ରାଜ୍ୟ

ମାଟିରେ ମିଶିଲା ବୈକୁଣ୍ଠ ଆଶ୍ରମ

ଭୁବନେଶ୍ୱର,୧୭ା୧: ଭରତପୁର ଥାନା ଅଧୀନ ଘାଟିକିଆ ମୌଜାରେ ସରକାରୀ ଜମି ଉପରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମକୁ ଶୁକ୍ରବାର ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବୁଲ୍‌ଡୋଜର ଲଗାଇ ଭାଙ୍ଗି ଦିଅଯାଇଛି। ନିର୍ଦ୍ଧାରିତ ସମୟ ୧୨ଟାରେ ଏହି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ…

ଖୁସି ଖବର: ନନ୍ଦନକାନନରେ ଜଳହସ୍ତୀ ଶାବକ ଜନ୍ମ

ବାରଙ୍ଗ/ତ୍ରିଶୂଳିଆ, ୧୭।୧ (ଲିଙ୍ଗରାଜ ରାଉତ/ତୁଷାରକାନ୍ତ ବେହେରା): ପ୍ରାଣୀଉଦ୍ୟାନ ନନ୍ଦନକାନନରୁ ଆସିଛି ଏକ ଖୁସି ଖବର। ପ୍ରାଣୀଉଦ୍ୟାନର ୬୨ ନମ୍ବର ଖୁଆଡ଼ରେ ରହୁଥିବା ଜଳହସ୍ତୀ ଏକ ଶାବକ ଜନ୍ମ ଦେଇଛି। ମା’ ଓ ଛୁଆ ସୁସ୍ଥ ଥିବାବେଳେ ଜଳାଶୟରେ ବିଚରଣ କରୁଥିବା ଜଣାପଡ଼ିଛି।…

ନବ ଦାସଙ୍କ ବଡ଼ ଭାଇ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୭।୧: ସ୍ବର୍ଗତଃ ନବ ଦାସଙ୍କ ବଡ଼ ଭାଇ ବ୍ରଜଙ୍କ ଘରେ ଶୁକ୍ରବାର ସକାଳୁ ଆଇଟି ରେଡ୍‌ ହୋଇଛି । ସେ ଆୟକର ଫାଙ୍କିବା ଅଭିଯୋଗରେ ଏହି ଚଢଉ । ଆୟକର ଟିମ୍‌ ୧୦ଟି ଗାଡ଼ିରେ ଆସି ଚଢ଼ାଉରେ ନିୟୋଜିତ ଅଛନ୍ତି। ତେବେକେବେଠୁ…

୧୦୫ ପ୍ରକଳ୍ପରେ ୪.୮ ନିୟୁତ ଟଙ୍କା ନିବେଶ

ଭୁବନେଶ୍ୱର,୧୭।୧ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଜାତୀୟ ଷ୍ଟାର୍ଟଅପ୍‌ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କମ୍ପାନୀ ଆଲୁମିନିୟମ ଉତ୍ପାଦନ କ୍ଷେତ୍ର ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବ୍ୟବସାୟିକ ଚ୍ୟାଲେଞ୍ଜଗୁଡ଼ିକୁ ମୁକାବିଲା କରୁଥିବା ୭୦ରୁ ଅଧିକ…

ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର, ଜାଣନ୍ତୁ କେତେ ବଢ଼ିଲା…

ଭୁବନେଶ୍ୱର,୧୭ା୧: ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସ ଖବର। ଏହି ବର୍ଗର ଶିକ୍ଷକମାନଙ୍କର ଦରମା ବଢ଼ାଇଛନ୍ତି ସରକାର। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକସ୍ତରରେ ସ୍କିମାଟିକ୍‌ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧୦୦୦ ଟଙ୍କା ପାରିଶ୍ରମିକ…

ଉଦ୍‌ଘାଟିତହେଲା ମାଣ୍ଡିଆ ମଣ୍ଡି

କର୍ଲାମୁଣ୍ଡା,୧୭।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତର ଭାଲୁପିଆଠାରେ ମାଣ୍ଡିଆ ମଣ୍ଡି ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର ସିଂ, ଶ୍ରୀ ଅନ୍ନ ଅଭିଯାନ ଜିଲା କାର୍ଯ୍ୟକ୍ରମ…

ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ଠକେଇ ମାମଲାରେ ଚାର୍ଜଫ୍ରେମ୍‌

ଭୁବନେଶ୍ୱର,୧୭ା୧(ସତ୍ୟଜିତ୍‌ ରାଉତ): ରୋଜଭ୍ୟାଲି ଚିଟ୍‌ଫଣ୍ଡ ଠକେଇ ମାମଲାରେ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର କୋର୍ଟ (ପିଏମ୍‌ଏଲ୍‌ଏ) ତଥା ଜିଲା ଓ ଦୌରା ଜଜ୍‌ ଚାର୍ଜଫ୍ରେମ୍‌ କରିଛନ୍ତି। ରୋଜ୍‌ଭ୍ୟାଲି ଚେୟାରମ୍ୟାନ ଗୌତମ କୁଣ୍ଡୁ, ପରିଚାଳନା ସଦସ୍ୟ ଶିବମୟ ଦତ୍ତ ଏବଂ ଅନ୍ୟ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ…

ମିଥ୍ୟା ବିଜ୍ଞାପନ ପାଇଁ ପାର୍ଲେ କମ୍ପାନୀକୁ ଅର୍ଥଦଣ୍ଡ

ଖୋର୍ଦ୍ଧା,୧୭ା୧(ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ବିଜ୍ଞାପନ ଦେଇ ଖାଦ୍ୟ ଉପତ୍ାଦ ବିକ୍ରି ଅଭିଯୋଗରେ ବିସ୍କୁଟ କମ୍ପାନୀ ‘ପାର୍ଲେ’ ଅଧିକୃତ ସଂସ୍ଥା ଫ୍ରାଞ୍ଚାଇଜ କର୍ତ୍ତୃପକ୍ଷ, ଡିଷ୍ଟ୍ରିବ୍ୟୁଟରଙ୍କୁ ଖାଦ୍ୟ ସୁରକ୍ଷା ଏବଂ ମାନକ ଅଧିନିୟମ ଆକ୍ଟ ୨୦୦୬ର ବିଭିନ୍ନ ଧାରାରେ ଖୋର୍ଦ୍ଧା ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ(ଏଡିଏମ୍‌)…

୧୯ ବର୍ଷରେ ୬୬% ଗୋମହିଷାଦି ସଂଖ୍ୟା କମିଛି, ଅର୍ଥନୀତି, ପରିବେଶ ଉପରେ ପକାଉଛି ପ୍ରଭାବ

କେନ୍ଦ୍ରାପଡ଼ା,୧୭ା୧(ଜଗନ୍ନାଥ ଧଳ): ୧୯୯୯ ମହାବାତ୍ୟା ପରେ କେନ୍ଦ୍ରାପଡ଼ା ଜିଲାର ଗୋମହିଷାଦି ପ୍ରାଣୀ ସଂଖ୍ୟା ଉପରେ ଚଡ଼କ ପଡିଛି। ଏକଦା ଗ୍ରାମାଞ୍ଚଳ ଅର୍ଥନୀତିକୁ ସମୃଦ୍ଧ କରୁଥିବା ଏହି ପ୍ରାଣୀଧନ ୧୯ ବର୍ଷରେ ସଂଖ୍ୟା ହ୍ରାସ ପାଇଛି। ଏହି ଜିଲାର ପ୍ରାଣୀ ବିଭାଗ ତଥ୍ୟ…

ଶ୍ୱଶୁର ଘରେ ନିଆରା ଚର୍ଚ୍ଚା: ଭାବୀ ଜ୍ୱାଇଁଙ୍କୁ ପରଷା ଗଲା ୭୬ ପ୍ରକାର ବ୍ୟଞ୍ଜନ

ରାୟଗଡ଼ା,୧୭।୧ (ଆଶିଷରଞ୍ଜନ ପଣ୍ଡା): ତେଲୁଗୁ ସମ୍ପ୍ରଦାୟର ମୁଖ୍ୟ ପର୍ବ ପୋଙ୍ଗଲରେ ରାୟଗଡ଼ା ସହରର ଏକ ପରିବାର ନିଜର ଭାବୀ ଜ୍ୱାଇଁଙ୍କୁ ନିମନ୍ତ୍ରଣକରି ଭୋଜନରେ ୭୬ ପ୍ରକାର ବ୍ୟଞ୍ଜନ ପରଷି ଚର୍ଚ୍ଚାକୁ ଆସିଛନ୍ତି। ପୋଙ୍ଗଲର ଶେଷ ଦିନରେ ରାୟଗଡ଼ା ଜଗନ୍ନାଥ ମନ୍ଦିର ନିକଟରେ…

ଜମି ବିବାଦରୁ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

କୋରାପୁଟ/ନାରାୟପାଟଣା,୧୬/୧(ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟପାଟଣା ବ୍ଲକ ତାଳଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସିଙ୍ଗୁରୁ ତାଡିଙ୍ଗିଙ୍କ ହତ୍ୟା ଘଟଣାରେ ଗୁରବାର ନାରାୟଣପାଟଣା ପୋଲିସ ୩ ଜଣଙ୍କୁ ଗିରଫ କରିଥିବା ନେଇ ଲକ୍ଷ୍ମୀପୁରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଅତିରିକ୍ତ…

ଆଦିବାସୀ ମେଳା: ୧୨ ଦିନରେ ୯ କୋଟି ବେପାର

ଭୁବନେଶ୍ୱର,୧୬।୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଚାଳିଥିବା ଆଦିବାସୀ ମେଳା ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri