ରାଜ୍ୟ

୧୯, ୧୦୬ ଜଣ ହିତାଧିକାରୀ ପାଇଲେ ବର୍ଦ୍ଧିତ ଭତ୍ତା

ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ): ସାମାଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି ପାଇଲା। ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା ଅଧୀନରେ ବୃଦ୍ଧାବୃଦ୍ଧଙ୍କୁ ମିଳିବ ଏହି ବର୍ଦ୍ଧିତ ଭତ୍ତା। ୮୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ…

ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ବାର୍‌କୋଡ୍‌

କଟକ,୧୫ା୧:(କାର୍ତ୍ତିକ ସାହୁ): ମାଟ୍ରିକ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷ ନୂତନ ପଦକ୍ଷେପ ନିଆଯାଇଛି। ଏଥର ମାଟ୍ରିକ୍‌ ପରୀକ୍ଷା ପ୍ରଶ୍ନୋତ୍ତର ଖାତାରେ ବାର୍‌କୋଡ୍‌ ରହିବ, ଯଦ୍ଦ୍ବାରା ପ୍ରଶ୍ନପତ୍ର ଭାଇରାଲ ହେଲେ ସେ ସଂକ୍ରାନ୍ତରେ ସବିଶେଷ…

ଓଡ଼ିଶା ସ୍ବାସ୍ଥ୍ୟ ସେବାରେ ମୋଦି ଗ୍ୟାରେଣ୍ଟି

ଓଡ଼ିଶାର ସ୍ବାସ୍ଥ୍ୟସେବା ଇତିହାସରେ ଜାନୁଆରୀ ମାସ ୧୩ ତାରିଖ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ। କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଦେଶରେ ୩୩ଟି ରାଜ୍ୟ ସାମିଲ ହୋଇଥିଲେ ବି ଓଡ଼ିଶା ସମେତ ୩ଟି ରାଜ୍ୟ ସରକାର…

ଏହି ହିତାଧିକାରୀଙ୍କୁ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବଢିକି ଆସିଲା ଭତ୍ତା

ଭୁବନେଶ୍ୱର,୧୫।୧: ଭତ୍ତା ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥର ହିତାଧିକାରୀଙ୍କୁ ଡକାଇ ସିଧାସଳଖ ବାଣ୍ଟିଲେ ଚେକ । ହିତାଧିକାରୀଙ୍କୁ ମିଳିଲା ୩୫୦୦ ଟଙ୍କା । ୮୦ ବର୍ଷ ବୟସରୁ ଉଦ୍ଧର୍‌ବ ବୟସ୍କଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

କଳାବାଘ ଚମଡ଼ା ଜବତ, ୪ ଜଣଙ୍କୁ ବାନ୍ଧିଲା ବନବିଭାଗ

ବାରିପଦା,୧୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ(ଏସ୍‌ଟିଆର୍‌) ପ୍ରକଳ୍ପରୁ ଶିକାରୀ ଏବଂ ବନ୍ୟପ୍ରାଣୀ ସାମଗ୍ରୀର ଅବୈଧ ବ୍ୟବସାୟୀଙ୍କ ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶିମିଳିପାଳ ଅଭୟାରଣ୍ୟରୁ ଶିକାର ହୋଇଥିବା କଳାବାଘ ଚମଡ଼ା ଓ ନଖକୁ ଜବତ କରାଯିବା ସହିତ…

ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ନେଇ ରାଗିଗଲେ ଆଇନମନ୍ତ୍ରୀ, କହିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫ା୧: ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରବଳ ରାଗି ଯାଇଛନ୍ତି। ମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ବୁଧବାର ବୈଠକ ବସିବ। ଏଥିରେ ନିଶ୍ଚିତ ନିର୍ଯାସ ବାହାରିବ। ୩ ଦିନ ହେଲା ଠାକୁରଙ୍କ ନୀତିକାନ୍ତି ବନ୍ଦ…

ବ୍ୟବସାୟୀଙ୍କୁ ଭୁଜାଲି ମାଡ କରି ଲୁଟ୍‌ : ବନ୍ଧୁକ ଦେଖାଇ ଭୟଭୀତ କଲେ ଅଫୁଟା ଗୁଳି, ମୋବାଇଲ୍‌ ଜବତ

ସୋନପୁର,୧୫।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଧର୍ମଶାଳା-ଯାଲୋଏ ରାସ୍ତାରେ ଭୁଜାଲିରେ ହାଣି ଯୁବ ବ୍ୟବସାୟୀ ନୀଳାମ୍ବର ମହାପାତ୍ର(୩୩)ଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ମଙ୍ଗଳବାର ରାତି ୭ଟା୩୦ରେ ଏହି ଘଟଣା ଘଟିଛି। ବୀରମହାରାଜପୁର ଥାନା ଲେହେଡିର ନୀଳାମ୍ବର ମହାପାତ୍ର ଧର୍ମଶାଳା ଛକରେ…

ବାଇକ୍‌କୁ ଧକ୍କା ଦେଲା ଅଟୋ,ପରେ…

ଦିଗପହଣ୍ଡି,୧୫।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନଙ୍ଗପୁର ନିକଟ ଲାଡିଗାଁ ଛକରେ ମଙ୍ଗଳବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଅଟୋ ବାଇକ (ନଂ.ଓଡି ୦୭ ଏ ଭି -୮୪୩୯)କୁ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏଟିଏମ୍‌ ତାଡ଼ି ନେଇଗଲେ ଲକ୍ଷାଧିକ ଟଙ୍କା

ବୌଦ୍ଧ,୧୫।୧: ବୌଦ୍ଧ ଥାନା ଅଧୀନ ବଢ଼ିଗାଁସ୍ଥିତ ଏସ୍‌ବିଆଇ୍‌ ଏଟିଏମ୍‌ କାଉଣ୍ଟରରୁ ଏକ ବଡ଼ ଧରଣର ଲୁଟ ହୋଇଛି। କେତେକ ଦୁର୍ବୃତ୍ତ ଏଟିଏମ୍‌ ତାଡ଼ି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଜଣାପଡିଛି। ଅଭିଯୋଗ ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛି।…

୩ ଦିନ ହେଲା ଉପାସରେ ଲିଙ୍ଗରାଜ

ଭୁବନେଶ୍ବର,୧୫।୧: ୩ ଦିନ ହେଲାଣି ଉପାସରେ ରହିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସୋମବାରଠାରୁ ବୁଧବାର ସକାଳ ସୁଦ୍ଧା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଥିବା ସୂଚନା ମିଳିଛି। ଟ୍ରଷ୍ଟ ବୋର୍ଡ ବୈଠକ ଡାକି ସ୍ଥାୟୀ ସମାଧାନ ପାଇଁ ବ୍ରାହ୍ମଣ ନିଯୋଗ ପକ୍ଷରୁ ଦାବି କରାଯାଇଛି।…

ସଂଗୃହୀତ ରକ୍ତର ହେବ ଡିଏନ୍‌ଏ ଟେଷ୍ଟ

ଭୁବନେଶ୍ୱର,୧୫ା୧(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ରାସ୍ତା ତଥା ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ରସୁଲଗଡ଼ ରେଳ ଲାଇନ ଓଭରବ୍ରିଜ ଉପରେ ଗତ ୮ ତାରିଖ ସକାଳ ସମୟରେ ପୂର୍ବତନ ପୋଲିସ ମିତ୍ର ତଥା ସଫେଇ କର୍ମଚାରୀ ସଂଘର ସଭାପତିଙ୍କୁ ମାରଣାସ୍ତ୍ରରେ ବୀଭତ୍ସ ହତ୍ୟା ଘଟଣାରେ…

ଫେବୃଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା, ଜାଣନ୍ତୁ ଏଥିରେ କେଉଁ କେଉଁ ସୁବିଧା ମିଳିବ

ଭୁବନେଶ୍ୱର, ୧୫ା୧(ଅନିଲ ଦାସ): ପୂର୍ବ ପ୍ରଚଳିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)ର ନାମ ପରିବର୍ତ୍ତନ କରାଯାଇ ଗୋପବନ୍ଧୁ ଜନ ଆରୋଗ୍ୟ ନାମରେ ନାମିତ କରାଯାଇଛି। ଆସନ୍ତା ଫେବୃଆରୀରୁ ଓଡ଼ିଶାରେ ବିଏସ୍‌କଓ୍ବୋଇ ପରିବତ୍‌ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri