ଶତାଧିକ ଏକର ଜମିରେ ଗଞ୍ଜେଇ ଚାଷ, ଦେଖିକି ପୋଲିସ ତାଟକା
ଦାରିଙ୍ଗବାଡ଼ି,୧୯ା୧(ଅରୁଣ ସାହୁ): ଗଞ୍ଜେଇ ଗଛ ଯେତେ କାଟିଲେ ବି ସରିବାର ନାଁ ନେଉନି। ଏକର କି ଦୁଇ ଏକର ନୁହଁ ଶତାଧିକ ଏକରରେ ବେଆଇନ ଭାବରେ ଗଞ୍ଜେଇ ଚାଷ କରାଯାଇଛି। ତାହା ମଧ୍ୟ ସରକାରୀ ଜମିରେ ଏହି ଚାଷ କରାଯାଇଛି। ଏଭଳି…
ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଗର୍ଭଗୃହ ଫଟୋ
ପୁରୀ,୧୯ା୧: ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ପୁଣି ଭାଇରାଲ ହୋଇଛି। ଗରୁଡ଼ ସ୍ତମ୍ଭ ପାଖରୁ ଗର୍ଭ ଗୃହର ଫଟୋ ଏବଂ କୀର୍ତ୍ତନ ଚକଡ଼ାର ଫଟୋ ଉଠାଯାଇ ସୋସିଆଲ ମିଡିଆରେ ଭାଇରାଲ କରାଯାଇଛି। ବାଙ୍କେ ବିହାରୀ ଅନନ୍ତ ନାମକ ଜଣେ ଭକ୍ତ ଉଠାଇଥିବା ଫଟୋକୁ…
ନବ ଦାସଙ୍କ ହତ୍ୟା ପଛରେ ରହିଛି ବଡ଼ବଡ଼ ଲୋକଙ୍କ…
ଭୁବନେଶ୍ୱର,୧୯।: ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ମୁହଁ ଖୋଲିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଚନ୍ତି ହତ୍ୟା ପଛରେ ବଡ଼ ଷଡଯନ୍ତ୍ର ରହିଛି । ଏଥିରେ ଅନେକ ବଡ଼ ବଡ଼ ଲୋକଙ୍କର ସଂପୃକ୍ତି ରହିଛି। ଘଟଣାର…
”ନବ ଦାସ ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର”, ଏକସ୍ୱରରେ କହିଲେ ପଶ୍ଚିମ ଓଡ଼ିଶାର ଛାମୁଆ ନେତା
ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପଛରେ ରହିଛି ବଡ ଷଡ଼ଯନ୍ତ୍ର। ପଶ୍ଚିମ ଓଡ଼ିଶାର ଛାମୁଆ ନେତା ଏକ ସ୍ୱରରେ ଏଭଳି ଦାବି କରିଛନ୍ତି। ଏହି ହତ୍ୟା କେବେଳ ଜଣେ ସାଧାରଣ ପୋଲିସ ଅଧିକାରୀ ନୁହେ ବରଂ ଏହା ପଛରେ…
ଓଡ଼ିଶାରେ ଲିଥିୟମ, ଖୋଜୁଛି ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ
ନୟାଗଡ଼,୧୯ା୧: ନୟାଗଡ଼ ଜିଲାର ମାଟି ତଳେ ଲିଥିୟମ ଥିବା ସଙ୍କେତ ମିଳିଥିବାରୁ ଜିଓଲୋଜିକାଲି ସର୍ଭେ ଅଫ୍ ଇଣ୍ଡିଆ ପକ୍ଷରୁ ଡ୍ରୋନ୍ ଜରିଆରେ ଖୋଜା ଅଭିଯାନ ଆରମ୍ଭ ହୋଇଛି। ଏପରି ପ୍ରାକୃତିକ ସମ୍ପଦ ଖୋଜିବା ପାଇଁ ନୂଆ ଟେକ୍ନୋଲୋଜି ବ୍ୟବହାର କରାଯାଇ ମୟୂରଭଞ୍ଜ…
ମାସକରେ ଜଣେ ମାଲିକଙ୍କ ୨ ଦୁଇ ବସ୍ ଜଳିଗଲା
ବାଲିଗୁଡ଼ା,୧୯ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପଣସପୋଡ଼ି ସାହିକୁ ଯିବା ରାସ୍ତାକଡ଼ରେ ଦୀର୍ଘଦିନ ହେବ ଅଚଳ ହୋଇ ରହିଥିବା କ୍ରିଷ୍ଣା ନାମକ ଘରୋଇ ମିନି ବସ୍ଟି ଶନିବାର ରାତିରେ ହଠାତ୍ ହୁତୁହୁତୁ ହୋଇ ଜଳିଗଲା। ଯାହାକୁ ନେଇ ଲୋକେ ଅଗ୍ନିଶମ…
ବିଳମ୍ବରେ ହେଲେ ବି ବୁଦ୍ଧି ଉଦୟ ହେଲା, କାହିଁକି ଏମିତି କହିଲେ ଜୟନାରାୟଣ
ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ତଥା ପଶ୍ଚିମ ଓଡ଼ିଶାର ଜଣାଶୁଣା ରାଜନେତା ନବ ଦାସଙ୍କ ହତ୍ୟାକାଣ୍ଡ ଏବେବି ରହସ୍ୟ ଘେରରେ ରହିଛି । ଝାରସୁଗୁଡା କୋର୍ଟରେ ଏହି ମାମଲାର ବିଚାର ଚାଲିଥିବାବେଳେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଏହି ମାମଲାରେ ଚାର୍ଜଶିଟ୍ ଦାଖଲ…
ସମୟ ମାଗିଲେ ଯାତ୍ରା ମାଲିକ, ଅଶ୍ଳୀଳ ନୃତ୍ୟ ବନ୍ଦ ପାଇଁ ମାର୍ଗଦର୍ଶିକା ଜାରି କରିବେ ସରକାର
ଭୁବନେଶ୍ୱର,୧୯ା୧: ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ। ମନ୍ତ୍ରୀ କହିଛନ୍ତି, ”ଯାତ୍ରା କମିଟି, କଳାକାର ଓ ମାଲିକଙ୍କ ସହ ଆଲୋଚନା ହୋଇଛି। ତେବେ ତୁରନ୍ତ କଠୋର ଆଇନ ନନେବାକୁ ଯାତ୍ରା ମାଲିକଙ୍କ ଅନୁରୋଧ…
କିଏ କରିଥିଲା ନବ ଦାସଙ୍କ ହତ୍ୟା ? ସାଂସଦ ପ୍ରଦୀପ ପୁରୋହିତଙ୍କ ବଡ଼ ଦାବି
ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ସରକାର ଏବଂ ବିରୋଧୀ ଦଳର ନେତାଙ୍କ ବୟାନ ବାଜି ମଧ୍ୟରେ ସିବିଆଇ ତଦନ୍ତ କରିଛନ୍ତି ଝିଅ ଦୀପାଳି ଦାସ। ଏହାରି ମଧ୍ୟରେ ବରଗଡ଼ ଲୋକସଭା ସାଂସଦ ବଡ଼ ବୟାନ ଦେଇଛନ୍ତି। ପ୍ରଦୀପ…
ନବ ଦାସ ହତ୍ୟା ମାମଲାର ହେବ CBI ତଦନ୍ତ, ଦୀପାଳି କହିଲେ ବଡ଼ କଥା
ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ବଡ ପ୍ରତିକ୍ରିୟା ଦେଇଛନ୍ତି ଝିଅ ଦୀପାଳି ଦାସ। ପୂର୍ବରୁ ଅନେକ ଥର ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି ହେଉଥିଲା ବେଳେ ଏହି ସ୍ୱର ଆହୁରି ମଜବୁଥ୍ ହୋଇଛି।…
ନବୀନ ନିବାସକୁ ଇସ୍ତଫାପତ୍ର ପଠାଇଲେ ବ୍ରହ୍ମପୁରର ୨୧ କର୍ପୋରେଟର
ବ୍ରହ୍ମପୁର,୧୯।୧(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍ସି)ରେ ବିଜେଡିର ୨ କର୍ପୋରେଟର ଗୋଷ୍ଠୀ ମଧ୍ୟରେ ବିବାଦ ଥମୁ ନ ଥିବା ବେଳେ ଏବେ ଗୋଟିଏ ଗୋଷ୍ଠୀ ଦଳର ସୁପ୍ରିମୋଙ୍କୁ ଇସ୍ତଫାପତ୍ର ପଠାଇଥିବାରୁ ରାଜନୀତି ସରଗରମ ହୋଇଛି। ଶନିବାର ଗୋଟିଏ କର୍ପୋରେଟର…
୪ ବର୍ଷର ଝିଅକୁ ମାରି ନାଳରେ ପିଙ୍ଗିଦେଲେ ପଡ଼ୋଶୀ
ବଣାଇ,୧୯ା୧: ୪ ବର୍ଷର ଝିଅକୁ ମାରି ନାଳରେ ପିଙ୍ଗିଦେଲେ ପଡ଼ୋଶୀ। ଏଭଳି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି ବଣାଇ ଅଞ୍ଚଳର ଗୁରୁଣ୍ଡିଆ ଥାନା ଜଡ଼ା ଗାଁରେ। ଏନେଇ ପରିବାର ପକ୍ଷରୁ ଏତଲା ଦିଆଯାଇଥିଲା ବେଳେ ହତ୍ୟା ସନ୍ଦେହରେ ପଡ଼ୋଶୀଙ୍କୁ ଅଟକ ରଖାଯାଇଛି।
Archives


