ରାଜ୍ୟ

କୋଟିଆରେ ରଥଯାତ୍ରା: ହଜାର ହଜାର ଭକ୍ତଙ୍କ ଗ୍ରହଣରେ ୪ ମନ୍ତ୍ରୀଙ୍କ ସହ ରଥ ଟାଣିଲେ ଉପମୁଖ୍ୟମନ୍ତ୍ରୀ

କୋରାପୁଟ/ପଟ୍ଟାଙ୍ଗି,୨୮ା୬(ଅମିତାଭ ବେହେରା/ଶରତ କୁମାର ଧଳ)-ପୁରୀରେ ରୀତିନୀତି ଅନୁଯାୟୀ ୩ ଠାକୁରଙ୍କ ରଥଯାତ୍ରା ପାଳନ ହୋଇଥିବା ବେଳେ ଏହାର ଗୋଟିଏ ଦିନ ପରେ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତରେ ରଥଟଣା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପମୁଖ୍ୟମନ୍ତ୍ରୀ…

ହେଲ୍‌ମେଟ ନାହିଁ ତ ପେଟ୍ରୋଲ ନାହିଁ କଡ଼ାକଡ଼ି କରାଯିବ…

ନୂଆପଡ଼ା,୨୮ା୬ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଭାଗୃହରେ ଶନିବାର ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ଓ ଆମ ବସ୍‌ଷ୍ଟାଣ୍ଡ ନୋଡାଲ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଏତଙ୍କ ଅଧ୍ୟକ୍ଷତାରେ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଛାତ୍ରଙ୍କ ସାମଗ୍ରୀ ଫେରେଇଲେ ବିଦ୍ୟାଳୟ କର୍ତ୍ତୃପକ୍ଷ

ଦାରିଙ୍ଗବାଡି, ୨୮।୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରାବାସ ମରାମତି କରାଯିବା ସମୟରେ ଗତ ଛୁଟି ପୂର୍ବରୁ ସପ୍ତମ ଓ ଅଷ୍ଟମ ଛାତ୍ରଙ୍କ ଛାତ୍ରାବାସରେ ରହିଥିବା ଟ୍ରଙ୍କ ସମେତ ପାଠ୍ୟ ପୁସ୍ତକ, ପୋଷାକ ଆଦି…

ଜଗା ଦର୍ଶନ ପାଇଁ ଯାଉଥିଲେ: ଚଢ଼ିଗଲା ଆମ ବସ୍‌

ପିପିଲି,୨୮।୬: ପୁରୀ ଜିଲା ପିପିଲି ନିକଟରେ ଶନିବାର ଏକ ମମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଆମ ବସ୍‌ ଧକ୍କାରେ ୩ଜଣ ଯୁବତୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଏକ ସ୍କୁଟିରେ ଭୁବନେଶ୍ବରରୁ ୩ଜଣ ଯୁବତୀ ପୁରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ…

ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ସବୁ ପାଇଛି: ଗୌତମ ଆଦାନୀ

ପୁରୀ,୨୮।୬: ଓଡ଼ିଶାରେ ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀ । ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ ପୁରୀରେ ପହଞ୍ଚି ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାରେ ସାମିଲ ହୋଇଛନ୍ତି। ଗୌତମ ଆଦାନୀ ପରିବାର ସହ ରଥ ଉପରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଭୁବନେଶ୍ୱର ବିଜୁ…

ରାଜ୍ୟରେ ୪ ପର୍ଯ୍ୟନ୍ତ ବର୍ଷା : ଗୋଟିଏ ନୁହେଁ ଆସୁଛି ଦୁଇଦୁଇଟି ଲଘୁଚାପ

ଭୁବନେଶ୍ୱର,୨୮।୬: ରାଜ୍ୟରେ ଜୁଲାଇ ୪ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଆଉ ୨ଟି ଲଘୁଚାପ ଆସୁଛି। ଏ ନେଇ ରାଜ୍ୟରେ ବର୍ଷା ଲାଗିରହିବ। ସାରା ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରିଛି ପାଣିପାଗ ବିଭାଗ। ଅଧିକ ବର୍ଷା ନେଇ ବହୁ…

ଛାତ୍ରଙ୍କ ପୋଷାକ ଏଣେତେଣେ ଫିଙ୍ଗିଦେଲେ, ଆଦିବାସୀ ଛାତ୍ରାବାସରେ ଛାତ୍ରଙ୍କ ପ୍ରତି ନିର୍ଯ୍ୟାତନା

ଦାରିଙ୍ଗବାଡି, ୨୮।୬ (ଅରୁଣ ସାହୁ): ଜଣେ ଗରିବ ଲୋକର ପାଠ ପଢିବା ପାଇଁ ଆବଶ୍ୟକ ପାଠ୍ୟ ପୁସ୍ତକ, ପୋଷାକ କିଣିବା ସମ୍ଭବ ହେଉନଥିବାବେଳେ ତା’ର ପୁଅ ଝିଅଙ୍କୁ ପଢାଇବା ପାଇଁ ସରକାରଙ୍କ ଉପରେ ନିର୍ଭର କରିଥାଏ କିନ୍ତୁ ଅନେକ ସମୟରେ ଅଭିଭାବକ…

୧୦ ଲକ୍ଷ ପୁରସ୍କାର ଘୋଷିତ ୬ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୮ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ନିକଟରେ ୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ଆତ୍ମସମର୍ପଣ କରିଥିବା ୬ଜଣ ମାଓବାଦୀଙ୍କ ମଧ୍ୟରୁ ୪ ମାଓବାଦୀ ଓ ଦୁଇ ପୁରୁଷ ମାଓବାଦୀ ଥିବା ବେଳେ ସମସ୍ତେ…

ଛାତ ଉପରକୁ ଯାଇଥିଲେ ପୁଅ, ଦାଦା ଦେଖିଲା ବେଳକୁ ଲାଗିଥିଲେ ବିଦ୍ୟୁତ୍‌ ତାରରେ ପରେ…

ଧର୍ମଶାଳା,୨୮।୬: ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମର ଜଣେ ଯୁବକଙ୍କ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛି। ସୂଚନା ମୁତାବକ ଅଭୟପୁର ପଞ୍ଚାୟତ ଅଚ୍ୟୁତପୁର ଗ୍ରାମର ପ୍ରଭାସ କୁମାର ସାହୁଙ୍କ ପୁଅ ଓମ୍‌ ପ୍ରକାଶ ସାହୁ ବୟସ…

ଶରଧାବାଲିରେ ୩ ରଥ

ପୁରୀ,୨୮ା୬: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ମହାପ୍ରଭୁଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ସୁଭଦ୍ରାଙ୍କ ଦର୍ପଦଳନ ରଥ। ପ୍ରଥମେ ତାଳଧ୍ୱଜ ଏବଂ ଦର୍ପଦଳନ ଶରଧାବାଲିରେ ପହଞ୍ଚିବା ପରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ ଭକ୍ତଙ୍କ…

ରଥଟଣା ବିଳମ୍ବକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ନବୀନ, କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୬: ରଥଟଣା ବିଳମ୍ବକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣାରେ ଅତ୍ୟଧିକ ବିଳମ୍ବ ହେବାରୁ ନବୀନ କ୍ଷୋଭ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଆମେ ବିଳମ୍ବ ପାଇଁ ପ୍ରଶାସନକୁ ଆଙ୍ଗୁଳି…

୮୫ ମଣ୍ଡିରେ ପଡିରହିଛି ୨ ଲକ୍ଷରୁ ଊଦ୍ଧର୍‌ବ କୁଇଣ୍ଟାଲ ଧାନ

ଭବାନୀପାଟଣା,୨୮ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହା ଚାଷୀଙ୍କ ଚିନ୍ତାର କାରଣ ପାଲଟିଛି। ରବି ଧାନ ଅମଳ କରି ବିକ୍ରି ପାଇଁ ଚାଷୀମାନେ ମଣ୍ଡିରେ ରଖିଛନ୍ତି। ହେଲେ ମଣ୍ଡିରୁ ଧାନ ଠିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?