ରାଜ୍ୟ

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ ଓ ୧୦ମର ସବୁଠୁ ଅଧିକ ପିଲା ପାଠ ଛାଡ଼ିଛନ୍ତି। ନବମ ଓ ଦଶମ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ ହୋଇଥିବା ଗ୍ରାମସଭାରେ ଜାଲ୍‌ ଦସ୍ତଖତ କରାଯାଇ ଗ୍ରାମସଭାକୁ ସଫଳ ବୋଲି ଘୋଷିତ କରିଥିବା…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା ଠୁଙ୍କିଛନ୍ତି ଛାତ୍ରୀଛାତ୍ର। ମେଧାବୃତ୍ତି ନ ମିଳିବା ଓ ବିଭିନ୍ନ ବିଭାଗର ପରୀକ୍ଷାଫଳ ୨…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, ଯୁବକଙ୍କ ମୃତ୍ୟୁ ପରେ ତାଙ୍କ ପ୍ରେମିକା…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ ଗୃହକୁ ମୁଲତବୀ ରଖାଯାଇଥିଲା। ଦ୍ୱିତୀୟ ଦିନ ଅର୍ଥାତ୍‌ ଗତ ୧୮ରେ ଗୃହକାର୍ଯ୍ୟ ମୋଟ୍‌…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ ହରାଉଥିବାରୁ ଏହାର ପୁନଃରୁଦ୍ଧାର ସହ ସୌନ୍ଦର୍ଯ୍ୟକରଣ ଲାଗି ସହରବାସୀ ଦୀର୍ଘ ବର୍ଷ ହେଲା…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା ପାଇବା ପୂର୍ବରୁ ନିଜର e-KYC ଏବଂ ବ୍ୟାଙ୍କ ସ୍ଥିତି ଯାଞ୍ଚ କରିନେବା ଜରୁରୀ।…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର। ଆଗରେ ବାଉନ୍‌ସର ଶଟର ପକାଇ ଜଗି ରହୁଥିବାବେଳେ ଭିତରେ ଜମୁଛି ରଙ୍ଗିନ ରାତି।…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌ ରାସ୍ତାରେ ଏକ ନବଜାତ ଶିଶୁର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଶିଶୁ ଜନ୍ମ…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ ଏବେ ୪୩.୭ ପ୍ରତିଶତରେ ପହଞ୍ଚିଛି। ଗତ କିଛି ବର୍ଷ ମଧ୍ୟରେ ରାଜ୍ୟର ଖଣିଜ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି। ମୃତକ ଜଣକ ହେଲେ ଛତ୍ରପୁର ଥାନା ଅରୁଗୁଣୀ ଗ୍ରାମର ଆର. ରାଜା ରାଓ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri