ଉଦ୍ଘାଟିତହେଲା ମାଣ୍ଡିଆ ମଣ୍ଡି
କର୍ଲାମୁଣ୍ଡା,୧୭।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତର ଭାଲୁପିଆଠାରେ ମାଣ୍ଡିଆ ମଣ୍ଡି ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର ସିଂ, ଶ୍ରୀ ଅନ୍ନ ଅଭିଯାନ ଜିଲା କାର୍ଯ୍ୟକ୍ରମ…
ରୋଜ୍ଭ୍ୟାଲି ଚିଟ୍ଫଣ୍ଡ ଠକେଇ ମାମଲାରେ ଚାର୍ଜଫ୍ରେମ୍
ଭୁବନେଶ୍ୱର,୧୭ା୧(ସତ୍ୟଜିତ୍ ରାଉତ): ରୋଜଭ୍ୟାଲି ଚିଟ୍ଫଣ୍ଡ ଠକେଇ ମାମଲାରେ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର କୋର୍ଟ (ପିଏମ୍ଏଲ୍ଏ) ତଥା ଜିଲା ଓ ଦୌରା ଜଜ୍ ଚାର୍ଜଫ୍ରେମ୍ କରିଛନ୍ତି। ରୋଜ୍ଭ୍ୟାଲି ଚେୟାରମ୍ୟାନ ଗୌତମ କୁଣ୍ଡୁ, ପରିଚାଳନା ସଦସ୍ୟ ଶିବମୟ ଦତ୍ତ ଏବଂ ଅନ୍ୟ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ…
ମିଥ୍ୟା ବିଜ୍ଞାପନ ପାଇଁ ପାର୍ଲେ କମ୍ପାନୀକୁ ଅର୍ଥଦଣ୍ଡ
ଖୋର୍ଦ୍ଧା,୧୭ା୧(ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ବିଜ୍ଞାପନ ଦେଇ ଖାଦ୍ୟ ଉପତ୍ାଦ ବିକ୍ରି ଅଭିଯୋଗରେ ବିସ୍କୁଟ କମ୍ପାନୀ ‘ପାର୍ଲେ’ ଅଧିକୃତ ସଂସ୍ଥା ଫ୍ରାଞ୍ଚାଇଜ କର୍ତ୍ତୃପକ୍ଷ, ଡିଷ୍ଟ୍ରିବ୍ୟୁଟରଙ୍କୁ ଖାଦ୍ୟ ସୁରକ୍ଷା ଏବଂ ମାନକ ଅଧିନିୟମ ଆକ୍ଟ ୨୦୦୬ର ବିଭିନ୍ନ ଧାରାରେ ଖୋର୍ଦ୍ଧା ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ(ଏଡିଏମ୍)…
୧୯ ବର୍ଷରେ ୬୬% ଗୋମହିଷାଦି ସଂଖ୍ୟା କମିଛି, ଅର୍ଥନୀତି, ପରିବେଶ ଉପରେ ପକାଉଛି ପ୍ରଭାବ
କେନ୍ଦ୍ରାପଡ଼ା,୧୭ା୧(ଜଗନ୍ନାଥ ଧଳ): ୧୯୯୯ ମହାବାତ୍ୟା ପରେ କେନ୍ଦ୍ରାପଡ଼ା ଜିଲାର ଗୋମହିଷାଦି ପ୍ରାଣୀ ସଂଖ୍ୟା ଉପରେ ଚଡ଼କ ପଡିଛି। ଏକଦା ଗ୍ରାମାଞ୍ଚଳ ଅର୍ଥନୀତିକୁ ସମୃଦ୍ଧ କରୁଥିବା ଏହି ପ୍ରାଣୀଧନ ୧୯ ବର୍ଷରେ ସଂଖ୍ୟା ହ୍ରାସ ପାଇଛି। ଏହି ଜିଲାର ପ୍ରାଣୀ ବିଭାଗ ତଥ୍ୟ…
ଶ୍ୱଶୁର ଘରେ ନିଆରା ଚର୍ଚ୍ଚା: ଭାବୀ ଜ୍ୱାଇଁଙ୍କୁ ପରଷା ଗଲା ୭୬ ପ୍ରକାର ବ୍ୟଞ୍ଜନ
ରାୟଗଡ଼ା,୧୭।୧ (ଆଶିଷରଞ୍ଜନ ପଣ୍ଡା): ତେଲୁଗୁ ସମ୍ପ୍ରଦାୟର ମୁଖ୍ୟ ପର୍ବ ପୋଙ୍ଗଲରେ ରାୟଗଡ଼ା ସହରର ଏକ ପରିବାର ନିଜର ଭାବୀ ଜ୍ୱାଇଁଙ୍କୁ ନିମନ୍ତ୍ରଣକରି ଭୋଜନରେ ୭୬ ପ୍ରକାର ବ୍ୟଞ୍ଜନ ପରଷି ଚର୍ଚ୍ଚାକୁ ଆସିଛନ୍ତି। ପୋଙ୍ଗଲର ଶେଷ ଦିନରେ ରାୟଗଡ଼ା ଜଗନ୍ନାଥ ମନ୍ଦିର ନିକଟରେ…
ଜମି ବିବାଦରୁ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା
କୋରାପୁଟ/ନାରାୟପାଟଣା,୧୬/୧(ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟପାଟଣା ବ୍ଲକ ତାଳଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସିଙ୍ଗୁରୁ ତାଡିଙ୍ଗିଙ୍କ ହତ୍ୟା ଘଟଣାରେ ଗୁରବାର ନାରାୟଣପାଟଣା ପୋଲିସ ୩ ଜଣଙ୍କୁ ଗିରଫ କରିଥିବା ନେଇ ଲକ୍ଷ୍ମୀପୁରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଅତିରିକ୍ତ…
ଆଦିବାସୀ ମେଳା: ୧୨ ଦିନରେ ୯ କୋଟି ବେପାର
ଭୁବନେଶ୍ୱର,୧୬।୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଚାଳିଥିବା ଆଦିବାସୀ ମେଳା ଗୁରୁବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ…
ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୋଲିସ ଫୋର୍ସ, କଳାବାଘ ହତ୍ୟା ପରେ ତପ୍ତର ପ୍ରଶାସନ
ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳରେ ଶୁକ୍ରବାରଠାରୁ ନିୟୋଜିତ ହେବେ ପୋଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟାୟରେ ୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଜଏଣ୍ଟ ଟାସ୍କଫୋର୍ସ ସହ ମିଶି ପାଟ୍ରୋଲିଂ କରିବା ସହିତ ଫୋର୍ସ ରେଡ୍ କରିବେ ବୋଲି ସୂଚନା ଦେଇଛନ୍ତି ମୟୂରଭଞ୍ଜ…
ପାଣି ହଣ୍ଡାରେ ପଡ଼ିଗଲେ ୨ ବର୍ଷର ଶିଶୁକନ୍ୟା, ତା’ପରେ…
ଝରିଗାଁ,୧୬।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅଧୀନ ଏକମ୍ବା- ଖ ପଞ୍ଚାୟତ ସଦର ମହକୁମାରେ ବୁଧବାର ଏକ ଅଘଟଣ ଘଟିଛି। ପାଣି ଭର୍ତ୍ତି ଥିବା ଏକ ହଣ୍ଡାରେ ପଡ଼ି ଜଣେ ୨ ବର୍ଷର ଶିଶୁ କନ୍ୟାଙ୍କ ମୃତ୍ୟୁ ହୋଇଛି।…
ଯୋଗ୍ଯ ରାସନ କାର୍ଡ ହିତାଧିକାରୀମାନେ ଇ-କେୱାଇସି କରିବା ଜରୁରୀ,ଆସିଲା ନୂଆ ସୂଚନା
ଭୁବନେଶ୍ୱର,୧୬।୧: ରାଜ୍ୟର ଯୋଗ୍ଯ ରାସନ କାର୍ଡ ହିତାଧିକାରୀମାନେ ସେମାନଙ୍କ ଆଧାରକାର୍ଡ ଇ-କେୱାଇସି କରିବା ଜରୁରୀ ଅଟେ। ଇ-କେୱାଇସି କରିଥିବାର ସଦ୍ୟତମ ସ୍ଥିତି ବିଷୟରେ ଜାଣିବା ପାଇଁ http://foododisha.in ପୋର୍ଟାଲ୍ରେ Your eKYC status ଲିଙ୍କ୍ କ୍ଲିକ କରନ୍ତୁ। ଇ-କେୱାସି ସମ୍ବନ୍ଧିତ ସୂଚନା…
ବରଗଡ଼ରେ ପୁଣି ଚାଞ୍ଚଲ୍ୟ: ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା
ପାଇକମାଳ.୧୬।୧(ବଡ଼ ଶତପଥି): ବରଗଡ଼ଜିଲା ପାଇକମାଳ ଥାନା ନରସିଂହପଡ଼ାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୁରୁବାର ପାଇକମାଳ ଥାନାରେ ଅଭିଯୋଗ ହୋଇଛି । ମୃତକ ଯୁବକ ଜଣକ ହେଲେ ସୋହେଲା ଥାନା ବୁଡାମାଲ ଗ୍ରାମର ଗୋବିନ୍ଦ ପ୍ରଧାନ(୩୭) । ମିଳିଥିବା ସୂଚନା…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା
ଭୁବନେଶ୍ୱର,୧୬।୧: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ…
Archives


