Video: ରତ୍ନସିଂହାସନରୁ ଓହ୍ଲାଇବ କି ଜଗନ୍ନାଥ? ଅସୁସ୍ଥ ପୁଅ ପାଇଁ ବାପାର ହୃଦୟବିଦାରକ ଗୁହାରି
ପୁରୀ,୯।୧୧: ରବିବାର ସକାଳୁ ଶ୍ରୀମନ୍ଦିର ସମ୍ମୁଖରେ ଦେଖିବାକୁ ମିଳିଥିଲା ଏକ ହୃଦୟବିଦାରକ ଦୃଶ୍ୟ, ଯାହା ଦେଖିଲେ ଯେ କେହି ବି ଭାବବିହ୍ୱଳ ହୋଇଯିବେ। ଜଣେ ଦୁଃଖି ବାପା ତାଙ୍କର ଅସୁସ୍ଥ ପୁଅର ଜୀବନ ଭିକ୍ଷା ମାଗିବା ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ...
ନୂଆପଡ଼ା ଉପନିର୍ବାଚନକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବଡ଼ ସୂଚନା
ଭୁବନେଶ୍ୱର,୯।୧୧: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍. ଗୋପାଳନ ରବିବାର ନୂଆପଡ଼ା ଉପନିର୍ବାଚନକୁ ନେଇ ବଡ଼ ସୂଚନା ଦେଇଛନ୍ତି। ନୂଆପଡ଼ାରେ ଅପରାହ୍ନ ୪ରୁ ନୀରବ ଅବଧି ଆରମ୍ଭ ହୋଇଯାଇଥିବା CEO ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ଏପରିକି ଅପରାହ୍ନ ୪ଟା ସୁଦ୍ଧା...
ନୂଆପଡ଼ାରେ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ଅଖିଳେଶ ଯାଦବ
ନୂଆପଡ଼ା,୯।୧୧: ଓଡ଼ିଶାର ନୂଆପଡ଼ା ଉପନିର୍ବାଚନ ପାଇଁ ସମାଜବାଦୀ ପାର୍ଟିର (ସପା) ସଭାପତି ତଥା ବରିଷ୍ଠ ନେତା ଅଖିଳେଶ ସିଂ ଯାଦବ ରବିବାର ଅପରାହ୍ଣରେ ଦଳୀୟ ପ୍ରାର୍ଥୀ ରମାକାନ୍ତ ହାତୀଙ୍କ ପାଇଁ ଜନସଭାରେ ପ୍ରଚାର କରିଛନ୍ତି। ସ୍ଥାନୀୟ ପୋଲିସ ପଡ଼ିଆରେ ‘ଜୟ...
ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବ୍ୟବସାୟୀଙ୍କ ଘରେ IT ରେଡ
ନୂଆପଡ଼ା,୯ା୧୧: ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା ଏବଂ କର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଓ ବିଜେଡି ମୁଖିଆ ରୋଡ ଶୋ...
ଚିକିତ୍ସା ପାଇଁ ଅର୍ଥ ସାଜିଥିଲା ବାଧକ: ଧରିତ୍ରୀରେ ଖବର ପ୍ରକାଶ ପରେ ସସ୍ମିତାଙ୍କ ମୁହଁରେ ଫୁଟିଲା ହସ
ଲାଞ୍ଜିଗଡ଼,୯।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ ଦୋରା ସାରଲି ଗାଁର ଶୁକନାଭଟା ପଡ଼ାର ସସ୍ମିତାଙ୍କ ଅଧିକ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିବା ଘଟଣା ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହି ଖବର...
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ, ଜାଣନ୍ତୁ…
ଭୁବନେଶ୍ୱର,୯।୧୧: ଆସନ୍ତା ୧୩ରେ ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ ତମ ଜୟନ୍ତୀ ଏକତା ଦୌଡ଼ରେ ସେ ସାମିଲ ହେବେ। ଏହି ଅବସରରେ ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ଼...
ଥାନାକୁ ଡାକି ନାବାଳକଙ୍କୁ ଥାର୍ଡ ଡିଗ୍ରୀ, ଶାର୍ଟ-ପ୍ୟାଣ୍ଟ ଖୋଲିବାକୁ ଧମକ; ନ୍ୟାୟ ପାଇଁ…
ତିହିଡ଼ି,୯।୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ନରେନ୍ଦ୍ରପୁର ଗ୍ରାମର ଜଣେ ନାବାଳକଙ୍କୁ ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏପରିକି ମାଡ଼ ମାରିବା ପରେ ନାବାଳକ ପିନ୍ଧିଥିବା ଶାର୍ଟ ପ୍ୟାଣ୍ଟ ଖୋଲିବାକୁ ପୋଲିସ...
ବିଜେଡି ନେତାଙ୍କ ଘରେ ଆୟକର ଚଢାଉ
ନୂଆପଡ଼ା,୯।୧୧(ମକାରୁ ବେମାଲ): ବିଜେଡି ନେତାଙ୍କ ଘରେ ଆୟକର ଚଢାଉ। ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ରବିବାର ଆୟକର ଚଢାଉ ହୋଇଛି। କୋମନା ବାସଭବନରେ ଆୟକର ବିଭାଗର ଚଢାଉ ଜାରି ରହିଛି। କୋମନା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଥିଲେ ମନୋଜ...
ଦିଲ୍ଲୀରୁ ଆସିଥିବା ୧୨ ଜଣିଆ ପ୍ରଶାସନିକ ଅଧିକାରୀଙ୍କୁ ସ୍ବାଗତ
କେସିଙ୍ଗ,୯।୧୧(ତୁମେଶ୍ୱର ସାହୁ): ଦିଲ୍ଲୀରୁ ଆସିଥିବା ୧୨ ଜଣିଆ ପ୍ରଶାସନିକ ଅଧିକାରୀଙ୍କୁ କେସିଙ୍ଗା ରେଲୱେ ଷ୍ଟେଶନରେ ସ୍ବାଗତ କରାଯାଇଛି। କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ରବିବାର ସକାଳେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରାଯାଇ ଥିଲା। ସେହି ୧୨ ଜଣିଆ ଅଧିକାରୀ ହେଲେ,...
ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ଅଭିଯୋଗ
ମୋରଡ଼ା,୯ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ସରାଶୋଳ ଗ୍ରାମର କାର୍ଯ୍ୟରତ ଖବରଦାତାଙ୍କୁ ମାଡ଼ ଅଭିଯୋଗ ହୋଇଛି। ଏନେଇ ଅଭିଯୋଗ ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଛି। ସୂଚନା ଅନୁଯାୟୀ, ସରାଶୋଳ ଗ୍ରାମର କାର୍ଯ୍ୟରତ ଖବରଦାତା...
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ: ଅଟକିଲା ଆମ୍ବୁଲାନ୍ସ, ଗାଡି ପାଉ ନ ଥିଲେ ଲୋକେ
ନୂଆପଡ଼ା,୮ା୧୧ (ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍ ଶୋରେ ନୂଆପଡ଼ା ସହରର ଏକତା ଛକ ଓ ଖରିଆର ରୋଡ୍ ଏନ୍ଏସରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ଏହା ମଧ୍ୟରେ ଯେଉଁପଟେ ଦେଖିଲେ ଜୟ ଶ୍ରୀରାମ ଓ ମୋହନ...
ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ
ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରହିଛି। ଲୋକଙ୍କ ମଧ୍ୟରେ ଏହି ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚି ଅଭିଯୋଗ କରିବା ପାଇଁ...
Archives


