ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’
ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଶାଳିନୀ…
ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଉତ୍ତେଜନା
ତାଳଚେର,୨୯।୪(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକ Oisf ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସ୍ଥାନୀୟ ଗୁରୁଦ୍ୱାର ଅଞ୍ଚଳର ସୁଶାନ୍ତ ସାହୁ (୪୦)। ମିଳିଥିବା ସୂଚନା…
ପାକିସ୍ତାନୀ ନାଗରିକ ଦେଶ ଛାଡ଼ିବା ପ୍ରସଙ୍ଗ: ଆଜି ଶେଷ ହେଉଛି ଡେଡ୍ଲାଇନ୍, ନ ଛାଡିଲେ…
ଭୁବନେଶ୍ୱର,୨୯।୪: ଗତ ୨୨ ତାରିଖରେ ପହଲ୍ଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ ଗୋଟିଏ ପରେ ଗୋଟିଏ କଡ଼ା ପଦକ୍ଷେପ ଉଠାଇଛି। ଏହି ପରିପ୍ରେକ୍ଷୀରେ ଭାରତ ସରକାରଙ୍କ ପକ୍ଷରୁ ପାକିସ୍ତାନ ନାଗରିକଙ୍କ ଭିସା ରଦ୍ଦ କରାଯିବା ସହ ଅଟାରୀ…
ମେ ୨ରୁ ଓଜେଇଇ: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ
ଭୁବନେଶ୍ୱର,୨୯ା୪: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍ଡ ଟେଷ୍ଟ(ସିବିଟି) ମୋଡ୍ରେ…
୨ ତାରିଖ ଯାଏ ତାଣ୍ଡବ ରଚିବ କାଳବୈଶାଖୀ: ସତର୍କ କଲା ପାଣିପାଗ କେନ୍ଦ୍ର
ଭୁବନେଶ୍ୱର,୨୯।୪: କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ଜନଜୀବନକୁ ପ୍ରଭାବିତ କରିଛି। ଏପରିକି ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପବନ ହେବା ନେଇ ଆଲର୍ଟ ଜାରି କରିଛି ଜ।…
ବିନା ଦୋଷରେ ଦେଢ଼ ମାସ ଜେଲ
ଉଦଳା,୨୯।୪(ସନ୍ତୋଷ କୁମାର ବାଛିନୀ): ମୟୂରଭଞ୍ଜ ଜିଲା ଖୁଣ୍ଟା ପୋଲିସ ନାମରେ ସାଂଘାତିକ ଅଭିଯୋଗ। ଚଢ଼ାଉ କରିବା ବେଳେ ବିନା ଦୋଷରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ଫଳରେ ଯୁବକ ଜଣକ ଦେଢ଼ ମାସ ଜେଲ୍ରେ ବିତାଇଥିବା ଉଦଳା…
ବିଧାୟକଙ୍କ ଗାଡ଼ି ଭଙ୍ଗାରୁଜା ଡ୍ରାଇଭରକୁ ମାଡ଼, ଅଭିଯୁକ୍ତଙ୍କୁ ଉଠାଇ ନେଲା ପୋଲିସ
ପୁରୀ,୨୮।୪: ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ଗାଡ଼ି ଉପରେ ହୋଇଛି ଆକ୍ରମଣ। ଆୟୁଷ୍ମାନ ଭାରତ କାର୍ଡ ବଣ୍ଟନ ପାଇଁ ଯାଇଥିଲାବେଳେ ଏହି ଘଟଣା ଘଟିଛି। ତାଙ୍କ ଗାଡ଼ି ଡ୍ରାଇଭରଙ୍କୁ ମଧ୍ୟ ଅଭିଯୁକ୍ତ ବ୍ୟକ୍ତି ଦ୍ୱାରା ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏହି…
ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୨୮।୪: ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ସମୁଦାୟ ୯,୫୩୭ ଜଣ ଜମାକାରୀ ୨୦ କୋଟି ୯୬…
ସ୍ଥାନୀୟ ନିଯୁକ୍ତି ଦାବି : ଇଥାନଲ ପ୍ଲାଣ୍ଟ ଆଗରେ ଧାରଣା
ବରଗଡ଼,୨୮।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାସ୍ଥିତ ଇଥାନଲ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା କରାଯାଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଉକ୍ତ ପ୍ଳାଣ୍ଟର ପାର୍ଶ୍ବବର୍ତ୍ତୀ ଗ୍ରାମ ଗୁଡିକରେ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ସୋମବାର…
ଛାତ୍ରୀଛାତ୍ର ପାଳିଲେ ସ୍ୱାଭିମାନ ଦିବସ ପାଳିତ : ମଧୁବାବୁ ଥିଲେ ଓଡ଼ିଆ ଜାତିର ଗର୍ବ ଓ ଗୌରବ
ବରଗଡ଼, ୨୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ରେ ଉତ୍କଳ ଗୌରବ ମଧସୂଦନ ଦାସଙ୍କ ଜୟନ୍ତୀକୁ ସ୍ୱାଭିମାନ ଦିବସ ଭାବେ ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇ ଯାଇଛି । ଏହି ଅବସରରେ ସ୍କୁଲ ପରିଚାଳନା…
ବିଦ୍ୟୁତ୍ ଶର୍ଟସର୍କିଟରୁ ନିଆଁଲାଗି ଜଳିଗଲା ଟ୍ରକ୍
ଲାଞ୍ଜିଗଡ଼,୨୮ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ସିକେରକୁପା ଫାଣ୍ଡି ଅନ୍ତର୍ଗତ ଭବାନୀପାଟଣା-ରାୟଗଡା ୬ନଂ. ରାଜ୍ୟ ରାଜପଥ କିଡିଙ୍ଗ ଗ୍ରାମ ନିକଟରେ ସୋମବାର ଏକ ମାଲବାହୀ ଟ୍ରକ୍ରେ ବିଦ୍ୟୁତ୍ ଶର୍ଟ ସର୍କିଟ ହୋଇ ନିଆଁ ଲାଗିଯାଇଥିଲା। ମହାରାଷ୍ଟ୍ର…
ବାଘ ଆକ୍ରମଣରେ ଗାଈର ମୃତ୍ୟୁ ସନ୍ଦେହ
ଲାଞ୍ଜିଗଡ଼,୨୮ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ କାନକୁଟରୁଠାରେ ରବିବାର ବାଘ ଆକ୍ରମଣରେ ଗୋଟିଏ ଗାଈର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ଗତ କିଛିଦିନ ହେଲା ଅଞ୍ଚଳରେ ଏକ ବାଘ ବୁଲୁଥିବା ଲୋକେ ଆଲୋଚନା କରୁଥିଲେ। ଏହାକୁ…
Archives


