କ୍ୟାବିନେଟ୍ରେ ଉପସ୍ଥାପନ ହେବ ତଦନ୍ତ କମିଶନ ରିପୋର୍ଟ
କଟକ,୬ା୩(କାର୍ତ୍ତିକ ସାହୁ)ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯିବା ମାମଲାରେ ରାଜ୍ୟ ସରକାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ କ୍ୟାବିନେଟ୍ରେ ଉପସ୍ଥାପନ ହେବ। ଏଥିପାଇଁ ହାଇକୋର୍ଟ ସମୟ ଦେବାକୁ…
ନବ ଦାସଙ୍କ ହତ୍ୟା ମାମଲା: ସିବିଆଇ ତଦନ୍ତ ଦାବି ମାମଲାର ଅନ୍ତ
କଟକ,୫ା୩(କାର୍ତ୍ତିକ ସାହୁ)- ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାକୁ ନେଇ ରୁଜୁ ମାମଲାର ବୁଧବାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ରାଜ୍ୟ ସରକାର ନବ ଦାସ ହତ୍ୟା ମାମଲାର ତଦନ୍ତ ସଂକ୍ରାନ୍ତୀୟ ରିପୋର୍ଟ ସତ୍ୟପାଠ ଜରିଆରେ…
ମାର୍ଚ୍ଚ ୩୦ ରୁ ରାଜଧାନୀ ଭୁବନେଶ୍ୱରରୁ ଆଉ ୨ ଟି ପ୍ରମୁଖ ଗନ୍ତବ୍ୟସ୍ଥଳକୁ ବିମାନ ସେବା
ଭୁବନେଶ୍ୱର,୫ା୩: ମାର୍ଚ୍ଚ ୩୦ ରୁ ଓଡିଶାର ରାଜଧାନୀ ସହର ଆଉ ଦୁଇଟି ପ୍ରମୁଖ ଗନ୍ତବ୍ୟସ୍ଥଳ – ଉତ୍ତର ପ୍ରଦେଶର ଗାଜିଆବାଦ ଏବଂ ଆଣ୍ଡାମାନ ଏବଂ ନିକୋବରର ପୋର୍ଟ ବ୍ଲେୟାର ସହିତ ବିମାନ ଯୋଗେ ସଂଯୋଗ ହେବ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମଓ)…
ସୁଭଦ୍ରା ଯୋଜନା: କାଲି ମିଳିବ…
ଭୁବନେଶ୍ୱର,୫ା୩(ଅନୁରାଧା ମହାରଣା): ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାରେ ଅର୍ଥରାଶି ପାଇବା ପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୧ କୋଟି ୮ ଲକ୍ଷ ମହିଳା ଆବେଦନ କରିସାରିଛନ୍ତି। ଗୁରୁବାର ପଞ୍ଚମ ପର୍ଯ୍ୟାୟରେ ପ୍ରାୟ ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି…
ଏପ୍ରିଲରେ ପ୍ରାଥମିକ ବିଦ୍ୟାଳୟରେ ଆରମ୍ଭ ହେବ ‘ଶିଶୁ ବାଟିକା’
ଭୁବନେଶ୍ୱର,୫ା୩: ୨୦୨୫-୨୬ ଶିକ୍ଷାବର୍ଷରୁ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଜାତୀୟ ଶିକ୍ଷା ନୀତି (NEP)-୨୦୨୦ କାର୍ଯ୍ୟକାରୀ କରିବା ପାଇଁ ପ୍ରସ୍ତୁତି ସ୍ୱରୂପ, ଓଡ଼ିଶା ସରକାର ୨ ଏପ୍ରିଲ୍, ୨୦୨୫ରେ ସମସ୍ତ ବିଦ୍ୟାଳୟରେ ‘ପ୍ରବେଶ ଉତ୍ସବ’ ଏବଂ ‘ଖାଦି ଛୁଆଣ’ ଶୀର୍ଷକ ଏକ ଅଭିଯାନ ଆରମ୍ଭ…
ବିଜୁବାବୁଙ୍କ ଜନ୍ମ ଉତ୍ସବ ପାଳନକୁ ଆସିଲେନି ନବୀନ, କାଢ଼ି ନିଆଗଲା ଚୌକି
ଭୁବନେଶ୍ୱର,୫ା୩: ମାର୍ଚ୍ଚ ୫ ଅର୍ଥାତ୍ ଆଜି(ବୁଧବାର) ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ପଟ୍ଟନାୟକ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ। ନବୀନ ମୋହନଙ୍କ ନିମନ୍ତ୍ରଣ ରକ୍ଷା କରିବେ…
ଗର୍ଭଧାରଣର ଚିକିତ୍ସା ସମାପ୍ତି ପାଇଁ SOP ଗଠନ କରିବାକୁ ରାଜ୍ୟ ସରକାରଙ୍କୁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ,୫ା୩: ଛଅ ମାସ ମଧ୍ୟରେ ଗର୍ଭଧାରଣର ଚିକିତ୍ସା ସମାପ୍ତି ପାଇଁ ଏକ ଅନୁସୃତ ମାନକ ବ୍ୟବସ୍ଥା(ଏସଓପି) ସୃଷ୍ଟି କରିବାକୁ ଓଡ଼ିଶା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୨୦୨୪ ରେ ବାରମ୍ବାର ବଳାତ୍କାର ପରେ ଗର୍ଭବତୀ ହୋଇଥିବା ୧୩ ବର୍ଷୀୟ…
ତିନି ଦିନ ପରେ ଓଡ଼ିଶାରେ ୨-୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା
ଭୁବନେଶ୍ୱର,୫।୩: ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଧବାର ପୂର୍ବାନୁମାନ କରିଛି ଯେ ଆଗାମୀ ତିନି ଦିନ ପରେ ଓଡ଼ିଶାର ଅନେକ ଜିଲାରେ ଦିନର ତାପମାତ୍ରାରେ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ଘଟିବ। ପାଣିପାଗ କେନ୍ଦ୍ର କହିଛି ଯେ ଆଗାମୀ ତିନି ଦିନ ମଧ୍ୟରେ…
ମଧ୍ୟାହ୍ନଭୋଜନ ବନ୍ଦ: ପ୍ରତିବାଦ କରି ରାଜରାସ୍ତାରେ ବସିଲେ ଛାତ୍ରୀଛାତ୍ର
ପୁରୁଷୋତ୍ତମପୁର,୫ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର କୁମାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବ୍ଲକ ଶିକ୍ଷାଧିକାରୀ ଭାବେ ଗୋଟିଏ ପଦବୀରେ ଦୁଇ ଦୁଇଜଣ ଅଧିକାରୀ ଥିବା ସତ୍ତ୍ୱେ ଛାତ୍ରୀଛାତ୍ର ରାଜରାସ୍ତାରେ ଖରାରେ ବସି…
‘ଓଡ଼ିଶାରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବିଜୁବାବୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ବିଜେଡି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଦଳର ଜିଲା କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ର ଅଧ୍ୟକ୍ଷତା କରିଥିଲେ।…
ନିର୍ବାଚନ ପୂର୍ବ ପ୍ରତିଶ୍ରୁତିରୁ ଓହରିଲେ ଭାଜପା ସରକାର: ସାର୍ବଜନୀନ ହେବନାହିଁ ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ
କଟକ,୫।୩: ନିର୍ବାଚନ ପୂର୍ବ ପ୍ରତିଶ୍ରୁତିରୁ ଓହରି ଯାଇ, ବର୍ତ୍ତମାନ ଭାଜପା ନେତୃତ୍ୱାଧୀନ ଓଡ଼ିଶା ସରକାର ଓଡ଼ିଶା ହାଇକୋର୍ଟକୁ ଜଣାଇଛି ଯେ ହଜିଯାଇଥିବା ରତ୍ନ ଭଣ୍ଡାର ଚାବି ସମ୍ପର୍କରେ ଜଷ୍ଟିସ ରଘୁବୀର ଦାସ ତଦନ୍ତ କମିଶନଙ୍କ ରିପୋର୍ଟ ସାର୍ବଜନୀନ କରାଯାଇପାରିବ ନାହିଁ। ଲକ୍ଷ…
ଗେରୁଆ ରଙ୍ଗ ହେବ ସରକାରୀ ସ୍କୁଲ, ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୫।୩: ବଦଳିବ ସରକାରୀ ସ୍କୁଲର ରଙ୍ଗ। ସରକାରୀ କୋଠାର ରଙ୍ଗ ନୀଳରୁ ଗେରୁଆ ହେବ। ଗେରୁଆ ରଙ୍ଗର ହେବ ସରକାରୀ ସ୍କୁଲ। ସରକାରୀ ଓ ପ୍ରିଏମଶ୍ରୀ ସ୍କୁଲର ରଙ୍ଗ ବଦଳିବ। ଏନେଇ ଓସେପା ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି।…
Archives


