ରାଜ୍ୟ

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ ପ୍ରଭାବିତ କରିବା ପାଇଁ ଅନେକ ପଦକ୍ଷେପ ନେଇଛି। ୨୦୨୪ ସାଧାରଣ ନିର୍ବାଚନ ସହିତ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ ହୋଇଛନ୍ତି। ତାଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। ସୂଚନାଯୋଗ୍ୟ, ତିନିଥର ପୂର୍ବତନ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ ଶୁକ୍ରବାର ବବି ସମ୍ବଲପୁରକୁ ପ୍ରଥମ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚିବା ପରେ ଅଧିଷ୍ଠାତ୍ରୀ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ ଗୁରୁବାର ଦିନ ଦିଲ୍ଲୀରେ ଆୟୋଜିତ ଗୁରୁତ୍ୱପୂର୍ଣ୍ଣ କୋର କମିଟି ବୈଠକରେ ପ୍ରାର୍ଥୀଙ୍କ ନାମ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବାସନାପୁଟ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ରାମଚନ୍ଦ୍ର ଉଲୁକା। ଅଭିଯୁକ୍ତ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା। କିନ୍ତୁ ପରେ ଭାଜପା ଓ ବିଜେଡି ଏକାକୀ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ ଅନ୍ୟାନ ଦାନ ସାମଗ୍ରୀ ଦୁର୍ବୃତ୍ତ ଲୁଟିନେଇଛନ୍ତି। ଗତ ରଥଯାତ୍ରା ପରଠୁ ହୁଣ୍ଡି ଖୋଲା...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ତେବେ ଏହି ଦୁଇ ନେତା ଯୋଗ ଦେବା ପରେ...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି ବିଧାନସଭା ଆସନ। ଇତିମଧ୍ୟରେ ବିଜେଡି ପକ୍ଷରୁ ଢେଙ୍କାନାଳ ଜିଲାର ୩ଟି ବିଧାନସଭା ଆସନ...

ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ରାସ୍ତାରେ ଇଣ୍ଟେଲିଜେଣ୍ଟ ଏନ୍‌ଫୋର୍ସମେଣ୍ଟ ମ୍ୟାନେଜମେଣ୍ଟ...

ପୋଲିସ କବ୍‌ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଭୁବନେଶ୍ୱର (ସତ୍ୟଜିତ୍‌ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ ଟିମ୍‌ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଛି। ସେମାନେ ହେଲେ ଜଟଣୀ ଅଞ୍ଚଳର...

ପାଣି ନାହିଁ, ମାଠିଆ ମେଲା

ଭୁବନେଶ୍ୱର,୨୯।୩ (ବନ୍ଦନା ସେଠୀ): ରାଜ୍ୟରେ ଏବେ ପାରଦ ଉପରମୁହାଁ ରହିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଧୀରେ ଧୀରେ ତାତି ଅସମ୍ଭାଳ ହେଉଛି। ଟାଇଁ ଟାଇଁ ଖରାକୁ ଗରମ ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଖରାରେ ଖୋଜେ ଚାଲିଲେ ଶୋଷ ଲାଗୁଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri