ରାଜ୍ୟ

୮ ମାସରେ ୨୬ ଛାତ୍ରୀଛାତ୍ର ମୃତ:ଅବ୍ୟବସ୍ଥା ଘେରରେ ଆଦିବାସୀ ଆବାସିକ ବିଦ୍ୟାଳୟ

ଭୁବନେଶ୍ୱର, (ଏଜେନ୍ସି)୧୦ା୩ :ରାଜ୍ୟରେ ଏସ୍‌ସି, ଏସ୍‌ଟି ବିଭାଗ ଦ୍ୱାରା ପରିଚାଳିତ ମୋଟ ୧୭୪୬ ଆଦିବାସୀ ଆବାସିକ ବିଦ୍ୟାଳୟ ରହିଛି। ଉକ୍ତ ସ୍କୁଲଗୁଡ଼ିକରେ ପ୍ରାୟ ୫.୭ ଲକ୍ଷ ଛାତ୍ରୀଛାତ୍ର ପଢ଼ୁଥିବାବେଳେ ସେମାନଙ୍କ ରହିବା ପାଇଁ ୬,୭୦୦ ହଷ୍ଟେଲ ନିର୍ମାଣ କରାଯାଇଛି। ତେବେ ଅନେକ…

୫ ଦିନରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲାରେ ରବିବାର ତାପମାତ୍ରା ୩୭ ଡିଗ୍ରୀ ସେଲ୍‌ସିୟସ ଉପରେ ଥିବା ରେକର୍ଡ କରାଯାଇଛି। ତେବେ ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲାରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦିନର ସର୍ବୋଚ୍ଚ…

ଧରିତ୍ରୀ ଲାଇଭ୍‌ ଖବରଦାତାଙ୍କୁ ଆକ୍ରମଣ: ଦୁଇ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୯।୨(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡା ରୋଡରେ ରବିବାର ଧରିତ୍ରୀ ଲାଇଭ୍‌ ଖବରଦାତା ଦେବୀପ୍ରସାଦ ସାହୁଙ୍କୁ ଆକ୍ରମଣ ହୋଇଛି। ଗାଡି ସାଇଡ୍‌ କରିବାକୁ କହିବାରୁ ଦୁଇଜଣ ଅସାମାଜିକ ବ୍ୟକ୍ତି ଉତ୍ତ୍ୟକ୍ତ ହୋଇ ଧରିତ୍ରୀ ଲାଇଭ୍‌ ଟିମ୍‌କୁ ହଠାତ୍‌ ଆକ୍ରମଣ…

କର୍ନାଟକରେ ଓଡ଼ିଆ ଯୁବକଙ୍କୁ ହତ୍ୟା: ଗାଁରେ ଶେଷକୃତ୍ୟ ସମ୍ପନ୍ନ

ଜି.ଉଦୟଗିରି/ଦାରିଙ୍ଗିବାଡ଼ି,୯ା୩(ଚିନ୍ମୟ କୁମାର ସେଠୀ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ତେରେବାଡ଼ି ଗ୍ରାମର ଖ୍ରୀଷ୍ଟ ସମ୍ପ୍ରଦାୟର ମଡେରେଟର ବିଜୟ ନାୟକଙ୍କ ଏକମାତ୍ର ପୁଅ ବିଭାଷ ନାୟକ(୩୦)ଙ୍କୁ କର୍ନାଟକ ହାମ୍ପିଠାରେ ହତ୍ୟା କରାଯାଇଥିଲା। ରବିବାର ମୃତଦେହ ଗାଁରେ ପହଞ୍ଚିବା ପରେ ଜି.ଉଦୟଗିରି ଗୁଡ୍ରିପଡ଼ିଠାରେ…

ଚୋରାକାଠ କାରଖାନା ଠାବ: ଆସବାବପତ୍ର ଜବତ, ଅଭିଯୁକ୍ତ ଗିରଫ

ବଡ଼ବିଲ,୯।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ବନାଞ୍ଚଳ ଅଧୀନ ବଲାଣିଠାରେ ୨୦ରୁ ଊର୍ଦ୍ଧ୍ୱ ବର୍ଷ ଧରି ଚାଲିଥିବା ଏକ ବେଆଇନ କାଠ କାରଖାନାକୁ ବନ ବିଭାଗ ରବିବାର ଠାବ କରିଛି। ଏପରିକି କାରଖାନାରୁ ୫ଲକ୍ଷ ଟଙ୍କାର ଚୋରାକାଠ ଏବଂ ଆସବାବପତ୍ର ଜବତ…

‘ଛାତ୍ର ଜୀବନ ସର୍ବଦା ସଂଘର୍ଷମୟ, ଏହି ସଂଘର୍ଷ ହିଁ ଦିନେ ସଫଳ କରାଇବ’- ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଯାଇ ସେଠାରେ ଆନନ୍ଦପୁର ମହାବିଦ୍ୟାଳୟର ୬୧ ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ, ଆନନ୍ଦପୁର ଉପଖଣ୍ଡ ପାଇଁ…

ଜୟନାରାୟଣଙ୍କୁ କାଉଣ୍ଟର କଲେ ତାରା, କହିଲେ ଏହା କ’ଣ ଓଡ଼ିଆ ଅସ୍ମିତାର…

ଭୁବନେଶ୍ୱର,୯ା୩: କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀ ପତି ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଛନ୍ତି। ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି…

ପୁରୀ ରଥଯାତ୍ରାକୁ ମିଳିବ UNESCO ମାନ୍ୟତା: ଶ୍ରୀମନ୍ଦିର ପକ୍ଷରୁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୯।୩: ଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ପାଇବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ଦ୍ୱାରା ସାଂସ୍କୃତିକ ଐତିହ୍ୟ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରକ୍ରିୟା ଆରମ୍ଭ…

‘କୋଶଳ’ ମନ୍ତବ୍ୟରେ ଜୟନାରାୟଣ ମିଶ୍ରଙ୍କୁ ସମାଲୋଚନା କଲେ ବିଜେଡି, କଂଗ୍ରେସ; ମୁଖ୍ୟମନ୍ତ୍ରୀଙ୍କୁ ମାଗିଲେ ଜବାବ

ଭୁବନେଶ୍ୱର,୯।୩: କୋଶଳ ଅଞ୍ଚଳର ଓଡ଼ିଶା ସହିତ ମିଶ୍ରଣକୁ ଏକ “ଐତିହାସିକ ଭୁଲ” ବୋଲି ବର୍ଣ୍ଣନା କରି ବରିଷ୍ଠ ଭାଜପା ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଏକ ନୂତନ ବିବାଦ ସୃଷ୍ଟି କରିଛନ୍ତି। ତାଙ୍କର ଏହି ମନ୍ତବ୍ୟକୁ ବିରୋଧୀ ଦଳ…

ସରକାରୀ ଡାକ୍ତରଖାନାରୁ ଦୁଇ ଶିଶୁଙ୍କୁ ଅପହରଣ ବେଳେ ଧରାପଡ଼ିଲେ ମହିଳା

ବାରିପଦା,୯।୩: ମୟୂରଭଞ୍ଜ ଜିଲାର ବାରିପଦାରେ ଥିବା ମୁଖ୍ୟାଳୟ ଡାକ୍ତରଖାନା (ଡିଏଚ୍ଏଚ୍) ରୁ ଜଣେ ମହିଳା ଦୁଇ ଶିଶୁ ଶିଶୁଙ୍କୁ ଅପହରଣ କରୁଥିବା ବେଳେ ଧରାପଡ଼ିଛନ୍ତି। ଅଭିଯୁକ୍ତ ମହିଳା ଜଣକ ମୟୂରଭଞ୍ଜ ଜିଲାର ରସଗୋବିନ୍ଦପୁର ପୋଲିସ ଥାନା ଅନ୍ତର୍ଗତ ତୋଟାପଡ଼ା ଗ୍ରାମର ସନ୍ଧ୍ୟାରାଣୀ…

ଆହୁରି ବଢ଼ିବ ତାତି, ସତର୍କ ସୂଚନା ଜାରି

ଭୁବନେଶ୍ୱର,୯ା୩: ପ୍ରଚଣ୍ଡ ରୌଦ୍ରତାପ ନେଇ ସତର୍କ କରାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ତାପମାତ୍ରା ବଢ଼ିବା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲାର ଜିଲାପାଳଙ୍କ ପାଇଁ ସତର୍କତା ଜାରି କରିଛି ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ। ଏହି ଜିଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼,…

ଅନନ୍ତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖୀତ

ଭୁବନେଶ୍ୱର,୯।୩: ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ନବୀନ କହିଛନ୍ତି ଦଳର ବରିଷ୍ଠ ନେତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri