ଯେଉଁଦିନ ଅବସର ନେଲେ ଶିକ୍ଷକ ସେହିଦିନ ମିଳିଲା ପେନ୍ସନ୍
ରାଇକିଆ,୧ା୨(ପ୍ରଦୀପ ବେହେରା): ପେନ୍ସନ୍ ପାଇଁ ପୂର୍ବ ଭଳି ଆଉ କୌଣସି କର୍ମଚାରୀ ହଇରାଣ ହେବେନି। ଏହାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ଅବସର ଦିନ ହିଁ ପେନ୍ସନ୍ ମିଳିବାର ବ୍ୟବସ୍ଥା ସରକାର କରିଛନ୍ତି। ରାଇକିଆ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ହାଡ଼ିବନ୍ଧୁ…
ଭୁବନେଶ୍ୱରର ସମନ୍ବିତ ବିକାଶ, ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୭ ହଜାର କୋଟି
ଭୁବନେଶ୍ୱର, ୧ା୨(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷାକରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପଗୁଡିକ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ବଜେଟ ପରିମାଣର…
ସୋନିଆ-ରାହୁଲଙ୍କ Poor କଥା: ଟାର୍ଗେଟ କଲେ ମୋହନ ମାଝୀ, ଶୁଣିକି ସମସ୍ତେ ତାଜୁବ!
ଭୁବନେଶ୍ୱର,୩୧।୧: ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ସମାଲୋଚନା କରିଛନ୍ତି। ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ସେପଟେ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ…
ସୁଭଦ୍ରା ପାଇଁ ଯାଇନାହାନ୍ତି ବ୍ୟାଙ୍କ୍, ତେବେ ମୋବାଇଲରେ ଏମିତି କରନ୍ତୁ ଚେକ୍, ଜାଣିପାରିବେ ଟଙ୍କା ଆସିବ ନା ନାହିଁ
ଭୁବନେଶ୍ୱର,୩୧।୧: ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି କି? ଯଦି ହଁ ତେବେ ଜାଣି ନିଅନ୍ତୁ ବଡ଼ ସୂଚନା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି । ଯେଉଁମାନଙ୍କ ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ ବା…
Budget 2025: ବଜେଟ୍ରେ ଓଡ଼ିଶାକୁ ମିଳିପାରେ ଏସବୁ ଲାଭ, ଏମାନଙ୍କ ପାଇଁ ହେବ ବଡ଼ ଘୋଷଣା!
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହିତ ୧୮ତମ ଲୋକ ସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି ଏବଂ ଦେବୀ ଲକ୍ଷ୍ମୀଙ୍କୁ ପ୍ରଣାମ କରିଛନ୍ତି। ଏଥିସହ ସେ…
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ଜୟଶଙ୍କର, କହିଲେ ସରକାରଙ୍କ…
ନୂଆଦିଲ୍ଲୀ/ଭୁବନେଶ୍ୱର,୩୧।୧: ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଚିଠି ଲେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ଆତିଥେୟତାକୁ ନେଇ ଯୋଗ ଦେଇଥିବା ପ୍ରବାସୀ…
Ganjam: ୧୦୮୦ ଚାଷୀଙ୍କ ଟୋକନ ଅବଧି ବଢ଼ିଲା, ଗୁଜବକୁ ବିଶ୍ବାସ କରନ୍ତୁନି କହିଲେ ଜିଲାପାଳ
ଛତ୍ରପୁର,୩୧।୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର କୌଣସି ଚାଷୀଙ୍କ ଟୋକେନ କ୍ଷତି ହେବାକୁ ଦିଆଯିବ ନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ଚାଷୀଙ୍କ ଟୋକେନ ଅବଧି ବୃଦ୍ଧି କରିବା ନେଇ ରଜ୍ୟ ସରକାର ଜିଲାପାଳମାନଙ୍କୁ କ୍ଷମତା ପ୍ରଦାନ କରିଛନ୍ତି।…
Barabati Stadium: ଫେବୃଆରୀ ୯ରେ ବାରବାଟୀ ଲଢ଼େଇ: ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
କଟକ,୩୧।୧: ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଇଣ୍ଡିଆ-ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବାରବାଟୀ ଷ୍ଟାଡିୟମରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ସନ୍ତୋଷଜନକ ରହିଥିବା…
ବାଇକ୍ରେ ଯାଉଥିଲେ ଓକିଲ, ଉପରେ ପଡ଼ିଲା ଶୁଖିଲା ଗଛ, ଆଉ ତା’ ପରେ…
ବାଲିଗୁଡ଼ା,୩୧ା୧((ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସହର ମଧ୍ୟରେ ରହିଥିବା କୋର୍ଟ ମାର୍କେଟରେ ଶୁଖିଲା ଆମ୍ବ ଗଛ ପଡ଼ି ଜଣେ ବରିଷ୍ଠ ଓକିଲ ଗୁରୁତର ହେବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ଘଟଣାରୁ ପ୍ରକାଶ ଯେ, ପଣସପଡ଼ି ସାହିରୁ…
ବନ୍ଧୁକ ଦେଖାଇ ମଦଭାଟିରୁ ଦୁର୍ବୃତ୍ତ ଲୁଟିନେଲେ ୭ ଲକ୍ଷରୁ ଅଧିକ ଟଙ୍କା
ଧର୍ମଗଡ଼,୩୧ା୧(ଆକାଶ କୁମାର ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଭୀମଖୋଜପଡ଼ାସ୍ଥିତ ଦେଶୀ ମଦଭାଟିରୁ ଗୁରୁବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତ ହୋଇଛି। ୧୦ରୁ ଊର୍ଦ୍ଧ୍ୱ ଡକାୟତ ଭାଟି କର୍ମଚାରୀଙ୍କୁ ପିସ୍ତଲ ଦେଖାଇ ପ୍ରାୟ ୭ ଲକ୍ଷଙ୍ରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍ କରିଥିବା…
ଦାୟିତ୍ୱ ନେଲେ ରାଜ୍ୟ ନିର୍ବାଚନ କମିଶନର
ଭୁବନେଶ୍ୱର,୩୧ା୧: ରାଜ୍ୟ ନିର୍ବାଚନ କମିଶନର ଭାବେ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି ମଧୁସୂଦନ ପାଢ଼ୀ। ତୋଷାଳୀ ଭବନରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ ନେଇଛନ୍ତି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା । ଏବେ ଦାୟିତ୍ୱର ଭାର ମଧୁସୂଦନ …
Odisha Government: ମୁଖ୍ୟମନ୍ତ୍ରୀ ନେଲେ ବଡ଼ ନିଷ୍ପତ୍ତି, ଏଣିକି ସବୁ ଗାଁ ଲୋକଙ୍କୁ ମିଳିବ…
ଭୁବନେଶ୍ୱର,୩୧।୧: ଗୁରୁବାର ଗ୍ରାମୀଣ ବିକାଶକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପଦକ୍ଷେପ ଅଧୀନରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏହି ମାର୍ଗଦର୍ଶିକା ଜିଲାପାଳ ଏବଂ ବିଡ଼ିଓଙ୍କ ପାଖକୁ ପଠାଯାଇଛି। ଏଥିରେ…
Archives


