ରାଜ୍ୟ

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୩୦ା୩(ଅସମାପିକା ସାହୁ): ରାଜ୍ୟରେ ଖରାର ପ୍ରକୋପ ବଢ଼ିଚାଲିଛି। ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ଏପ୍ରିଲ ୨ରୁ ସ୍କୁଲଗୁଡ଼ିକୁ ସକାଳୁଆ ହେବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ସକାଳୁଆ କରାଯିବ ବୋଲି...

ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଅତିକ୍ରମ କଲା ତାତି

ଭୁବନେଶ୍ୱର,୩୦ା୩: ତାତିରେ ଫୁଟିଲା ସାରା ରାଜ୍ୟ। ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାରେ ୪୦ ଡ଼ିଗ୍ରୀ ଅତିକ୍ରମ କଲା ତାତି। ଶନିବାର ମାଲକାନଗିରିରେ ସର୍ବାଧିକ ୪୧ଡ଼ିଗ୍ରୀ ପାରଦ ଛୁଇଁଛି। ସେହିଭଳି ବୌଦ୍ଧ ଏବଂ ଟିଟିଲାଗଡରେ ୪୦.୫ ଡ଼ିଗ୍ରୀ ,...

ଏପ୍ରିଲ ପହିଲାରୁ ହେବ ବଡ଼ ପରିବର୍ତ୍ତନ, ବଦଳିଯିବ ଏସବୁ ନିୟମ…

ଭୁବନେଶ୍ୱର,୩୦ା୩: ୨୦୨୩-୨୪ ଆର୍ଥିକ ବର୍ଷ ଶେଷ ହେବାକୁ ଯାଉଛି। ଆସନ୍ତା ଏପ୍ରିଲ ପହିଲାରୁ ନୂଆ ଆର୍ଥିକ ବର୍ଷ ଆରମ୍ଭ ହେବ। ତେବେ ଏହି ପହିଲାରୁ ଦେଶରେ ବଦଳିବାକୁ ଯାଉଛି ଅନେକ ନିୟମ। ଏଥିରେ ପାନ୍‌ କାର୍ଡ, ଆଧାର ଏବଂ ଡେବିଟ୍‌...

୨୦୨୪ ନିର୍ବାଚନରେ ଜଣାପଡିବ ଓଲିଉଡ୍ ଅଭିନେତାଙ୍କ ଦମ୍, ବିଜେଡି ଛାଡ଼ିଲେ ଅନୁଭବ-ଆକାଶ

ଭୁବନେଶ୍ୱର,୩୦ା୩: ଆସନ୍ତା ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶାରେ ଦଳ ଡିଆଁ ପର୍ବ ଲାଗି ରହିଛି। ଭାଜପା ଏବଂ କଂଗ୍ରେସରୁ ନେତା ଅସନ୍ତୁଷ୍ଟ ହୋଇ ବିଜେଡ଼ିକୁ ଡେଉଁଥିଲା ବେଳେ ବିଜେଡିରୁ ଟିକେଟ୍ ମିଳି ନଥିବା ବା ମିଳିବାର...

ଆଗାମୀ ୪ରୁ ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମ୍ଭାବନା; ବୈଠକ ଡାକିଲେ ସ୍ୱତନ୍ତ୍ର ରିଲିଫ୍‌‌ କମିଶନର

ଭୁବନେଶ୍ୱର,୩୦ା୩: ରାଜ୍ୟରେ କ୍ରମାଗତ ୩ ଦିନ ହେବ ଗ୍ରୀଷ୍ମ ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ରହିଥିବାବେଳେ ଆସନ୍ତା ଦୁଇଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ଭୁବନେଶ୍ୱର ଆଂଚଳିକ...

ସୁର ପରିବାର ରାଜନୀତିରେ ନୂଆ ଟ୍ବିଷ୍ଟ: ବାପାଙ୍କ ହାତ ଛାଡିଲେ ସିଦ୍ଧାର୍ଥ

ଭୁବନେଶ୍ୱର,୩୦।୩: ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପରିବାରରେ ପୁଣି ଟ୍ବିଷ୍ଟ ଆସିଛି। ବୁଧବାର ସାନପୁଅ ମନ୍ମଥ ରାଉତରାୟ ବିଜେଡିର ଭୁବନେଶ୍ବର ଲୋକ ସଭା ଟିକେଟ୍‌ ପାଇବାବେଳେ ସୁର ରାଉତରାୟ କଂଗ୍ରେସର ସବୁ ପଦ ପଦବୀରୁ ଇସ୍ତଫା ଦେଇଛନ୍ତି। ଯାହାକୁ...

ମଇଦାନକୁ ଯିବା ପୂର୍ବରୁ ବରିଷ୍ଠଙ୍କ ଆଶୀର୍ବାଦ ନେଲେ ବିଧାୟକ

ପାଟଣା,୩୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କୁ ପୁନର୍ବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୨୦୨୪ ନିର୍ବାଚନ ପାଇଁ ପାଟଣା ବିଧାନସଭା କ୍ଷେତ୍ର ପାଇଁ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିବା ପରେ ଶନିବାର ପାଟଣା ବ୍ଲକ...

ବିଜେଡି ଛାଡ଼ିବା ପରେ ବି ସୋସିଆଲ ମିଡିଆ କଭରପେଜ୍‌ରୁ ନବୀନଙ୍କ ଫଟୋ ହଟାଇନାହାନ୍ତି ଅନୁଭବ

କଟକ,୩୦ା୩: ଶନିବାର ବିଜେଡି ଛାଡ଼ିଛନ୍ତି କେନ୍ଦ୍ରପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ବିଶେଷ କଥା ହେଲା ବିଜେଡିରୁ ଇସ୍ତଫା ଦେବା ପରେ...

ମା’ଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ପୁଅ

ଅନୁଗୋଳ,୩୦ା୩(ଅମିତ କୁମାର ସାମଲ): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅଞ୍ଚଳରେ ଶନିବାର ଲୋମଟାଙ୍କୁରା ଘଟଣା ଦେଖିବାକୁ ମିଳିଛି। ମା’ଙ୍କ ଗଳା କାଟି ହତ୍ୟା କରିବା ପରେ ପୁଅ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ବଳରାମପ୍ରସାଦ...

ଦଳ ଛାଡ଼ୁଛନ୍ତି ନେତା, ଟିକେଟ୍‌ ଘୋଷଣା କରିପାରୁନି କଂଗ୍ରେସ

ଭୁବନେଶ୍ୱର,୩୦।୩: ନିର୍ବାଚନ ପାଖେଇ ଆସୁଥିବାବେଳେ ଟିକେଟ୍‌ ଘୋଷଣା କରିପାରୁନି କଂଗ୍ରେସ। ଏପଟେ ଦଳ ଛାଡ଼ୁଛନ୍ତି ନେତାଏ। ନିଜ ଅସ୍ତିତ୍ୱ ପାଇଁ ରାଜ୍ୟରେ ଲଢେଇ କରୁଥିବା କଂଗ୍ରେସ ଏବେ ଅନ୍ତକନ୍ଦଳରେ ଜୁଝୁଛି। ତେବେ ଦଳ ନିଜ ସ୍ଥିତିକୁ ସୁଧାରିବ ନା ପ୍ରାର୍ଥୀ...

ବିଜେଡି ଛାଡ଼ିବା ପରେ କ୍ଷୋଭ ପ୍ରକାଶ କଲେ ଅନୁଭବ, ଲେଖିଲେ ଏମିତି…

କଟକ,୩୦ା୩: ଜଣଙ୍କ ପରେ ଜଣେ ସିନେ ଷ୍ଟାର ବିଜେଡି ଛାଡ଼ିବାରେ ଲାଗିଛନ୍ତି। ପୂର୍ବରୁ ଷ୍ଟାଇଲଶ୍‌ ହିରୋ ଅରିନ୍ଦମ ରାୟ ବିଜେଡି ଛାଡ଼ିଥିବା ବେଳେ ଦୁଇଦିନ ତଳେ ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ର ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଥିଲେ। ଆଜି ଅର୍ଥାତ୍‌...

ରାଜ୍ୟ ଭାଜପା କାର୍ଯ୍ୟାଳୟରେ ହଟ୍ଟଗୋଳ: ଅପରାଜିତାଙ୍କୁ ବିରୋଧ, ପ୍ରଶାନ୍ତଙ୍କ ବଡ଼ ବୟାନ

ଭୁବନେଶ୍ୱର,୩୦।୩: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ହାଇଡ୍ରାମା । ଦଳୀୟ କର୍ମୀଙ୍କ ମଧ୍ୟରେ ହଟ୍ଟଗୋଳ। । ଖୋର୍ଦ୍ଧା ଭାଜପା ନେତା କାଳୁ ଖଣ୍ଡାୟତ ରାୟଙ୍କ ବିରୋଧ ପ୍ରଦର୍ଶନ । ଜୟ ଶ୍ରୀରାମ ନାରା ଦେଇ କାଳୁଙ୍କ ସମର୍ଥକ ପାର୍ଟି ଅଫିସରେ ହୋହଲ୍ଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri