ଧନୁଯାତ୍ରାରୁ ନିଖୋଜ ଯୁବତୀ ଉଦ୍ଧାର ଘଟଣା: ସିନ୍ ରିକ୍ରିିଏଟ୍ବେଳେ ଅଭିଯୁକ୍ତ କହିଲେ ଏମିତି କିଛି କଥା ପୋଲିସ ଚକିତ
ବରଗଡ଼,୨୩ା୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରାରୁ ନିଖୋଜ ଯୁବତୀଙ୍କୁ ଜଙ୍ଗଲକୁ ଅପହରଣ କରି ନେଇ ବଳାତ୍କାର, ହତ୍ୟା ଉଦ୍ୟମ ମାମଲା ରାଜ୍ୟବ୍ୟାପୀ ହଇଚଇ ସୃଷ୍ଟି କରିଛି। ଏହି ମାମଲାରେ ଆହତ ପୀଡ଼ିତା ଭୀମସାର୍, ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ପୋଲିସ ମାମଲାର ମୁଖ୍ୟ ଅଭିଯୁକ୍ତ…
ବାରବାଟୀ ମ୍ୟାଚ୍ର ମଜା ନେବେ ଧର୍ମେନ୍ଦ୍ର ପ୍ରଧାନ: କିଣିଲେ ଟିକେଟ୍
କଟକ,୨୩।୧: ଫେବୃଆରୀ ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବ। ଏହାକୁ ନେଇ କ୍ରିକେଟ୍ପ୍ରେମୀଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଛି। ବଡ଼ ବଡ଼ ରାଜନେତା ଏହି ମ୍ୟାଚ୍ ପାଇଁ ଟିକେଟ୍ କିଣୁଛନ୍ତି।…
ନେଚର ପାର୍କରେ ନଷ୍ଟ ହେଲାଣି ଫାଇବର ପ୍ରତିମୂର୍ତ୍ତି, ଜଳ ଫୁଆରା, ମୁହଁ ଫେରାଉଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡ଼ି,୨୩ା୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବୁଲି ଆସୁଥିବା ପର୍ଯ୍ୟଟକ ଏବେ ଏକାଧିକ ପର୍ଯ୍ୟଟନକ୍ଷେତ୍ରର ଅବ୍ୟବସ୍ଥାକୁ ଦେଖି ନାକ ଟେକିବା ଆରମ୍ଭ କରିଛନ୍ତି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ରହିଛି, ଯାହା ଏକ ଦଶନ୍ଧି ପୂର୍ବରୁ ଏହାର ଶୁଭାରମ୍ଭ…
ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢ଼ୀଙ୍କ କଡ଼ା ଚେତାବନୀ, ଏଣିକି ବିଧାନସଭାରେ ବିଶୃଙ୍ଖଳା କଲେ…
ଭୁବନେଶ୍ୱର,୨୩ା୧: ଗୁରୁବାର ବାଚସ୍ପତି ସୁରମା ପାଢ଼ୀ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ବାଚସ୍ପତି କହିଛନ୍ତି, ବିଧାନସଭାରେ ବିରୋଧୀ ବିଶୃଙ୍ଖଳା ଆଚରଣ କଲେ ଏଥର କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ସରକାରୀ ଦଳ ବଜେଟ୍ ଉପସ୍ଥାପନା କରିବେ। ବିରୋଧୀ ଦଳଙ୍କର ଯଦି କୌଣସି ବିଷୟ…
ନବଦାସ ହତ୍ୟାକାଣ୍ଡ: ସୁରେଶ ପୂଜାରୀ କହିଲେ ସାଂଘାତିକ କଥା, ବହୁ ତଥ୍ୟ…
ଭୁବନେଶ୍ୱର,୨୩।୧:ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ହତ୍ୟା ମାମଲାରେ ସରକାର ଏବଂ ବିରୋଧୀ ଦଳର ନେତାଙ୍କ ବୟାନ ବାଜି ମଧ୍ୟରେ ସିବିଆଇ ତଦନ୍ତ ଦାବି କରିଛନ୍ତି ଝିଅ ଦୀପାଳି ଦାସ। ଏହାରି ମଧ୍ୟରେ ସବୁ…
ମନ୍ତ୍ରୀଙ୍କ ବଡ଼ ଘୋଷଣା, ଆଉ ଚଳିବନି…
ଭୁବନେଶ୍ୱର,୨୩।୧: ଅସାଧୁ ମିଲରଙ୍କୁ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ କଡ଼ା ଚେତାବନୀ। କଟନୀ ଛଟନୀ କରୁଥିବା ମିଲରଙ୍କୁ କାରଣ ଦର୍ଶାଅ ନୋଟିସ। କୃଷକମାନଙ୍କୁ ହଇରାଣ କଲେ କଡ଼ା ଆକ୍ସନ ନିଆଯିବ ବୋଲି ଚେତାବନୀ ଦେଲେ ଯୋଗାଣ ମନ୍ତ୍ରୀ। ଆଉ ପୁରୁଣା ନୀତି…
ସିରିଜ ଦୁର୍ଘଟଣା ଘଟାଇଲା ମୋ’ ବସ୍: ୪ ଆହତ
ଭୁବନେଶ୍ୱର,୨୩ା୧: ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ପୂର୍ବାହ୍ନରେ ସିରିଜ୍ ଦୁର୍ଘଟଣା ଘଟାଇଛି ମୋ ବସ୍। ରାଜମହଲ-ମାଷ୍ଟରକ୍ୟାଣ୍ଟିନ ଛକ ମଝିରେ ଗୋଟିଏ ମୋ ବସ୍କୁ ଆଉ ଏକ ମୋ ବସ୍ ଧକ୍କା ଦେବାରୁ ଏହି ଦୁର୍ଘଟଣା ହୋଇଛି।। ଆଜି ସକାଳେ ଇଭି ମୋ ବସ୍ଟି…
ଇଲେକ୍ଟ୍ରୋନିକ୍ସ ଦୋକାନରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ଧୂଷୁରୀ,୨୩।୧(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଧୂଷୁରୀ ବଜାରରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିଯାଇଛି। ମିଳିଥିବା ସୂଚନାନୁସାରେ, ବ୍ୟବସାୟୀ ମିଲୁ ମଲ୍ଲିକ ସବୁଦିନ ପରି ଦୋକାନ…
ମୁଢ଼ି ଖାଇଲେ ମୁଖ୍ୟମନ୍ତ୍ରୀ, ଦଳୀୟ କାର୍ଯ୍ୟାଳୟରେ ୪ ଘଣ୍ଟା ରହିଲେ
ଭୁବନେଶ୍ୱର, ୨୩ା୧(ସୁନିତ୍ ମିଶ୍ର):ସରକାର ଏବଂ ସଙ୍ଗଠନ ମଧ୍ୟରେ କିପରି ଅଧିକ ସମନ୍ବୟ ରହିପାରିବ ତାକୁ ନେଇ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ,…
ନୌସେନା ଅଫିସର ନିଖୋଜ, ରାସ୍ତାରୁ ମିଳିଲାଆଇଡି କାର୍ଡ
ବ୍ରହ୍ମପୁର,୨୩ା୧(ସବାସ ଚନ୍ଦ୍ର ପାଢ଼ୀ): କେରଳର କୋଚି ଆଇଏଏସ୍ ଗରୁଡ଼ାରେ କାର୍ଯ୍ୟରେ ଯୋଗଦେବାକୁ ଟ୍ରେନ୍ରେ ଯାଉଥିବା ଜଣେ ନୌସେନା ଅଫିସର ଗତ ୧୯ ତାରିଖରୁ ନିଖୋଜ ଅଛନ୍ତି। ସେ ହେଲେ ବ୍ରହ୍ମପୁର ଗେଟ୍ ବଜାରର ସୌରଭ କୁମାର ପାତ୍ର (୨୫)। ସୌରଭ ଏ…
୬ଷ୍ଠ ଅର୍ଥ କମିଶନ ଗଠିତ, ଅରୁଣ ପଣ୍ଡା ଅଧ୍ୟକ୍ଷ
ଭୁବନେଶ୍ୱର,୨୩ା୧(ଅନିଲ ଦାସ): ରାଜ୍ୟ ସରକାର ବୁଧବାର ଷଷ୍ଠ ଅର୍ଥ କମିଶନ ଗଠନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ୫ ଜଣ ସଦସ୍ୟ ରହିଛନ୍ତି। ବୁଧବାର ଅର୍ଥ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟପାଳ…
୪ ଦିନରେ ୪ ଡିଗ୍ରୀ ବଢ଼ିବ ତାପମାତ୍ରା
ଭୁବନେଶ୍ୱର,୨୩ା୧(ଅନୁରାଧା ମହାରଣା): ଜାନୁଆରୀ ନ ସରୁଣୁ ହଠାତ୍ ପାରଦ ଉପରମୁହାଁ ହୋଇଛି। ଶୀତ ଗାଏବ୍ ହୋଇଯାଇଥିବାବେଳେ ରାତିରେ କୁହୁଡ଼ି ଓ ଦିନରେ ଖରା ଡରାଉଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୃଷ୍ଟାନ୍ତମୂଳକ ଭାବେ ରାତି ତାପମାତ୍ରା ବୃଦ୍ଧି ପାଇଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକ…
Archives


