗ୍ରେସ ନେତା ତାରା ବାହିନୀପତିଙ୍କ ସସପେଣ୍ଡ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏ ପ୍ରସଙ୍ଗରେ ବଡ଼ ବୈଠକ କରିଛି ବଂଗ୍ରେସ। ଯେଉଁଥିରେ ଦଳର ବହୁ ବଡ଼ ବଡ଼ ନେତା ଯୋଗ ଦେଇଥିଲେ। ତେବେ ବୈଠକ ପରେ ଦଳ…
ବନ୍ଧୁକମୁନରେ ଲୁଟି ଗିରଫ ହେଲେ ୫ ଡକାୟତ
ତୁମୁଡ଼ିବନ୍ଧ,୧୨ା୩(ଦୀପକ କୁମାର ପରାସେଠ୍): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ଦୀର୍ଘ ଦୁଇ ମାସ ଧରି ଆତଙ୍କ ଖେଳାଇଥିବା କୁଖ୍ୟାତ ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି ତୁମୁଡ଼ିବନ୍ଧ ପୋଲିସ। ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ଏହି ଡକାୟତ ଗ୍ୟାଙ୍ଗ ମାସ୍କ ପିନ୍ଧି ବନ୍ଧୁକମୁନରେ…
ଶନିବାର ବିଭିନ୍ନ ଜିଲାରେ ହିଟ୍ ଓ୍ବେଭ୍: ସତର୍କ କରାଇଲା IMD
ଭୁବନେଶ୍ୱର,୧୨ା୩: ହୋଲି (ମାର୍ଚ୍ଚ ୧୫) ଦିନ ଓଡ଼ିଶାର ଅନେକ ଜିଲାରେ ହିଟ୍ ଓ୍ବେଭ୍ ଅନୁଭବ ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଏବଂ ଏହି ସମ୍ପର୍କରେ ଏକ ସତର୍କତା ଜାରି କରିଛି। ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର…
Archives


