ରାଣୀ ପଣ୍ଡା ଗୁରୁତର: ଅସ୍ତ୍ରୋପଚାର କଥା କହି କ୍ୟାମେରା ଆଗରେ କାନ୍ଦିପକାଇଲେ
ଭୁବନେଶ୍ୱର,୨୪।୧: ପ୍ରଖ୍ୟାତ ଓଡ଼ିଆ ଯାତ୍ରା କଳାକାର ରାଣୀ ପଣ୍ଡା, ଯିଏ ତାଙ୍କ ସାମାଜିକ କାର୍ଯ୍ୟ ଏବଂ ଗରିବ ଏବଂ ଅସହାୟ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଜଣା, ତାଙ୍କ ଅବସ୍ଥା ଗୁରୁତର ହୋଇପଡିଛି। ରାଣୀଙ୍କ ଅନୁଯାୟୀ, ଡାକ୍ତର ତାଙ୍କୁ ଅସ୍ତ୍ରୋପଚାର କରିବାକୁ…
ମାତୃଭାଷାରେ ସ୍ନାତକ ପଢ଼ିବେ ଛାତ୍ରଛାତ୍ରୀ: ପୁସ୍ତକ ଲେଖା ପାଇଁ ୫୦ ଲେଖକ ମନୋନୀତ
ଭୁବନେଶ୍ବର, ୨୪।୧: ଆଗକୁ ଛାତ୍ରଛାତ୍ରୀମାନେ ଓଡ଼ିଆ ଭାଷାରେ ସ୍ନାତକ ପଢିବେ। ଏନେଇ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିକଟରେ ଇନ୍ଦିରା ଗାନ୍ଧୀ ମୁକ୍ତ ବିଶ୍ବବିଦ୍ୟାଳୟ ପକ୍ଷରୁ ଏମବିଏ ପାଠ୍ୟକ୍ରମ ପାଇଁ ଓଡ଼ିଆ ପୁସ୍ତକ ପ୍ରକାଶ କରାଯାଇଥିଲା ବେଳେ ଆଗକୁ ଡାକ୍ତରୀ ଏବଂ…
ହତ୍ୟା ପରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କଲେ ପୁଅ
ବାରିପଦା,୨୪।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଶନ ଚାଉଳ ଭାଗବଣ୍ଟାକୁ ନେଇ ନୃଶଂସ ପୁଅ ଏକ ଦାଆରେ ମା’ ବେକକୁ କାଟି ହତ୍ୟା କରିବା ପରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ବାରିପଦା…
ନବ ଦାସ ହତ୍ୟା ତଦନ୍ତ ଦାବି: ଚୂଡାନ୍ତ ନିଷ୍ପତ୍ତି ନେବେ ସରକାର
ଭୁବନେଶ୍ୱର, ୨୪।୧(ସୁନିତ୍ ମିଶ୍ର): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତଦନ୍ତ ପ୍ରକ୍ରିୟା କ’ଣ ହେବ ସେ ନେଇ ଖୁବ୍ଶୀଘ୍ର ସରକାର ନିଷ୍ପତ୍ତି ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ହରିଚନ୍ଦନ କହିଛନ୍ତି, ନବ…
ଆକାଶିଆ ଜଙ୍ଗଲରେ ନିଆଁ ଲଗାଇ ଦେଲେ
ପାଟଣା,୨୩ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ରାସ୍ତା ପାର୍ଶ୍ୱ ହନୁମାନ ଛକ ନିକଟ ଖୁଣ୍ଟାପଡା ଗ୍ରାମ ନିକଟରେ ଥିବା ଏକର ଏକର ପରିମିତ ୟୁକାଲିପଟାସ ଓ ଆକାଶିଆ ଜଙ୍ଗଲରେ ଗୁରୁବାର ଅପରାହ୍ନରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ।…
କ୍ଷେତରେ ଧାନ ରୋଇଲେ ଛାତ୍ରୀଛାତ୍ର
ବରଗଡ଼,୨୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ କ୍ରୀଷ୍ଣା ବିକାଶ ଗ୍ରୁପ ଅଧୀନ ବିକାଶ ଆବାସିକ ବିଦ୍ୟାଳୟର ଦ୍ୱିତୀୟରୁ ପଞ୍ଚମ ଶ୍ରେଣୀ ଛାତ୍ରୀଛାତ୍ର ଜାତୀୟ ଶିକ୍ଷାନୀତି(ଏନଇପି)-୨୦୨୦କୁ ଅନୁଧ୍ୟାନ କରି ଗୁରୁବାର ଏକ ନିଆରା କାର୍ଯ୍ୟକ୍ରମ କରିଛନ୍ତି। ବିଦ୍ୟାଳୟର ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…
ମାଘରେ ବଢୁଛି ତାତି: ପାରଳାଖେମୁଣ୍ଡିରେ ସର୍ବାଧିକ ୩୪.୨ ଡିଗ୍ରୀ
