ରାଜ୍ୟ

ଜାନୁଆରୀ ୨୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୧୭।୧: ଆଗାମୀ ଜାନୁଆରୀ ୨୦ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୟୁନିଟ-୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ ଏବଂ ପରବର୍ତ୍ତୀ…

କେବଳ ଏଇ ଛୋଟିଆ କାମ କରିଦେଲେ ଶୀଘ୍ର ମିଳିଯିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୧।୧୭: ସୁଭଦ୍ରାଙ୍କୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଖୋଷଣା କରିଛନ୍ତି। ଏଯାବତ୍‌ ସୁଭଦ୍ରାରେ ୧୭ ହଜାର ମହିଳା ପୁଣି ସାମିଲ ହୋଇଛନ୍ତି। ୩୧ ହଜାର ଅପ୍ଟ ଆଉଟ ହୋଇଥିଲେ, ୧୭ ହଜାର ମିଶିଲେ। ବାକି ୧୪ ହଜାର ମହିଳା ଅପ୍ଟ…

ଭୁବନେଶ୍ୱରରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି

ଭୁବନେଶ୍ୱର,୧୭ା୧: ମହାମହିମ ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆଜି ଥର୍ମନ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ସ୍ବାଗତ କରିଛନ୍ତି। ୨୮…

‘୩୦ ହଜାର ଟନ୍‌ ଧାନ କିଣି ୮ ହଜାର କୋଟି ଟଙ୍କା ଚାଷୀଙ୍କୁ ଦେଲେଣି ସରକାର’

ଭୁବନେଶ୍ୱର,୧୭।୧: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନକିଣା ପ୍ରକ୍ରିୟା ଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାର ୩୦ ହଜାର ଟନ୍‌ ଧାନ କିଣି ସାରିଥିବା ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଶୁକ୍ରବାର ପ୍ରକାଶ କରିଛନ୍ତି। ଚାଷୀଙ୍କୁ ଏହି ବାବଦକୁ ୮ ହଜାର…

ଦୁଇ ଦିନ ବ୍ୟବଧାନ ପରେ ପୁଣି ଫେରିଲା ଶୀତ, ଥରୁଛି ଜି. ଉଦୟଗିରି

ଜି.ଉଦୟଗିରି,୧୭।୧(ଶିଶିର ପଟ୍ଟନାୟକ): ଦୁଇ ଦିନର ବ୍ୟବଧାନ ପରେ ପୁଣି ଫେରିଛି ଶୀତ। ରାଜ୍ୟର ସବୁଠାରୁ ଶୀତଳ ସହର ଜି ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ସେଲସିୟସ ରହିଛି। ଗୁରୁବାର ୭.୨ ଡିଗ୍ରୀ ରହିଥିଲା। ହାଡ଼ ଭଙ୍ଗା ଶୀତ ସାଙ୍ଗକୁ କୋହଲା…

ସ୍ବାମୀ-ଝିଅଙ୍କ ଆଖି ସାମ୍ନାରେ ମହିଳାଙ୍କ ମୁଣ୍ଡରେ ଚଢ଼ିଗଲା ଟ୍ରକ୍‌, ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୧(ଅଶେଷ ନାଥ ମିଶ୍ର): ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ଖେମୁଣ୍ଡି କଲେଜ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ୍‌ (ନଂ.ଓଡ଼ି ୦୭ ବି-୬୩୫୪) ମାଡ଼ିଯିବାରୁ ଦିଗପହଣ୍ଡି ଥାନା ଭୀଷ୍ମଗିରି ଗ୍ରାମର ରାଣୀ ପାତ୍ର ନାମ୍ନୀ ମହିଳା ଘଟଣାସ୍ଥଳରେ ମୃତ୍ୟୁବରଣ କରିଛନ୍ତି।…

ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିବ ଶୀତ

ଭୁବନେଶ୍ୱର,୧୭।୧: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ୧୮ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ଅନୁଭୁତ ହେବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନ ଥିଲେ ମଧ୍ୟ କେତେକ ଜିଲାରେ ତାପମାତ୍ରା କମିବାର ସମ୍ଭାବନା ରହିଛି।…

ମାଟିରେ ମିଶିଲା ବୈକୁଣ୍ଠ ଆଶ୍ରମ

ଭୁବନେଶ୍ୱର,୧୭ା୧: ଭରତପୁର ଥାନା ଅଧୀନ ଘାଟିକିଆ ମୌଜାରେ ସରକାରୀ ଜମି ଉପରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମକୁ ଶୁକ୍ରବାର ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବୁଲ୍‌ଡୋଜର ଲଗାଇ ଭାଙ୍ଗି ଦିଅଯାଇଛି। ନିର୍ଦ୍ଧାରିତ ସମୟ ୧୨ଟାରେ ଏହି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ…

ଖୁସି ଖବର: ନନ୍ଦନକାନନରେ ଜଳହସ୍ତୀ ଶାବକ ଜନ୍ମ

ବାରଙ୍ଗ/ତ୍ରିଶୂଳିଆ, ୧୭।୧ (ଲିଙ୍ଗରାଜ ରାଉତ/ତୁଷାରକାନ୍ତ ବେହେରା): ପ୍ରାଣୀଉଦ୍ୟାନ ନନ୍ଦନକାନନରୁ ଆସିଛି ଏକ ଖୁସି ଖବର। ପ୍ରାଣୀଉଦ୍ୟାନର ୬୨ ନମ୍ବର ଖୁଆଡ଼ରେ ରହୁଥିବା ଜଳହସ୍ତୀ ଏକ ଶାବକ ଜନ୍ମ ଦେଇଛି। ମା’ ଓ ଛୁଆ ସୁସ୍ଥ ଥିବାବେଳେ ଜଳାଶୟରେ ବିଚରଣ କରୁଥିବା ଜଣାପଡ଼ିଛି।…

ନବ ଦାସଙ୍କ ବଡ଼ ଭାଇ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୭।୧: ସ୍ବର୍ଗତଃ ନବ ଦାସଙ୍କ ବଡ଼ ଭାଇ ବ୍ରଜଙ୍କ ଘରେ ଶୁକ୍ରବାର ସକାଳୁ ଆଇଟି ରେଡ୍‌ ହୋଇଛି । ସେ ଆୟକର ଫାଙ୍କିବା ଅଭିଯୋଗରେ ଏହି ଚଢଉ । ଆୟକର ଟିମ୍‌ ୧୦ଟି ଗାଡ଼ିରେ ଆସି ଚଢ଼ାଉରେ ନିୟୋଜିତ ଅଛନ୍ତି। ତେବେକେବେଠୁ…

୧୦୫ ପ୍ରକଳ୍ପରେ ୪.୮ ନିୟୁତ ଟଙ୍କା ନିବେଶ

ଭୁବନେଶ୍ୱର,୧୭।୧ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଜାତୀୟ ଷ୍ଟାର୍ଟଅପ୍‌ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କମ୍ପାନୀ ଆଲୁମିନିୟମ ଉତ୍ପାଦନ କ୍ଷେତ୍ର ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବ୍ୟବସାୟିକ ଚ୍ୟାଲେଞ୍ଜଗୁଡ଼ିକୁ ମୁକାବିଲା କରୁଥିବା ୭୦ରୁ ଅଧିକ…

ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର, ଜାଣନ୍ତୁ କେତେ ବଢ଼ିଲା…

ଭୁବନେଶ୍ୱର,୧୭ା୧: ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସ ଖବର। ଏହି ବର୍ଗର ଶିକ୍ଷକମାନଙ୍କର ଦରମା ବଢ଼ାଇଛନ୍ତି ସରକାର। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକସ୍ତରରେ ସ୍କିମାଟିକ୍‌ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧୦୦୦ ଟଙ୍କା ପାରିଶ୍ରମିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri