ରାଜ୍ୟ

ପୋଲିସ-ସିଆରପିଏଫ୍‌ ଯବାନଙ୍କ ଆନ୍ତଃରାଜ୍ୟ ଅଭିଯାନ

ଭୁବନେଶ୍ୱର,୨୦ା୧: ଓଡ଼ିଶାର ନୂଆପଡ଼ା ଜିଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲାର ସୀମାନ୍ତ ଅଞ୍ଚଳରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ ଏବଂ ସିଆରପିଏଫ୍‌ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି। ଉଲ୍ଲେଖଯୋଗ୍ୟ ଯେ, ଗତ ୧୯ ତାରିଖ ରାତିରୁ ଓଡ଼ିଶାର…

ଆଜି ବି ନବଙ୍କ ଭାଇ ବ୍ରଜଙ୍କ ଘରେ ରେଡ : କ’ଣ ଖୋଜୁଛି ଆଇଟି ଟିମ୍‌

ଭୁବନେଶ୍ୱର,୨୦।୧: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି  ରେଡ   ଜାରି ରହିଛି । ଚତୁର୍ଥ ଦିନରେ ଏହି ଚଢ଼ାଉ ଚାଲିଛି। ସମ୍ବଲପୁର ଧନକଉଡ଼ା ସ୍ଥିତ ଘର ଓ ଅଫିସରେ ଆୟକର ଟିମ୍‌ର ରେଡ୍‌ ଚାଲିଛି। ବ୍ରଜଙ୍କ ଘରେ…

ଚିଲିକାରେ ଆରମ୍ଭ ହେଲା ଡଲଫିନ୍‌ ଗଣନା

ଖୋର୍ଦ୍ଧା,୨୦ା୧(ଖୋର୍ଦ୍ଧା ପାଣିଗ୍ରାହୀ): ଚିଲିକା ଡିଭିଜନ ବନ୍ୟପ୍ରାଣୀ ବିଭାଗ (ବାଲୁଗାଁ) ପକ୍ଷରୁ ସମଗ୍ର ଚିଲିକାରେ ଡଲ୍‌ଫିନ୍‌ ଗଣନା ଆରମ୍ଭ ହୋଇଛି। ଚିଲିକାରେ ଦେଖା ଯାଉଥିବା ଇରାଓ୍ବ।ଡି ( Irrawaddy ) ଡଲ୍‌ଫିନ୍‌ ଏବଂ ଚିଲିକା-ସମୁଦ୍ର ମୁହାଣରେ ଦେଖା ଦେଉଥିବା ବଟଲ-ନୋଚ ଡଲଫିନ୍‌ର ଗଣନା…

ବଡ଼ ଘୋଷଣା, ନିଯୁକ୍ତ ହେବେ ୨ ହଜାର ଟ୍ରାଫିକ୍‌ ପୋଲିସ

ଭୁବନେଶ୍ୱର,୨୦ା୧(ସତ୍ୟଜିତ୍‌ ରାଉତ): ସଡ଼କ ସୁରକ୍ଷା କ୍ଷେତ୍ରରେ ଟ୍ରାଫିକ୍‌ ବ୍ୟବସ୍ଥାର ପ୍ରମୁଖ ଭୂମିକା ରହିଛି। ଏହାର ପରିଚାଳନା ପାଇଁ ରାଜ୍ୟରେ ଏବେ ୨୧୯୮ ଜଣ ଟ୍ରାଫିକ ପୋଲିସ କାର୍ଯ୍ୟ କରୁଛନ୍ତି। ଚଳିତବର୍ଷ ଆଉ ୨ ହଜାର ନୂଆ ପଦବୀ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ…

ବିଜେଡି ନେତାଙ୍କୁ ଜୋରଦାର ବିରୋଧ

ବଲାଙ୍ଗୀର/ ଖପ୍ରାଖୋଲ,୨୦।୧(ବୀରେନ୍ଦ୍ରକୁମାର ଝାଙ୍କର/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗନ୍ଧମାର୍ଦ୍ଦନର ସ୍ଥାୟୀ ସୁରକ୍ଷା ପାଇଁ ଖପ୍ରାଖୋଲ ଆଦର୍ଶ ବିଦ୍ୟାଳୟ ସମ୍ମୁଖ ପଡିଆରେ ରବିବାର ପଶ୍ଚିମ ଓଡିଶା ମହାସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ଯୋଗଦେବା ପାଇଁ ଆସିଥିବା ବିଜେଡି ନେତ୍ରୀନେତାଙ୍କୁ ଜୋରଦାର…

ଯୁବତୀ ଚାଲାଣ କରୁଥିଲେ ହଂସିତା, ଅନିଲ

ଭୁବନେଶ୍ୱର,୨୦ା୧(ସତ୍ୟଜିତ୍‌ ରାଉତ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁର ପରିଚୟ ଦେବା ସହ ନାମ ପରିବର୍ତ୍ତନ କରି ବଡ଼ବଡ଼ିଆଙ୍କୁ ଠକିଥିବା ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା ଅଭିଲିପ୍‌ସା ଓରଫ ବିଷ୍ଣୁପ୍ରିୟା ଚାନ୍ଦ ଓ ଅନିଲ କୁମାର ମହାନ୍ତି…

ଜୟନ୍ତୀରେ ବି ମନେ ପଡ଼ିଲେ ନି ବହ୍ନିକନ୍ୟା: ଧୂଳିମୟ ପ୍ରତିମୂର୍ତ୍ତି

ବରଗଡ଼,୧୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅନେକ ମହାପୁରୁଷ, ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି ରହିଛି। କିନ୍ତୁ ପ୍ରତିମୂର୍ତ୍ତିଗୁଡ଼ିକର ଯତ୍ନ କିମ୍ବା ରକ୍ଷଣାବେକ୍ଷଣ ଠିକ୍‌ଭାବେ କରାଯାଉ ନାହିଁ। ରବିବାର ସ୍ବାଧୀନତା ସଂଗ୍ରାମୀ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜୟନ୍ତୀ ଥିବା ବେଳେ ତାଙ୍କ ପ୍ରତିମୂର୍ତ୍ତିଙ୍କୁ ଅସମ୍ମାନ ସକାଳୁ…

ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ଏସ୍‌ପି ଅଫିସରେ ଆଇଜି ହିମାଂଶୁ ଲାଲ କଲେ ସମୀକ୍ଷା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣାକୁ ୭ ଦିନ ବିତିଯାଇ ଥିଲେ ମଧ୍ୟ ପୋଲିସ ହାତ ଖାଲି ପଡ଼ିଛି। ଏଭଳି ଏକ ସମ୍ବେଦନଶୀଳ ମାମଲାରେ ପୋଲିସର ଅପାରଗତା ପ୍ରତିବାଦରେ ଆସନ୍ତା…

ଟ୍ରକ ଚକା ତଳେ ପଡ଼ି ଚାଲିଗଲା ବାଇକ୍‌ ଚାଳକଙ୍କ ଜୀବନ

ପଟ୍ଟାଙ୍ଗି,୧୯।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନ ୨୬ ନଂ ଜାତୀୟ ରାଜପଥ ରାଲେଗଡ଼ା ପଞ୍ଚାୟତ ବୋଡାପାଡୁ ଛକରେ ରବିବାର ଟ୍ରକ ଚକା ତଳେ ପଡି ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଆବୁଡୁ ରାଜୁ।…

ଧରାପଡ଼ିଲେ ୬ ମାଓବାଦୀ: ହିଂସାକାଣ୍ଡ ପାଇଁ ଯୋଗାଉଥିଲେ ବିସ୍ଫୋରକ

ମାଲକାନଗିରି,୧୯ା୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ସୁକ୍‌ମା ଜିଲା ପୋଲିସ ୨ ପୁରସ୍କାର ଘୋଷିତ ମାଓବାଦୀଙ୍କ ସହ ୩ ଜଣଙ୍କୁ ଗିରଫ କରିଛି। ମାଓବାଦୀଙ୍କ ଉପସ୍ଥିତି ସମ୍ବନ୍ଧରେ ସୂଚନା ପାଇ ଚିନ୍ତାଗୁଫା ଥାନାରୁ ଜିଲା ପୋଲିସ ଓ ଡିଆରଜି ବାହିନୀ ମିଳିତ ଭାବେ ଦୁଲେଡ,…

ମାଟି ଖୋଲିଲେ ବିଡିଓ, ବୋହିଲେ ମହିଳା ସରପଞ୍ଚ

କୁଚିଣ୍ଡା,୧୯ା୧(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ଅଞ୍ଚଳରେ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ବିଭିନ୍ନ ପ୍ରକଳ୍ପ କାମ ହେଉଛି। କୁଚିଣ୍ଡା ବ୍ଲକ ଖଣ୍ଡୋକଟା ପଞ୍ଚାୟତର ଜୁନାନୀ ଗ୍ରାମର ଚାଷଜମିକୁ ଜଳସେଚନ ନିମନ୍ତେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୧୦ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ବ୍ଲକ ପକ୍ଷରୁ ଏକ କେନାଲ…

ସାରକୁ ଲୁଣ ଭାବି ଲେମ୍ବୁରେ ମିଶାଇ ଖାଇଦେଲେ ୫ ଛାତ୍ର: ଆଉ ତାପରେ

ବାରକୋଟ,୧୯।୧: ଦେବଗଡ଼ ଜିଲା ବାରକୋଟ ଥାନା ସରୁଆଳି ଗାଁରେ ରବିବାର ଏକ ଅଘଟଣ ଘଟିଛି। ସାର ଖାଇ ୫ଜଣ ଛାତ୍ର ଅସୁସ୍ଥ ହୋଇପଡିଥିବା ଜଣାପଡିଛି। ସମସ୍ତଙ୍କୁ ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମତାବକ, ଖେଳୁଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri