ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ସଫେଇ ଗାଡ଼ି
ଭୁବନେଶ୍ବର,୧୪।୧: ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଯାଇଛି ବିଏମ୍ସିର ସଫେଇ ଗାଡ଼ି। ଭୁବନେଶ୍ୱରର ଚନ୍ଦ୍ରଶେଖରପୁର-ଡମଣା ରାସ୍ତାରେ ଏହି ଅଭାବନୀୟ ଘଟଣା ଘଟିଛି। ପ୍ରଥମେ ସଫେଇ ଗାଡିଟି ହଠାତ୍ ଜଳିଥିଲା। ଆଉ ତା’ପରେ ରାସ୍ତା ମଝିରେ ଢୋ ଢୋ ଫୁଟିଥିଲା। ଲୋକେ ଭୟଗୀତ…
ମଧ୍ୟାହ୍ନ ଭୋଜନରେ ଛାତ୍ରୀଛାତ୍ରଙ୍କୁ ମିଳିବ କ୍ଷୀର: ମନ୍ତ୍ରୀଙ୍କ ବଡ଼ ସୂଚନା
ଭୁବନେଶ୍ୱର,୧୪।୧: ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର। ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରାଯାଉଛି। ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି । ୨୦୦ ଏମଏଲ ଭିଟାମିନ ଏ ଓ ଡି…
ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରାଜ୍ୟର ସବୁ ପଞ୍ଚାୟତରେ ହେବ…
ଭୁବନେଶ୍ୱର,୧୪।୧: ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ସବୁ ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର। ଆୟୁଷ୍କାନ ଆରୋଗ୍ୟ ମନ୍ଦିରରେ ANMଙ୍କ ସହ ହେଲଥ ୱାର୍କର ରହିବେ। ଯୋଗ ଶିକ୍ଷକ ମଧ୍ୟ…
ଏହି ୩ ଜିଲାରେ ହେବ ଘନ କୁହୁଡ଼ି: ୟେଲୋ ଓ୍ବାର୍ନିଂ ସତର୍କ
ଭୁବନେଶ୍ୱର,୧୩ା୧(ଅନୁରାଧା ମହାରଣା): ରାଜ୍ୟରେ ଶୀତ ଲହରି ଜାରି ରହିଛି। ରବିବାର ସର୍ବାଧିକ ତାପମାତ୍ରା ୩୧.୦ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିବାବେଳେ ସର୍ବନିମ୍ନ ତାପମାତ୍ରା ୧୦.୦ ଡିଗ୍ରୀ ସେଲସିୟସ୍ ରହିଥିଲା। ତେବେ ୧୭ ତାରିଖ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ।…
ଆଜି ପବିତ୍ର ମକର ସଂକ୍ରାନ୍ତି: ଉତ୍ତରାୟଣରେ ଗତି କରିବେ ସୂର୍ଯ୍ୟଦେବ
ଭୁବନେଶ୍ୱର,୧୪ା୧: ଆଜି ହେଉଛି ପବିତ୍ର କୃଷି ଭିତ୍ତିକ ପର୍ବ ମକର ସଂକ୍ରାନ୍ତି। ଏହି ଅବସରରେ କୃଷକମାନେ ଉତ୍ପାଦିତ ନୂଆ ଧାନକୁ ଭବିଷ୍ୟତ ପାଇଁ ସୁରକ୍ଷିତ ରଖିବା ସହ ନୂଆ ଚାଉଳ (ମକର ଚାଉଳ) ଠାକୁରଙ୍କ ପାଖରେ ଲାଗି କରି ଖୁବ୍ ଆନନ୍ଦ…
ଭଦ୍ରକ ଜିଲା ଭାଜପା ସଭାପତି ପଦ ପାଇଁ ଛକାପଞ୍ଝା
ଭଦ୍ରକ,୧୪।୧(ସନାତନ ରାଉତ): ଓଡ଼ିଶାରେ ଭାଜପା ଏକାକୀ ପ୍ରଥମଥର ପାଇଁ ସରକାର ଗଠନ କରିବା ପରେ ଏବେ ସାଙ୍ଗଠନିକ ପଦପଦବୀ ଚୟନ ଚାଲିଛି। ଭଦ୍ରକ ଜିଲାରେ ସଭାପତି ପଦ ହାତେଇବାକୁ ଛକାପଞ୍ଝା ଚାଲିଥିବା ଦେଖିବାକୁ ମିଳିଛି। ଜିଲାର ଯୁବନେତୃତ୍ୱ ଓ ବରିଷ୍ଠଙ୍କୁ ମିଶାଇ…
ଅର୍ଚ୍ଚନାଙ୍କ ପରେ ହଂସିତା
ଭୁବନେଶ୍ୱର,୧୪।୧(ଜିତେନ୍ଦ୍ର କୁମାର ନାୟକ): ଦୁଇ ବର୍ଷ ତଳେ ଅର୍ଚ୍ଚନା ନାଗଙ୍କ କାରନାମା ନେଇ ରାଜ୍ୟ ହୁଲ୍ସ୍ଥୂଲ୍ ହୋଇଥିଲା। କଳାହାଣ୍ଡିରୁ ଆସିଥିବା ଅର୍ଚ୍ଚନା ୨୦୧୫ରେ ଭୁବନେଶ୍ୱର ଆସି ଘରୋଇ ସିକ୍ୟୁରିଟି ସଂସ୍ଥାରେ ଚାକିରି କରିଥିଲେ। ପରବର୍ତ୍ତୀ ସମୟରେ ବାଲେଶ୍ୱରର ଜଗବନ୍ଧୁ ଚାନ୍ଦଙ୍କୁ ବିବାହ…
ସୁନାବେଶରେ ଦର୍ଶନ ଦେଲେ ମହାପ୍ରଭୁ
ପୁରୀ,୧୪ା୧(ଅଜିତ୍ କୁମାର ମହାନ୍ତି): ପବିତ୍ର ପୌଷ ପୂର୍ଣ୍ଣମୀ ଅବସରରେ ସୋମବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରତ୍ନସିଂହାସନରେ ଶ୍ରୀବିଗ୍ରହମାନେ ରାଜରାଜେଶ୍ୱର ବା ସୁନାବେଶରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ବର୍ଷକ ଭିତରେ ମହାପ୍ରଭୁଙ୍କ ହେଉଥିବା ପାଞ୍ଚଥର…
ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର ମହତ୍ୱ ରହିଛି। ଏହା କେବଳ ଧାର୍ମିକ ଉତ୍ସବ ନୁହେଁ, ଭାଇଚାରା, ସଦ୍ଭାବ ଓ ଏକତାର…
ମାସକୁ ମିଳିବ ୨୦ ହଜାର
ଭୁବନେଶ୍ୱର,୧୪ା୧(ଅନିଲ ଦାସ): ଦେଶର ଜରୁରିକାଳୀନ ପରିସ୍ଥିତିରେ ମେଣ୍ଟେନାନ୍ସ ଅଫ ଇଣ୍ଟରନାଲ ସିକ୍ୟୁରିଟି ଆକ୍ଟ (ମିସା), ଡିଫେନ୍ସ ଅଫ ଇଣ୍ଡିଆନ (ଡିଆଇଆର) ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀମାନଙ୍କୁ ରାଜ୍ୟ ସରକାର ମାସକୁ ୨୦ ହଜାର ଟଙ୍କାର ପେନ୍ସନ ପ୍ରଦାନ…
କଂସବଧ ସହ ସରିଲା ୧୧ଦିନ ବ୍ୟାପି ଧନୁଯାତ୍ରା
ମଥୁରାନଗରୀ,୧୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ ବ୍ୟାପି ହୋଇଥିବା ଏହି ମହୋତ୍ସବରେ କଂସବଧ ଦୃ୍ଯାଭିନୟ ଅଭିନୀତ ହୋଇଥିଲା। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ…
ମିଟର ଖରାପଅଛି କହି ପକାଇଥିଲେ ଫାଇନ୍ : ରାଗିଗଲେ ଗ୍ରାମବାସୀ, ବିଦ୍ୟୁତ୍ ଭିଜିଲାନ୍ସ ଟିମ୍ ଅଧିକାରୀଙ୍କ ସମେତ ୫ଙ୍କୁ ରଖିଲେ ଅଟକ
ଦିଗପହଣ୍ଡି,୧୩ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ସାହାସପୁର ଗ୍ରାମରେ ବିଦ୍ୟୁତ୍ ଭିଜିଲାନ୍ସ ବିଭାଗ ଅଧିକାରୀମାନଙ୍କୁ ସୋମବାର ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଉଦ୍ଧାର କରିଥିବା ଜଣାପଡ଼ିଛି। ଗ୍ରାମବାସୀଙ୍କ ସୂଚନା ପ୍ରକାରେ ପୂର୍ବରୁ…
Archives


