ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ କୁ ସଫଳତା: ପୋଷାକ, ରେଶମ ଶିଳ୍ପ ଓ ହସ୍ତତନ୍ତରେ ଆସିବ ସମୃଦ୍ଧି
ଭୁବନେଶ୍ୱର, ୨୯।୧: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫ । ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ…
ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ୧୩୦ MOU
ଭୁବନେଶ୍ୱର, ୨୯।୧: ବୁଧବାର ଉତ୍କର୍ଷ ଓଡ଼ିଶାର ଦ୍ୱିତୀୟ ତଥା ଶେଷ ଦିନ। ଏହି ଦୁଇଦିନବ୍ୟାପି କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କୁ ଅଦ୍ଭୂତପୂର୍ବ ସଫଳତା ମିଳିଛି। ଦୁଇ ଦିନରେ ବିଭିନ୍ନ କମ୍ପାନୀ ମାନଙ୍କ ସହିତ ସରକାର ୧୩୦ ଟି ବୁଝାମଣା ପତ୍ର(MOU) ସ୍ଵାକ୍ଷର କରିଛନ୍ତି।…
ରାଜ୍ୟରୁ ଶୀତ ଗାଏବ: ୨ ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ସମ୍ଭାବନା, କୁହୁଡ଼ି ପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ
ଭୁବନେଶ୍ୱର, ୨୯।୧: ରାଜ୍ୟରୁ ଉଭାନ ହୋଇଛି ଶୀତ। ଦିନ ଭଳି ରାତି ତାପମାତ୍ରା ବୃଦ୍ଧି ପାଇଛି। ଜାନୁଆରୀ ମାସ ନ ସରୁଣୁ ଖରାଦିନ ଭଳି ଗରମ ଅନୁଭୂତ ହେଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ପରେ…
‘ସୁଭଦ୍ରା’ କୁ ନେଇ ବଡ଼ ଘୋଷଣା, ଏଣିକି ମିଳିବ ଋଣ!
ଭୁବନେଶ୍ୱର,୨୯।୧: ସୁଭଦ୍ରାକୁ ନେଇ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଉତ୍କର୍ଷ ଓଡ଼ିଶାରେ ସୁଭଦ୍ରାରୁ ମୁଦ୍ରା କାର୍ଯ୍ୟକ୍ରମରେ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ସୁଭଦ୍ରାରେ ଆଉ ୩ଟି ପଦକ୍ଷେପ ଲାଗୁ ହେବା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା କରିଛନ୍ତି। ସେ…
ବିସ୍ଫୋରକ ବୟାନ ଦେଲେ ଜୟନାରାୟଣ, ନବ ଦାସଙ୍କ ହତ୍ୟା ଘଟଣାରେ ଏହି ୨ ନେତାଙ୍କ ହାତ…
ଭୁବନେଶ୍ୱର,୨୯।୧: ନବ ଦାସ ହତ୍ୟା ଘଟଣାରେ ବିସ୍ଫୋରକ ବୟାନ ଦେଇଛନ୍ତି ଭାଜପା ବିଧାୟକ ଜୟନାରାୟଣ ମିଶ୍ର। ସେ କହିଛନ୍ତି, ନବ ଦାସ ହତ୍ୟା ପଛରେ ଜଣେ IPS ଅଫିସର, ଜଣେ IAS ଅଫିସର ଆଉ ୨ ଜଣ ବଡ଼ ନେତାଙ୍କ ହାତ…
ନବ ଦାସ ହତ୍ୟା ଘଟଣା: ଦୀପାଳିଙ୍କ ବଡ଼ ବୟାନ, ସିବିଆଇ ତଦନ୍ତକୁ ନେଇ…
ଭୁବନେଶ୍ୱର, ୨୯।୧: ନବ ଦାସ ହତ୍ୟା ମାମଲାରେ ଝିଅ ଦୀପାଳି ଦାସଙ୍କ ବଡ଼ ବୟାନ ଦେଇଛନ୍ତି। ଦୀପାଳି କହିଛନ୍ତି, ସିବିଆଇ ତଦନ୍ତ ପାଇଁ ଚିଠି ଲେଖିବୁ। ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ଆମେ ଦାବି କରିବୁ। ଏନେଇ ଚିଠି ପ୍ରସ୍ତୁତ…
ମେକ ଇନ ଓଡ଼ିଶା କନକ୍ଲେଭରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ରାଜ୍ୟରେ ମହିଳାଙ୍କ ପାଇଁ ହେବ…