ଭୁବନେଶ୍ୱର,୨୩ା୧: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦିନ ତାପମାତ୍ରା ୩୫ ଡିଗ୍ରୀ ପାଖାପାଖି ଛୁଇଁଲାଣି। ରାତିରେ କୁହୁଡି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଥିବା ବେଳେ ଦିନରେ ଟାଇଁ ଟାଇଁ ଖରା ଅନୁଭୂତ ହେଉଛି। ଗୁରୁବାର ବାଲେଶ୍ୱର, ଭଦ୍ରକ, କଟକ,…
କ୍ଲାସ୍ରୁମ୍ରେ ଛାତ୍ରୀଙ୍କ ବଳାତ୍କାର ଉଦ୍ୟମ ମାମଲା: ଅଧ୍ୟକ୍ଷ, ଅଧ୍ୟାପକ ନିଲମ୍ବିତ
ଯାଜପୁର,୨୩।୧(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲା ବରୀ ଥାନା ଅଧୀନ ଅଭିମନ୍ୟୁ ସାମନ୍ତସିଂହାର ଡିଗ୍ରୀ କଲେଜର ଜଣେ ଛାତ୍ରୀଙ୍କୁ କ୍ଲାସ୍ରୁମ୍ରେ ବଳାତ୍କାର ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଥିଲା ା ଏହି ଘଟଣାକୁ ନେଇ ଛାତ୍ର ଅଶାନ୍ତି ସୃଷ୍ଟି ହୋଇଥିଲା ା ପରିସ୍ଥିତି…
ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ: ରବି ଋତୁରେ ୨୦୦୦ ହେକ୍ଟର ଜମିକୁ ଯିବ ପାଣି
ବରଗଡ଼ ,୨୩।୧: ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ,ଜଳସମ୍ପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗ ଆଜି ସମ୍ବଲପୁର ଓ ବରଗଡ଼ ଜିଲା ଗସ୍ତ କରି ଜଳସେଚନ ପ୍ରକଳ୍ପ ପରିଦର୍ଶନ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ ବରଗଡ଼ ଜିଲାର…
ମଣ୍ଡିରୁ ଧାନ ଉଠାଇବାରେ ଅବହେଳା: ୧୧ ମିଲରଙ୍କୁ ତାଗିଦ୍
ଛତ୍ରପୁର,୨୩।୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ବ ଓ ଅବହେଳା କରାଯାଇଥିବାରୁ ଜିଲା ପ୍ରଶାସନ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଛତ୍ରପୁର ବ୍ଲକର ୪, ଗଞ୍ଜାମ ବ୍ଳକର ୪ ଓ ପୁରୁଷୋତ୍ତମପୁର ବ୍ଲକର ୩ ଜଣ…
ଲେମ୍ବୁ ବଗିଚା କେନାଲରୁ ଏକ ବିଲୁପ୍ତପ୍ରାୟ ଉଦ୍ଧାର ହେଲା ଫିସିଂ କ୍ୟାଟ୍
ବାରିପଦା,୨୩।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧିନ ଦେଉଳି ରେଞ୍ଜ କୁଳିଅଣା ସେକ୍ସନ କନିଆଁଲୁକା ଗ୍ରାମର ଲେମ୍ବୁ ବଗିଚା କେନାଲରୁ ଏକ ବିଲୁପ୍ତପ୍ରାୟ ଜଙ୍ଗଲ ବିଲେଇ ବା ଫିସିଂ କ୍ୟାଟ୍କୁ ବନବିଭାଗର କର୍ମଚାରୀମାନେ ଗୁରୁବାର ଅପରାହ୍ନ ୩ଟାରେ ଉଦ୍ଧାର…
ଶ୍ରୀ ମନ୍ଦିର ବାହାରେ ହେବ ୱାଚ୍ ଟାୱାର, କଡ଼ାକଡ଼ି ହେବ ସୁରକ୍ଷା
ଭୁବନେଶ୍ୱର,୨୩ା୧: ପୁରୀର ଜଗନ୍ନାଥ ମନ୍ଦିର ଚାରିପାଖରେ ସୁରକ୍ଷା ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ମନ୍ଦିର ବାହାରେ ଏକ ୱାଚ୍ ଟାୱାର ସ୍ଥାପନ କରିବା ବିଷୟରେ ଚିନ୍ତା କରୁଛନ୍ତି। ପ୍ରସ୍ତାବିତ ୱାଚ୍ ଟାୱାର ପୁରୀ ଜଗନ୍ନାଥ ମନ୍ଦିର ଉପରେ ‘ବେଆଇନ’ ଡ୍ରୋନ୍…
Archives


