ରାଜ୍ୟ

ସରକାରଙ୍କ ବର୍ଷ ପୂର୍ତ୍ତି ଉପଲକ୍ଷେ ଆସିବେ ପ୍ରଧାନମନ୍ତ୍ରୀ, ଏହିସବୁ ଅଞ୍ଚଳରେ ସ୍କୁଲ ବନ୍ଦ

ଭୁବନେଶ୍ୱର, ୧୮।୬: ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆସନ୍ତା ୨୦ ଜୁନ (ଶୁକ୍ରବାର) ଭୁବନେଶ୍ୱରରେ ଏକ ରାଜ୍ୟସ୍ତରୀୟ ସମାବେଶ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି…

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ, ଓଡ଼ିଶାବାସୀଙ୍କୁ କଲେ ଏହି ଅନୁରୋଧ…

ଭୁବନେଶ୍ୱର, ୧୮।୬: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯାତ୍ରା କରିବେ। ଆସନ୍ତା ୨୨ ଜୁନରେ ସେ ମୁମ୍ବାଇର ପ୍ରଖ୍ୟାତ କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା…

ବ୍ଲକ ଅଧ୍ୟକ୍ଷା ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବୀଣାପାଣି: ବିଜୟ ପରେ ବିଜେଡି ଛାଡ଼ି ଭାଜପାରେ ଦେଲେ ଯୋଗ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାଧ୍ୟକ୍ଷା ପାଇଁ ବୁଧବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଉପନିର୍ବାଚନ ବ୍ଲକସଭା ଗୃହରେ ଅନୁଷ୍ଠିତ ହୋଇଛି। ଏଥିରେ ପାଟଣା ବ୍ଲକ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ ଏକ ମାତ୍ର ପ୍ରାର୍ଥୀ ଭାବରେ…

୮ଗୁଣା ବଢ଼ିଲା ରେଳଷ୍ଟେଶନ ପାର୍କିଂ ଫି’

ଭୁବନେଶ୍ୱର,୧୮ା୬(ଅନୁରାଧା ମହାରଣା): ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍‌ସ୍ଥିତ ରେଳ ଷ୍ଟେଶନରେ ଗାଡ଼ି ପାର୍କିଂ ଏବେ ମହଙ୍ଗା ହୋଇଛି। ପାର୍କିଂ ଫି’ ୮ଗୁଣା ବୃଦ୍ଧି କରାଯାଇଛି। ପାର୍କିଂ ଫି’ରେ ହଠାତ୍‌ ବୃଦ୍ଧିକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏଠାରୁ ପ୍ରତିଦିନ ହଜାର ହଜାର ଲୋକ…

ସମୁଦ୍ର ଜୁଆରରେ ଭାସିଗଲେ ୩ ବଙ୍ଗୀୟ ପର୍ଯ୍ୟଟକ

ଭୋଗରାଇ,୧୮ା୬(ପ୍ରଦୀପ ଦାସ): ବଙ୍ଗୋପସାଗର ଦକ୍ଷିଣ-ପଶ୍ଚିମରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ମୁହଁଉଥିବାବେଳେ ମୌସମୀ ବାୟୁ ସକ୍ରିୟ ହୋଇ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତରେ ମଙ୍ଗଳବାରଠୁ ବୁଧବାର ପର୍ଯ୍ୟନ୍ତ ମଧ୍ୟମ ଧରଣର ବର୍ଷା ଲାଗିରହିଛି। ଏଭଳିସ୍ଥିତିରେ ସମୁଦ୍ର ଉତ୍ତାଳ ଥିବାବେଳେ…

ଯାଜପୁର ଝାଡ଼ାବାନ୍ତି ସ୍ଥିତିରେ ଆସିଛି ସୁଧାର

ଧର୍ମଶାଳା,୧୮ା୬(ଶିବ ପ୍ରସାଦ ମହାନ୍ତି): ସାରା ରାଜ୍ୟରେ ଝାଡ଼ାବାନ୍ତି ସ୍ଥିତି ସଙ୍ଗୀନ ହେଉଥିବା ବେଳେ ଯାଜପୁର ଜିଲାରେ ସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ଜିଲାରେ ମୋଟ୍‌ ୨ଶହରୁ ଊର୍ଦ୍ଧ୍ୱ ରୋଗୀ ଚିକିତ୍ସିତ ହେଉଥିବା ବେଳେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୫୦ରୁ ଊଦ୍ଧର୍‌ବ ରୋଗୀ…

ବିଭିନ୍ନ ସମସ୍ୟାକୁ ନେଇ ତାତିଲେ ଲୋକେ: ବୃଦ୍ଧାଙ୍କ ମୃତ୍ୟୁରୁ ଉତ୍ତେଜନା, ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତରେ ମଙ୍ଗଳବାର ଜଣେ ବୃଦ୍ଧା ନାଳରେ ପଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ଉକ୍ତ ଅଞ୍ଚଳର ଶାନ୍ତି ବଳିୟାର ସିଂ। ସ୍ଥାନୀୟ ଲୋକେ ତାଙ୍କୁ ନାଳରୁ ଉଦ୍ଧାର କରି…

ଶିକାର ପାଇଁ ବିଛାଇଥିଲେ ବିଦ୍ୟୁତ୍‌ତାର, ନିଜେ ହୋଇଗଲେ ଶିକାର

ଭଞ୍ଜନଗର,୧୮ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ଜଗନ୍ନାଥପ୍ରସାଦ ରେଞ୍ଜକୁ ଗୋଟିଏ ପରେ ଗୋଟିଏ ବିପଦ ଗୋଡ଼ାଉଛ। ଦୁଇଦିନ ପୂର୍ବେ ରେଞ୍ଜ କାର୍ଯ୍ୟାଳୟକୁ ବୋମାମାଡ଼ ହୋଇଥିଲା। ଏହି ଘଟଣାର ପ୍ରକୃତ ରହସ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡ଼ିନାହିଁ। ମଙ୍ଗଳବାର…

ଗୋପାଳପୁର ଗଣବଳାତ୍କାର: ରିପୋର୍ଟ ମାଗିଲେ ଏନ୍‌ସିଡବ୍ଲ୍ୟୁ

ଭୁବନେଶ୍ୱର,୧୮ା୬(ସତ୍ୟଜିତ୍‌ ରାଉତ/ସୁନିତ୍‌ ମିଶ୍ର): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ସୋମବାର ସନ୍ଧ୍ୟାରେ ଜଣେ ୨୦ବର୍ଷୀୟା କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି ଜାତୀୟ ମହିଳା କମିଶନ(ଏନ୍‌ସିଡବ୍ଲ୍ୟୁ)। କମିଶନ ନିଜ ଆଡ଼ୁ ମାମଲା ରୁଜୁ କରି ଓଡ଼ିଶା ସରକାରଙ୍କଠାରୁ ରିପୋର୍ଟ…

ମୋରଡ଼ା ଅଞ୍ଚଳରେ ବଢ଼ି ଚାଲିଛି ହାତୀ ଉପଦ୍ରବ: ଶୋଇଥିବାବେଳେ ଜଣଙ୍କୁ ଘରୁ ଘୋଷାଡ଼ି ଆଣି ଦଳି ଦେଲେ

ମୋରଡ଼ା,୧୮ା୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ହାତୀ ଉପଦ୍ରବ ବଢ଼ି ଚାଲିଥିବାରୁ ଜନ ଅସନ୍ତୋଷ ବଢ଼ି ଚାଲିଛି। ସୂଚନାନୁଯାୟୀ, ଉକ୍ତ ନିର୍ବାଚନମଣ୍ଡଳୀର ରାସଗୋବିନ୍ଦପୁର ରେଞ୍ଜ ଅଧୀନ ନଳଗଜା ପଞ୍ଚାୟତର ଗତକାଲି ୨୫ ଟିକିଆ ହାତୀପଲ ଉପଦ୍ରବ ଚଳାଇଥିବା ବେଳେ ଏଥିରୁ…

ସମସ୍ୟା ସୃଷ୍ଟି କରୁଛି ୧୯୭୧ ମସିହା ବିଦ୍ୟୁତ୍‌ ଖୁଣ୍ଟ, ତାର, ଶଙ୍ଖ

ମହାକାଳପଡ଼ା, ୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ଅବିଭକ୍ତ କଟକ ଜିଲାର ମହାକାଳପଡ଼ା ଅଞ୍ଚଳରେ ୧୯୭୧ରେ ପ୍ରଥମ ଥର ଓଡ଼ିଶା ରାଜ୍ୟ ବିଦ୍ୟୁତ୍‌ ବୋର୍ଡ ପକ୍ଷରୁ ଯୋଗାଣ ବ୍ୟବସ୍ଥା ହୋଇଥିଲା। ମାର୍ଶାଘାଇ କେନାଲ ବ୍ରିଜଠାରୁ ମହାକାଳପଡ଼ା-ଛପାଲିକୁ ସଂଯୋଗ କରାଯାଇଥିଲା। ସେ ସମୟରେ ସଂଯୋଗ କରାଯାଇଥିବା…

ସିମନବାଡ଼ି-ରାଇକିଆ ରାସ୍ତାରେ ଗାଡ଼ିମୋଟର ଚଳାଚଳ ବନ୍ଦ, ଲୋକେ ହଟହଟା

ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ ଟ୍ରକ୍‌ କାଦୁଅରେ ଫସିଯିବା ପରେ ସେହି ରାସ୍ତାରେ ଯାତାୟାତ କରୁଥିବା ଅନ୍ୟ ଗାଡ଼ିମୋଟର ଅଟକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?