ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବଳରାମ ଯୋଜନାରେ ହିତାଧିକାରୀଙ୍କୁ ମିଳୁଥିବା ଋଣ ବୃଦ୍ଧି, ଏଣିକି ପାଇବେ…
ଭୁବନେଶ୍ୱର,୨୯।୧: ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର ‘ବଳରାମ’ ଯୋଜନାରେ ଭୂମିହୀନ ଚାଷୀଙ୍କୁ ବିନା ବନ୍ଧକରେ ରିହାତି ଦରରେ ପ୍ରଦାନ କରୁଥିବା ଋଣର ପରିମାଣକୁ ୨ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ପୂର୍ବରୁ ଏହି ଋଣ ପରିମାଣ ୧ଲକ୍ଷ ୬୦ହଜାର…
୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ: ଜାଣନ୍ତୁ କାହିଁକି
ଭୁବନେଶ୍ୱର,୨୯।୧: ୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କରିଛି ଉଚ୍ଚଶିକ୍ଷା ବିଭାଗ। ତାଗିଦ ସତ୍ତ୍ବେ କଲେଜ ଆକାଉଣ୍ଟ ଅପଡେଟ କରି ନ ଥିବାରୁ ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଚଳିତ ମାସଠାରୁ ଅନିର୍ଦ୍ଦିଷ୍ଟ ସମୟ ଯାଏ ଦରମା ବନ୍ଦ ରହିଥିବା ଜଣାପଡିଛି। ସୂଚନାଯୋଗ୍ୟ,…
୨ ଦିନ ପରେ ବଢ଼ିବ ତାପମାତ୍ରା: ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୯ା୧(ଅନୁରାଧା ମହାରଣା):ରାଜ୍ୟରେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୪.୦ ଡିଗ୍ରୀ ସେଲସିୟସ୍ ଏବଂ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୮.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ଆସନ୍ତା ଦୁଇଦିନ ମଧ୍ୟରେ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ। ତେବେ ପରବର୍ତ୍ତୀ ଦୁଇଦିନ ତାପମାତ୍ରା ୨ରୁ…
ଜାତିଆଣ ମନୋଭାବ ପାଇଁ ଉତ୍କଟ ପାନୀୟଜଳ ସମସ୍ୟା: ଶୋଷ ମେଣ୍ଟାଉଛି ଝରଣାପାଣି
ଥୁଆମୂଳ ରାମପୁର,୨୮।୧(ଦୁର୍ଗା କୀର୍ତ୍ତି): ରାଜ୍ଯ ସରକାରଙ୍କ ପଞ୍ଚାୟତରାଜ ଜଳ ଓ ପରିମଳ ବିଭାଗ ପକ୍ଷରୁ ଜନସାଧରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ନେଇ କୋଟି କୋଟି ଟଙ୍କା ଖର୍ଚ୍ଚରେ ବସୁଧା ଯୋଜନା ବା ନଳକୂପ, ପାଇପ ଯୋଗେ ପାନୀୟ ଜଳ ଯୋଗାଣ…
କୋଟି କୋଟି ଟଙ୍କାର ରତ୍ନପଥର, ରାତି ଅନିଦ୍ରା ହୋଇ ଲୋକେ…
ବଘିଆପଡା,୨୮।୧( ଶ୍ରୀକାନ୍ତ ସାହୁ): ମହାନଦୀରୁ ରତ୍ନପଥର ସଂଗ୍ରହ ନେଇ ୧୯୮୦ ମସିହା ପରେ ବୌଦ୍ଧ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଥିଲା । ପ୍ରାୟ ୨୦୦୦ ପର୍ଯ୍ୟନ୍ତ ମହାନଦୀରେ ଜୋରସୋରରେ ଏହି ରତ୍ନପଥର ଖୋଳା କାରବାର ଚାଲିଥିଲା । ବୌଦ୍ଧ ସହରଠାରୁ…
ଉତ୍କର୍ଷ ଓଡ଼ିଶା ସମ୍ମିଳନୀ: ପ୍ରଥମ ଦିନରେ ୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୮।୧: ଉତ୍କର୍ଷ ଓଡ଼ିଶା- ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଜନତା ମଇଦାନଠାରେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଗ୍ରହୀ ଥିବା ବିଭିନ୍ନ କମ୍ପାନୀର ସିଇଓ ମାନଙ୍କ ସହିତ ସ୍ଵତନ୍ତ୍ର ଭାବେ…
ନିର୍ବାଚନବେଳେ ବିଜେଡିକୁ ମିଳିଛି ଏତେ କୋଟି ନିର୍ବାଚନୀ ଚାନ୍ଦା, କଂଗ୍ରେସକୁ…
ଭୁବନେଶ୍ୱର,୨୮।୧: ଯଦିଓ ସୁପ୍ରିମକୋର୍ଟ ର୍ନିବାଚନୀ ବଣ୍ଡ ଉପରେ ନିଷେଧ ଲଗାଇଛନ୍ତି, ତଥାପି ରାଜନୈତିକ ଦଳଗୁଡ଼ିକୁ ର୍ନିବାଚନୀ ଦାନରେ ବିପୁଳ ବୃଦ୍ଧି ଘଟିଛି। ବର୍ତ୍ତମାନ ର୍ନିବାଚନ କମିଶନର ବାର୍ଷିକ ଅଡିଟ ରିପୋର୍ଟ ପ୍ରକାଶ କରିଛନ୍ତି। ଯେଉଁଥିରେ ଭାଜପା ର୍ନିବାଚନୀ ଦାନରେ ଶୀର୍ଷରେ ଥିବା…
ପୁରୀରେ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଏବେ ବି ଜମି ଖୋଜୁଛି ବେଦାନ୍ତ, ସୂଚନା ଦେଲେ ଅନିଲ ଅଗ୍ରୱାଲ
ଭୁବନେଶ୍ୱର, ୨୮।୧: ପୁଣିଥରେ ଓଡ଼ିଶାରେ ଏକ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବାକୁ ଇଛା ପ୍ରକାଶ କରିଛନ୍ତି ବେଦାନ୍ତ ଗ୍ରୁପ୍ ଅଧ୍ୟକ୍ଷ ଅନିଲ ଅଗ୍ରୱାଲ। ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ଉତ୍କର୍ଷ ଓଡ଼ିଶା ସମ୍ମିଳନୀରେ ଯୋଗ ଦେଇ କହିଛନ୍ତି ଯେ କମ୍ପାନୀ ପୁରୀ…
ସୁଭଦ୍ରାକୁ ନେଇ ପ୍ରଭାତୀଙ୍କ ବଡ଼ ଘୋଷଣା, ୨୯-୩୦ରେ…
ଭୁବନେଶ୍ୱର,୨୮।୧: ୨୯ ଓ ୩୦ରେ ବ୍ୟାଙ୍କ ଯାଆନ୍ତୁ। ସୁଭଦ୍ରା ଆବେଦନକାରୀଙ୍କୁ ପ୍ରେସମିଟ୍ କରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଘୋଷଣା କରିଛନ୍ତି। ପ୍ରଭାତୀ କହିଛନ୍ତି, ଆସନ୍ତା କାଲି ଓ ପଅରଦିନ ବ୍ୟାଙ୍କ ଯାଆନ୍ତୁ। ଦୁଇ ଦିନ ବ୍ୟାଙ୍କଗୁଡ଼ିକ ସ୍ବତନ୍ତ୍ର ଭାବେ ଧ୍ୟାନ…
ଓଡ଼ିଶାରେ Coldplay କଥା କହିଲେ ପ୍ରଧାନମନ୍ତ୍ରୀ, ଦେଶରେ କିପରି ଆଗେଇବ କନସର୍ଟ ଇକୋନୋମି
ଭୁବନେଶ୍ୱର, ୨୮।୧: ଅହମଦାବାଦ ଏବଂ ମୁମ୍ବାଇରେ କୋଲ୍ଡପ୍ଲେ(Coldplay) କନସର୍ଟର ସଫଳତା ପରେ ଭାରତରେ କନସର୍ଟର ଚାହିଦାକୁ ନେଇ ଗୁରୁତ୍ୱାରୋପ କରିଛନ୍ତି ପ୍ରଧାନମନ୍ତ୍ରୀ। ଭାରତରେ ଏହି କ୍ଷେତ୍ରରେ ଗତ କିଛି ବର୍ଷ ମଧ୍ୟରେ ଯଥେଷ୍ଟ ଅଭିବୃଦ୍ଧି ଦେଖିବାକୁ ମିଳିଛି। ମଙ୍ଗଳବାର ଭୁବନେଶ୍ୱର ଜନତା…
ଘରେ ପୁଣି ଚୋର ପଶିବା ପରେ କ’ଣ କହିଲେ ନିରଞ୍ଜନ, କାହିଁକି ଚୋରକୁ କଲେ ପ୍ରଶଂସା
ଭୁବନେଶ୍ୱର, ୨୮।୧: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ପୁଣି ଚୋରି ଉଦ୍ୟମ ହୋଇଛି। ତାଙ୍କ ନୟାପଲ୍ଲୀ IRC ଭିଲେଜସ୍ଥିତ ଏନ/୨୫ ଘରୁ ଚୋରି ଉଦ୍ୟମ ହୋଇଛି। ଝରକା ଭାଙ୍ଗି ପଶିବା ବେଳେ କର୍ମଚାରୀ ଚୋରକୁ କାବୁ କରି ନେଇଥିଲେ।…
ପୁଣି ନିରଞ୍ଜନଙ୍କ ଘରେ ପଶିଲେ ଚୋର
ଭୁବନେଶ୍ୱର,୨୮।୧: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ପୁଣି ଚୋରି ଉଦ୍ୟମ ହୋଇଛି। ତାଙ୍କ ନୟାପଲ୍ଲୀ IRC ଭିଲେଜସ୍ଥିତ ଏନ/୨୫ ଘରୁ ଚୋରି ଉଦ୍ୟମ ହୋଇଛି। ଝରକା ଭାଙ୍ଗି ପଶିବା ବେଳେ କର୍ମଚାରୀ ଚୋରକୁ କାବୁ କରି ନେଇଥିଲେ। ରେକି…
Archives