ଭୁବନେଶ୍ୱର, ୨୯।୧: ଉତ୍କର୍ଷ ଓ ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମର ବୁଧବାର ହେଉଛି ଦ୍ବିତୀୟ ଦିନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ରାଜ୍ୟରେ ଗୋଟିଏ…
ସରକାରଙ୍କ କାର୍ଯ୍ୟାନୁଷ୍ଠାନ, କାର୍ଯ୍ୟରେ ଅବହେଳା ପାଇଁ ବିଦା ହେଲେ ପୌରାଧ୍ୟକ୍ଷା
ଭୁବନେଶ୍ୱର,୨୯।୧: ଦେବଗଡ଼ ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଈଙ୍କୁ ବହିଷ୍କାର କଲେ ସରକାର। ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନିୟମିତତା ଅଭିଯୋଗ ଥିଲା । ଜିଲାପାଳଙ୍କ ତଦନ୍ତ ରିପୋର୍ଟ ଆଧାରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଅଭିଯୋଗ…
ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବଳରାମ ଯୋଜନାରେ ହିତାଧିକାରୀଙ୍କୁ ମିଳୁଥିବା ଋଣ ବୃଦ୍ଧି, ଏଣିକି ପାଇବେ…
ଭୁବନେଶ୍ୱର,୨୯।୧: ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର ‘ବଳରାମ’ ଯୋଜନାରେ ଭୂମିହୀନ ଚାଷୀଙ୍କୁ ବିନା ବନ୍ଧକରେ ରିହାତି ଦରରେ ପ୍ରଦାନ କରୁଥିବା ଋଣର ପରିମାଣକୁ ୨ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ପୂର୍ବରୁ ଏହି ଋଣ ପରିମାଣ ୧ଲକ୍ଷ ୬୦ହଜାର…
୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ: ଜାଣନ୍ତୁ କାହିଁକି
ଭୁବନେଶ୍ୱର,୨୯।୧: ୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କରିଛି ଉଚ୍ଚଶିକ୍ଷା ବିଭାଗ। ତାଗିଦ ସତ୍ତ୍ବେ କଲେଜ ଆକାଉଣ୍ଟ ଅପଡେଟ କରି ନ ଥିବାରୁ ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଚଳିତ ମାସଠାରୁ ଅନିର୍ଦ୍ଦିଷ୍ଟ ସମୟ ଯାଏ ଦରମା ବନ୍ଦ ରହିଥିବା ଜଣାପଡିଛି। ସୂଚନାଯୋଗ୍ୟ,…
୨ ଦିନ ପରେ ବଢ଼ିବ ତାପମାତ୍ରା: ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୯ା୧(ଅନୁରାଧା ମହାରଣା):ରାଜ୍ୟରେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୪.୦ ଡିଗ୍ରୀ ସେଲସିୟସ୍ ଏବଂ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୮.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ଆସନ୍ତା ଦୁଇଦିନ ମଧ୍ୟରେ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ। ତେବେ ପରବର୍ତ୍ତୀ ଦୁଇଦିନ ତାପମାତ୍ରା ୨ରୁ…
ଜାତିଆଣ ମନୋଭାବ ପାଇଁ ଉତ୍କଟ ପାନୀୟଜଳ ସମସ୍ୟା: ଶୋଷ ମେଣ୍ଟାଉଛି ଝରଣାପାଣି
ଥୁଆମୂଳ ରାମପୁର,୨୮।୧(ଦୁର୍ଗା କୀର୍ତ୍ତି): ରାଜ୍ଯ ସରକାରଙ୍କ ପଞ୍ଚାୟତରାଜ ଜଳ ଓ ପରିମଳ ବିଭାଗ ପକ୍ଷରୁ ଜନସାଧରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ନେଇ କୋଟି କୋଟି ଟଙ୍କା ଖର୍ଚ୍ଚରେ ବସୁଧା ଯୋଜନା ବା ନଳକୂପ, ପାଇପ ଯୋଗେ ପାନୀୟ ଜଳ ଯୋଗାଣ…
Archives


