୩ ଜିଲାରେ ଘନକୁହୁଡ଼ି ସମ୍ଭାବନା
ଭୁବନେଶ୍ୱର,୧୫ା୧(ଅନୁରାଧା ମହାରଣା): ରାଜ୍ୟରେ ରାତି ତାପମାତ୍ରା ବା ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି। ମଙ୍ଗଳବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୦.୫ ଡିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୧.୫…
ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ିପଡ଼ିଛି: ବିଜେଡି
ଭୁବନେଶ୍ୱର,୧୫ା୧(ଅନିଲଦାସ): ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ମାହାଙ୍ଗା ବିଧାୟକ ସାରଦା ପ୍ରଧାନ କର୍ତ୍ତବ୍ୟରତ ପୋଲିସ୍ ଅଧିକାରୀଙ୍କୁ ମାଡ଼ ମାରିବା ସହ ଭାଜପା କର୍ମୀଙ୍କୁ ବାଡ଼େଇଛନ୍ତି। ବର୍ତ୍ତମାନ ରାଜ୍ୟରେ ଅରାଜକତା ଓ ଉଦ୍ବେଗଜନକ ସ୍ଥିତି ସୃଷ୍ଟି ହୋଇଛି ବୋଲି ପୂର୍ବତନ ବିଧାୟକ ପ୍ରଶାନ୍ତ…
ପ୍ରଚ୍ଛଦପଟରେ ଦୀପାଳି-ଟଙ୍କଧର ବିବାଦ
ଝାରସୁଗୁଡ଼ା,୧୫।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷା କୃଷ୍ଣପ୍ରିୟା ସାହୁଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଆଲୋଚନା ଚାଲିଛି। କୃଷ୍ଣପ୍ରିୟାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ସକାଶେ ଜିଲା ପ୍ରଶାସନ ନ ଶୁଣିବାରୁ ସୁଲେଇ ପଞ୍ଚାୟତ ସମିତି…
ଧାନ କିଣା ତଦାରଖ ପାଇଁ ପ୍ରତି ମଣ୍ଡିରେ ନିଯୁକ୍ତ ନୋଡାଲ ଅଫିସର
ଭୁବନେଶ୍ୱର,୧୪।୧: ଚଳିତ ଖରିଫ ଋତୁରେ ରାଜ୍ୟରେ ସରକାରୀ ସ୍ତରରେ ଧାନ କିଣା ପ୍ରକ୍ରିୟା ଯାରି ରହିଛି। ଧାନ କିଣା ପ୍ରକ୍ରିୟାକୁ ସ୍ଵଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ମଣ୍ଡି ଉପରେ କଡା ନଜର ରଖିବାକୁ ରାଜ୍ୟ ସରକାର କଡା…
ଗୁଡ଼ିସୂତାରେ କଟି ୨ ଜଣ ଆହତ
କଟକ,୧୪ା୧(କାର୍ତ୍ତିକ ସାହୁ) ମକରରେ ଗୁଡ଼ିଉଡ଼ାକୁ ନେଇ ପୁଣି ଘଟିଛି ଅଘଟଣ। ଗୁଡ଼ିସୂତା ଲାଗି ଦୁଇଜଣଙ୍କ ବେକ ଓ ନାକ କଟିଛି। କଟକ ନୂଆ ବଜାର ରେଲୱେ ଓଭରବ୍ରିଜ ଉପରେ ଘଟିଛି ଏହି ଅଘଟଣ। ଏହି ଓଭରବ୍ରିଜ୍ରେ ବାଇକ୍ରେ ଯାଉଥିବା ବେଳେ ପ୍ଲାଷ୍ଟିକ…
ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ ହାରିଦେଲେ ଜୀବନ
ବାଙ୍କୀ,୧୪ା୧ (ଶୁଭେନ୍ଦୁ ମହାପାତ୍ର): ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ ହାରିଦେଲେ ଜୀବନ। ପ୍ରେମିକଙ୍କ ଆତ୍ମହତ୍ୟା ଖବର ଶୁଣି ପ୍ରେମିକା ରଶିରେ ଝୁଲିପଡ଼ିଥିବା ଚର୍ଚ୍ଚା ହେଉଛି। ଏଭଳି ଅଭାବନୀୟ ଘଟଣା କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ ଅଧୀନ…
ରାଜକୋଟ୍ରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ରୋଜଗାରିଆ ପୁଅକୁ ହରାଇ ଭାଙ୍ଗିପଡ଼ିଲା ପରିବାର
କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): ରାଜକୋଟ୍ ସହରରେ ରହି ଦାଦନ ଶ୍ରମିକ (ଦିନମଜୁରିଆ) ଭାବେ କାମ କରୁଥିବା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ ରେଗଡ଼ା ପଞ୍ଚାୟତ ଯୋଗିପଲା ଗ୍ରାମର ଆକାଶ ଛତ୍ରିଆ (୨୬)ଙ୍କ ସୋମବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ ଜଣାପଡ଼ି…
ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ
ବାହାରୁନି ସମାଧାନର ବାଟ, ଖାଡ଼ା ଉପାସରେ ପ୍ରଭୁ ଲିଙ୍ଗରାଜ । ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି।
କିଏ ହେବ ରାଜ୍ୟ ଭାଜପା ସଭାପତି? ଦିଲ୍ଲୀରେ ଚାଲିଲା ଲମ୍ବା ବୈଠକ
ଭୁବନେଶ୍ୱର, ୧୪।୧: ମଙ୍ଗଳବାର ଓଡିଶାରେ ଦଳର ଭବିଷ୍ୟତ ନେତୃତ୍ୱ ସମ୍ପର୍କରେ ଆଲୋଚନା ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ନେତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଛି। ଖବର ଅନୁଯାୟୀ ଭାଜପା ଜାତୀୟ କୋର କମିଟି ସଦସ୍ୟମାନଙ୍କର ଏକ ବୈଠକ ଚାଲିଥିଲା।…
ଖଣ୍ଡଗିରି ଯାତ୍ରାକୁ ନେଇ ବଡ଼ ଖବର, ନିଶା-ସାହୁ ଭାଉଜ…
ଭୁବନେଶ୍ୱର,୧୪।୧:ଏଣିକି ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ମନା। ଆଉ ଭୁବନେଶ୍ବର ଖଣ୍ଡଗିରିରେ ନାଚି ପାରିବେନି ଆଇଟମ ଡ୍ୟାନ୍ସର। ଚଳିତବର୍ଷ ଭୁବନେଶ୍ୱର ଖଣ୍ଡଗିରି ଯାତ୍ରାରେ ହେବନି ଅଶ୍ଲୀଳ ନୃତ୍ୟ। ଏନେଇ ଯାତ୍ରା କମିଟି ସଦସ୍ୟ ଓ ପୋଲିସ ବୈଠକରେ ବଡ଼ ନିଷ୍ପତ୍ତି ହୋଇଛି।…
ବେଆଇନ ବାଲି ପରିବହନ କରୁଥିବା ଟ୍ରକକୁ ଅଟକାଇଲେ ମନ୍ତ୍ରୀ, କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦେଲେ ଚେତାବନୀ
ନୟାଗଡ଼, ୧୪।୧: ସୋମବାର ବିଳମ୍ବିତ ରାତିରେ ନୟାଗଡ଼ ଜିଲାର କଣ୍ଟିଲୋ ନିକଟସ୍ଥ ବାରାକୋଲି ଗାଁରେ ବେଆଇନ ବାଲି ପରିବହନରେ ଜଡିତ ଅନେକ ଟ୍ରକକୁ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଅଟକାଇଛନ୍ତି। ରିପୋର୍ଟ ଅନୁଯାୟୀ, ବେଆଇନ ବାଲି ପରିବହନ କରୁଥିବା ଏକ ଟ୍ରକ…
ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ, ମହୋଦଧିରେ ବୁଡ ପକାଇ…
ପୁରୀ,୧୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ ସରିଥିଲା। ତେବେ ଏହାପରେ ପୁରୀରେ ପହଞ୍ଚଛନ୍ତି…
Archives


