ଭାଜପା ସଭାପତି ନାଁ ଘୋଷଣା, ଆସିଲା ବଡ଼ ଖବର
ଭୁବନେଶ୍ୱର,୩୦।୧: ଭାଜପାର ନୂଆ ସଭାପତି ଘୋଷଣା ନେଇ ରାଜନୀତି ସରଗରମ ରହିଛି। ଏସବୁ ଚର୍ଚ୍ଚା ଭିତରେ ରାଜ୍ୟ ର୍ନିବାଚନ ସହ ଅଧିକାରୀ ସୁକାନ୍ତ ପାଣିଗ୍ରାହୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ରାଜ୍ୟ ସଭାପତି ଘୋଷଣା ହେବ। ଫେବ୍ରୁଆରୀ ପ୍ରଥମ…
ଭୁବନେଶ୍ୱରରେ ପହଞ୍ଚିଲେ ମୋହନ ଭାଗବତ, ଭାଜପା ସଭାପତିକୁ ନେଇ ନେବେ ବଡ଼ ନିଷ୍ପତ୍ତି!
ଭୁବନେଶ୍ୱର,୩୦।୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି RSSର ସଙ୍ଘଚାଳକ ଡ. ମୋହନ ଭାଗବତ। ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ମୋହନ ଭାଗବତ। ଆଜି ଏକ ସ୍ମୃତିସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଆସନ୍ତାକାଲିଠାରୁ ସାଙ୍ଗଠନିକ ବୈଠକ…
ହଷ୍ଟେଲରୁ ୧୫ ଛାତ୍ର ଫେରାର ହୋଇଯିବା ଘଟଣା: ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କଲେ ବିଇଓ
ବଣାଇଁ,୩୦ା୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ସିହିଡିଆ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଥିବା ଛାତ୍ରାବାସରୁ ଗତ ୨୮ ତାରିଖ ରାତିରେ ୧୫ ଜଣ ଛାତ୍ର ଏକାସାଙ୍ଗରେ ଫେରାର ହୋଇଯାଇଥିବା ଘଟଣାରେ ଗୁରୁବାର ବଣାଇଁ ବିଇଓ…
ଆଜି ଶେଷ ତାରିଖ, ଶୀଘ୍ର ଯାଆନ୍ତୁ ବ୍ୟାଙ୍କ୍ ନହେଲେ ଆସିବନି ସୁଭଦ୍ରା ଟଙ୍କା
ଭୁବନେଶ୍ୱର,୩୦।୧: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି । ଯେଉଁମାନଙ୍କ ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ ବା ଭାରତୀୟ ଜାତୀୟ ଦେୟ ନିଗମ ବା NPCI…
ଘରେ ପଶି ୬ ବର୍ଷର ଶିଶୁକନ୍ୟାକୁ ଦଳିଦେଲା ଦନ୍ତା, ପ୍ରତିବାଦରେ ରାସ୍ତାରୋକୋ
ଢେଙ୍କାନାଳ,୩୦ା୧(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଥାନା ହିନ୍ଦୋଳ ରୋଡ୍ ଫାଣ୍ଡି ବଦାଳୁ ହାଣ୍ଡିଫୁଟା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୬ ବର୍ଷର ଶିଶୁକନ୍ୟା ପିହୁ ନାୟକଙ୍କ ମୃତ୍ୟୁ ଘଟିଛି। ଦନ୍ତାହାତୀଟି ରାତିରେ ଚାଳ…
୩ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ୩ ମାଓବାଦୀଙ୍କ ସହ ୩୨ ଜଣଙ୍କ ଆତ୍ମସମର୍ପଣ, ବନ୍ଧୁକ ଛାଡ଼ି କହିଲେ…
ମାଲକାନଗିରି,୩୦ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ବାଡା ଜିଲାରେ ୩ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ଛତିଶଗଡ଼ ପୋଲିସ ଦ୍ୱାରା ଚାଲିଥିବା ଘରକୁ ଫେରିଆସ ଅଭିଯାନରେ ଅନୁପ୍ରାଣୀତ ହୋଇ ଏହି ତିନି ମାଓବାଦୀ…
‘ବିକଶିତ ଗାଁ ବିକଶିତ ଓଡ଼ିଶା’ ପାଇଁ ଗାଇଡ୍ଲାଇନ୍ ଜାରି କଲେ ସରକାର, ଏହି ଯୋଜନାରେ ମିଳିବ…
ଭୁବନେଶ୍ୱର,୩୦ା୧: ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏନେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମାର୍ଗଦର୍ଶିକା ଜାରି କରିଛି। ଏହି ଯୋଜନାରେ ଗ୍ରାମୀଣ ଭିତ୍ତିଭୂମି ବିକାଶମୂଳକ ପ୍ରକଳ୍ପ କରାଯିବ। ବ୍ଲକସ୍ତରରେ ବାର୍ଷିକ…
ଓଡିଶାରେ ଫାର୍ମା, ବାୟୋଟେକ୍ନୋଲୋଜି କ୍ଷେତ୍ରରେ ୪୩୪୯ କୋଟି ଟଙ୍କା ନିବେଶ ପ୍ରସ୍ତାବ
ଭୁବନେଶ୍ୱର, ୨୯।୧: ଉତ୍କର୍ଷ ଓଡିଶା: ମେକ୍ ଇନ୍ ଓଡିଶା କନକ୍ଳେଭ ୨୦୨୫ରେ ଦେଶର ୯ ଟି ଅଗ୍ରଣୀ କମ୍ପାନୀ ଓଡିଶାରେ ପ୍ରାୟ ୪୩୪୯ କୋଟି ଟଙ୍କା ନିବେଶ କରିବା ପାଇଁ ମନ ବଳେଇଛନ୍ତି। ଏହା ଓଡ଼ିଶାର ଅତ୍ୟାଧୁନିକ ସ୍ବାସ୍ଥ୍ୟସେବା, ଫାର୍ମାସ୍ୟୁଟିକାଲ୍ ଏବଂ…
ବିନା ନୋଟିସରେ ଉଚ୍ଛେଦ ମନା! ବିଏମସି, ସିଏମସି କମିଶନରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ,୨୯।୧: ସହରର ସୌନ୍ଦର୍ଯ୍ୟକରଣ ପାଇଁ ରାଜଧାନୀ ଭୁବନେଶ୍ୱର ଏବଂ ସିଲଭର ସିଟି କଟକର ବିଭିନ୍ନ ସ୍ଥାନରେ ଜବରଦଖଲକାରୀଙ୍କୁ ହଟେଇବା ପାଇଁ ଉଚ୍ଛେଦ କରାଯାଉଛି। ଏହାରି ମଧ୍ୟରେ ବୁଧବାର ଓଡ଼ିଶା ହାଇକୋର୍ଟ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ଏବଂ କଟକ ମ୍ୟୁନିସିପାଲ କର୍ପୋରେସନ…
ରାଜ୍ୟରେ ହସ୍ପିଟାଲ୍ ଅଗ୍ନି ନିରାପତ୍ତା ନେଇ ଜବାବ ତଲବ: ତଥ୍ୟ ମାଗିଲେ ହାଇକୋର୍ଟ
କଟକ,୨୯।୧: ରାଜ୍ୟରେ ହସ୍ପିଟାଲ୍ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ତଥ୍ୟ ମାଗିଲେ ହାଇକୋର୍ଟ। ବୁଧବାର ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯେଉଁଥିରେ ରାଜ୍ୟର ଡାକ୍ତରଖାନାଗୁଡ଼ିକର ଅଗ୍ନି ନିରାପତ୍ତା ପରିସ୍ଥିତି ସମ୍ପର୍କରେ ଏକ ବିସ୍ତୃତ ସତ୍ୟପାଠ ଦାଖଲ କରିବାକୁ ଓଡ଼ିଶାର…
ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ୪ ସପ୍ତାହ ମଧ୍ୟରେ ମାମଲା ସାରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ପାଟଣାଗଡ ୨୯।୧ (ସଚ୍ଚିଦାନନ୍ଦ ମହାକୁର): ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ବିଚାର ପ୍ରକ୍ରିୟା ବିଲମ୍ବନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏଥିସହ ଚାରି ସପ୍ତାହ ମଧ୍ୟରେ ମାମଲା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ହୃଷିକେଶ…
ଉତ୍କର୍ଷ ଓଡିଶା କନକ୍ଲେଭ୍ ଆଣିଲା ଅପାର ସଫଳତା: ୧୨.୮୯ ଲକ୍ଷ କୋଟି ପୁଞ୍ଜିନିବେଶ ପାଇଁ MOU
ଭୁବନେଶ୍ୱର, ୨୯।୧: ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା କନକ୍ଲେଭ୍ ୨୦୨୫ ଆଣିଛି ଅପାର ସଫଳତା। ବୁଧବାର ସନ୍ଧ୍ୟାରେ ଜନତା ମଇଦାନରେ ସାମ୍ବାଦିକଙ୍କୁ ସମ୍ବୋଧନ କରି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଥିଲେ, ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ…
Archives


