ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ
ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା ପୂର୍ବରୁ ମେଲୋଡି କାର୍ଯ୍ୟକ୍ରମ ଚାଲିଥିଲା। ଏହି ସମୟରେ କମିଟି ପକ୍ଷରୁ ନବୀନ ନବୀନ ଗୀତଟି…
ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରି ସିନ୍ ରିକ୍ରିଏଶନ କଲା ପୋଲିସ
ବରଗଡ଼,୨୨ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସିଥିବା ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ମଙ୍ଗଳବାର ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରାକେଶ ଡନସନାଙ୍କୁ ପୋଲିସ ବଲାଙ୍ଗୀର ଜିଲା ଟିଟିଲାଗଡ଼…
ଅଯୋଗ୍ୟ ରାଶନ କାର୍ଡ ହିତାଧିକାରୀଙ୍କୁ ତାଗିଦ୍ କଲେ ଯୋଗାଣ ମନ୍ତ୍ରୀ, କହିଲେ ସରେଣ୍ଡର କର ନ ହେଲେ…
ଭୁବନେଶ୍ୱର,୨୨।୧:ଅଯୋଗ୍ୟ ରାଶନ କାର୍ଡ ହିତାଧିକାରୀଙ୍କୁ ତାଗିଦ୍ କଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଅଯୋଗ୍ୟ ହିତାଧିକାରୀଙ୍କୁ ଅପିଲ କରୁଛି ସରେଣ୍ଡର କରିଯାଆନ୍ତୁ । ସରେଣ୍ଡର ନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। କାର୍ଡ ସରେଣ୍ଡର କଲେ କୌଣସି କାର୍ଯ୍ୟାନୁଷ୍ଠାନ ହେବନି।…
ଦୁଇ ହାତୀଦାନ୍ତ ଜବତ, ୪ ଅଭିଯୁକ୍ତ ଅଟକ
ବାରିପଦା,୨୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜଙ୍ଗଲରେ ହାତୀମାନେ ଅସୁରକ୍ଷିତ ହୋଇପଡ଼ିଲେଣି। ଶିକାରୀମାନେ ଜଙ୍ଗଲ ଭିତରେ ପଶି ହାତୀଙ୍କୁ ମାରି ସେମାନଙ୍କ ଦାନ୍ତ ଚୋରାଚାଲାଣ କରୁଛନ୍ତି। ବୁଧବାର ଧରାପଡ଼ିଛନ୍ତି ୪ ଅଭିଯୁକ୍ତ। ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଦେଉଳି ରେଞ୍ଜ ତଥା ଝାରପୋଖରିଆ ଥାନା…
ଖୋଲିବ ଗୁମର, ଫସିବେ ବବି !
ଭୁବନେଶ୍ୱର,୨୨ା୧: ଖୋଲିବ ଗୁମର। ପୁଣି ଫସିବେ ବିଜେଡି ନେତା ବବି ଦାସ। ଭାଜପା ସରକାର ବବିଙ୍କ ଉପରେ କଡ଼ା ଆକ୍ସନ ନେବେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଭାଜପା ବିଧାୟକ ପଦ୍ମଲୋଚନ ପଣ୍ଡା ଏନେଇ କିଛି ଭିତିରି କଥା ସିଧା…
ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି-୨୦୨୦: ଲାଗୁ ହେଲେ ବନ୍ଦ ହୋଇଯିବ ଅଙ୍ଗନବାଡି!
ଭୁବନେଶ୍ୱର,୨୨।୧: ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ବିତ କରି, ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ୬ ବର୍ଷରୁ ଅଧିକ ବୟସ ହେଲେ ନାମଲେଖାଇବା ନିୟମକୁ ଦେଇ କୁ ସଂଶୋଧିତ କରିଛନ୍ତି। ସରକାରଙ୍କ ବିଜ୍ଞପ୍ତିରେ ଉଲ୍ଲେଖ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଭତ୍ତା ଟଙ୍କା, ଏଣିକି ମିଳିବ ୨୫ହଜାର ଟଙ୍କା
ଭୁବନେଶ୍ୱର,୨୨।୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପୁଣି ବଡ଼ ଘୋଷଣା । ବଢାଇଲେ ଭତ୍ତା । ପାଚକ ଓ ପାଚିକାଙ୍କ ପାରିଶ୍ରମିକ ୧ ହଜାର ଟଙ୍କା ବୃଦ୍ଧିକରି ତାହାକୁ ୩ ହଜାର ଟଙ୍କା କରିବା ପରେ ଭତ୍ତା ବଢାଇବା ନେଇ ପୁଣି ଏକ…
ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ
ବଣାଇଁ,୨୨ା୧(ପ୍ରଦୀପ ତ୍ରିପାଠୀ): ବିଗତ ୧୯୧୩ ଅର୍ଥାତ୍ ସ୍ବାଧୀନତାର ୩୫ ବର୍ଷ ପୂର୍ବରୁ ସ୍ଥାପିତ ଝିର୍ଡ଼ାପାଲୀ ପ୍ରାଥମିକ ବିଦ୍ୟାଳୟରେ ଅଚଳାବସ୍ଥା ନେଇ ବୁଧବାର ଗ୍ରାମବାସୀ ଓ ଅଭିଭାବକ ମିଳିତ ଭାବେ ତାଲା ପକାଇ ବାହାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ସମ୍ପୃକ୍ତ ବିଦ୍ୟାଳୟରେ ଚଳିତ…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସୁଭଦ୍ରାରେ ୧୫୭ ପୁରୁଷ କରିଛନ୍ତି ଆବେଦନ
ଭୁବନେଶ୍ୱର,୨୨ା୧: ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ କରିଛନ୍ତି। ତେବେ ଏହି ପୁରୁଷଙ୍କୁ ତାଲିକାରୁ କାଟି ଦିଆଯାଇଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଆଧାନକାର୍ଡର ବ୍ୟାଙ୍କ…
ନବୀନ ପଟ୍ଟନାୟକଙ୍କ ଗୁମର ଖୋଲିଲେ ପୂର୍ବତନ ପୋଲିସ ଡିଜି: ରାଜ୍ୟରେ ପଡିଗଲା ଚହଳ
ଭୁବନେଶ୍ୱର,୨୨।୧: ପୂର୍ବତନ ପୋଲିସ ଡିଜି ତଥା ଭାଜପା ନେତା ପ୍ରକାଶ ମିଶ୍ରଙ୍କ ବହି ‘କମେଡି ଇନ୍ ଖାକି’ ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଛି। ଏହି ବହି ଜରିଆରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଷୟରେ ବହୁ…
କମିଲା ଶୀତ, ବଢ଼ିଲା ତାପମାତ୍ରା: ଏହି ଦିନ ପର୍ଯ୍ୟନ୍ତ ଘନ କୁହୁଡି
ଭୁବନେଶ୍ୱର,୨୨ା୧(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୧ରୁ ୨ ଡିଗ୍ରୀ ବୃଦ୍ଧି ପାଇଛି। ଆସନ୍ତା ୨୪ ଘଣ୍ଟା ପରେ ରାତି ତାପମାତ୍ରା ମଧ୍ୟ ବଢ଼ିବାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ର ସକ୍ରିୟ ପ୍ରଭାବରେ ଓଡ଼ିଶାକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ…
ଖାଲି ଆଖିରେ ଦେଖାଯିବ ୪ ଗ୍ରହ
ଭୁବନେଶ୍ୱର,୨୨।୧(ସୁଚିସ୍ମିତା ସାହୁ):ଖାଲି ଆଖିରେ ଦେଖିହେବ ୪ଟି ଗ୍ରହ। ସୂର୍ଯ୍ୟଙ୍କ ଚାରିପଟେ ବୁଲୁଥିବା ୮ଟି ଗ୍ରହ ମଧ୍ୟରୁ ଶୁକ୍ର, ମଙ୍ଗଳ, ବୃହସ୍ପତି ଏବଂ ଶନି ଗ୍ରହ ଜାନୁଆରୀ ୩୧ ପର୍ଯ୍ୟନ୍ତ ଖାଲି ଆଖିରେ ଦେଖାଯାଇପାରିବେ। ପଶ୍ଚିମ ଦିଗ୍ବଳୟର କିଛି ଉପରେ ଉଜ୍ଜ୍ୱଳ ଶୁକ୍ର…
Archives


