ଏହି ହିତାଧିକାରୀଙ୍କୁ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବଢିକି ଆସିଲା ଭତ୍ତା
ଭୁବନେଶ୍ୱର,୧୫।୧: ଭତ୍ତା ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥର ହିତାଧିକାରୀଙ୍କୁ ଡକାଇ ସିଧାସଳଖ ବାଣ୍ଟିଲେ ଚେକ । ହିତାଧିକାରୀଙ୍କୁ ମିଳିଲା ୩୫୦୦ ଟଙ୍କା । ୮୦ ବର୍ଷ ବୟସରୁ ଉଦ୍ଧର୍ବ ବୟସ୍କଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…
କଳାବାଘ ଚମଡ଼ା ଜବତ, ୪ ଜଣଙ୍କୁ ବାନ୍ଧିଲା ବନବିଭାଗ
ବାରିପଦା,୧୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ(ଏସ୍ଟିଆର୍) ପ୍ରକଳ୍ପରୁ ଶିକାରୀ ଏବଂ ବନ୍ୟପ୍ରାଣୀ ସାମଗ୍ରୀର ଅବୈଧ ବ୍ୟବସାୟୀଙ୍କ ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶିମିଳିପାଳ ଅଭୟାରଣ୍ୟରୁ ଶିକାର ହୋଇଥିବା କଳାବାଘ ଚମଡ଼ା ଓ ନଖକୁ ଜବତ କରାଯିବା ସହିତ…
ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ନେଇ ରାଗିଗଲେ ଆଇନମନ୍ତ୍ରୀ, କହିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୫ା୧: ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରବଳ ରାଗି ଯାଇଛନ୍ତି। ମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ବୁଧବାର ବୈଠକ ବସିବ। ଏଥିରେ ନିଶ୍ଚିତ ନିର୍ଯାସ ବାହାରିବ। ୩ ଦିନ ହେଲା ଠାକୁରଙ୍କ ନୀତିକାନ୍ତି ବନ୍ଦ…
ବ୍ୟବସାୟୀଙ୍କୁ ଭୁଜାଲି ମାଡ କରି ଲୁଟ୍ : ବନ୍ଧୁକ ଦେଖାଇ ଭୟଭୀତ କଲେ ଅଫୁଟା ଗୁଳି, ମୋବାଇଲ୍ ଜବତ
ସୋନପୁର,୧୫।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଧର୍ମଶାଳା-ଯାଲୋଏ ରାସ୍ତାରେ ଭୁଜାଲିରେ ହାଣି ଯୁବ ବ୍ୟବସାୟୀ ନୀଳାମ୍ବର ମହାପାତ୍ର(୩୩)ଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି। ମଙ୍ଗଳବାର ରାତି ୭ଟା୩୦ରେ ଏହି ଘଟଣା ଘଟିଛି। ବୀରମହାରାଜପୁର ଥାନା ଲେହେଡିର ନୀଳାମ୍ବର ମହାପାତ୍ର ଧର୍ମଶାଳା ଛକରେ…
ବାଇକ୍କୁ ଧକ୍କା ଦେଲା ଅଟୋ,ପରେ…
ଦିଗପହଣ୍ଡି,୧୫।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନଙ୍ଗପୁର ନିକଟ ଲାଡିଗାଁ ଛକରେ ମଙ୍ଗଳବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଅଟୋ ବାଇକ (ନଂ.ଓଡି ୦୭ ଏ ଭି -୮୪୩୯)କୁ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…
ଏଟିଏମ୍ ତାଡ଼ି ନେଇଗଲେ ଲକ୍ଷାଧିକ ଟଙ୍କା
ବୌଦ୍ଧ,୧୫।୧: ବୌଦ୍ଧ ଥାନା ଅଧୀନ ବଢ଼ିଗାଁସ୍ଥିତ ଏସ୍ବିଆଇ୍ ଏଟିଏମ୍ କାଉଣ୍ଟରରୁ ଏକ ବଡ଼ ଧରଣର ଲୁଟ ହୋଇଛି। କେତେକ ଦୁର୍ବୃତ୍ତ ଏଟିଏମ୍ ତାଡ଼ି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଜଣାପଡିଛି। ଅଭିଯୋଗ ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି।…
୩ ଦିନ ହେଲା ଉପାସରେ ଲିଙ୍ଗରାଜ
ଭୁବନେଶ୍ବର,୧୫।୧: ୩ ଦିନ ହେଲାଣି ଉପାସରେ ରହିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସୋମବାରଠାରୁ ବୁଧବାର ସକାଳ ସୁଦ୍ଧା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଥିବା ସୂଚନା ମିଳିଛି। ଟ୍ରଷ୍ଟ ବୋର୍ଡ ବୈଠକ ଡାକି ସ୍ଥାୟୀ ସମାଧାନ ପାଇଁ ବ୍ରାହ୍ମଣ ନିଯୋଗ ପକ୍ଷରୁ ଦାବି କରାଯାଇଛି।…
ସଂଗୃହୀତ ରକ୍ତର ହେବ ଡିଏନ୍ଏ ଟେଷ୍ଟ
ଭୁବନେଶ୍ୱର,୧୫ା୧(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ରାସ୍ତା ତଥା ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ରସୁଲଗଡ଼ ରେଳ ଲାଇନ ଓଭରବ୍ରିଜ ଉପରେ ଗତ ୮ ତାରିଖ ସକାଳ ସମୟରେ ପୂର୍ବତନ ପୋଲିସ ମିତ୍ର ତଥା ସଫେଇ କର୍ମଚାରୀ ସଂଘର ସଭାପତିଙ୍କୁ ମାରଣାସ୍ତ୍ରରେ ବୀଭତ୍ସ ହତ୍ୟା ଘଟଣାରେ…
ଫେବୃଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା, ଜାଣନ୍ତୁ ଏଥିରେ କେଉଁ କେଉଁ ସୁବିଧା ମିଳିବ
ଭୁବନେଶ୍ୱର, ୧୫ା୧(ଅନିଲ ଦାସ): ପୂର୍ବ ପ୍ରଚଳିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କଓ୍ବୋଇ)ର ନାମ ପରିବର୍ତ୍ତନ କରାଯାଇ ଗୋପବନ୍ଧୁ ଜନ ଆରୋଗ୍ୟ ନାମରେ ନାମିତ କରାଯାଇଛି। ଆସନ୍ତା ଫେବୃଆରୀରୁ ଓଡ଼ିଶାରେ ବିଏସ୍କଓ୍ବୋଇ ପରିବତ୍ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ…
୩ ଜିଲାରେ ଘନକୁହୁଡ଼ି ସମ୍ଭାବନା
ଭୁବନେଶ୍ୱର,୧୫ା୧(ଅନୁରାଧା ମହାରଣା): ରାଜ୍ୟରେ ରାତି ତାପମାତ୍ରା ବା ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି। ମଙ୍ଗଳବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୦.୫ ଡିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୧.୫…
ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ିପଡ଼ିଛି: ବିଜେଡି
ଭୁବନେଶ୍ୱର,୧୫ା୧(ଅନିଲଦାସ): ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ମାହାଙ୍ଗା ବିଧାୟକ ସାରଦା ପ୍ରଧାନ କର୍ତ୍ତବ୍ୟରତ ପୋଲିସ୍ ଅଧିକାରୀଙ୍କୁ ମାଡ଼ ମାରିବା ସହ ଭାଜପା କର୍ମୀଙ୍କୁ ବାଡ଼େଇଛନ୍ତି। ବର୍ତ୍ତମାନ ରାଜ୍ୟରେ ଅରାଜକତା ଓ ଉଦ୍ବେଗଜନକ ସ୍ଥିତି ସୃଷ୍ଟି ହୋଇଛି ବୋଲି ପୂର୍ବତନ ବିଧାୟକ ପ୍ରଶାନ୍ତ…
ପ୍ରଚ୍ଛଦପଟରେ ଦୀପାଳି-ଟଙ୍କଧର ବିବାଦ
ଝାରସୁଗୁଡ଼ା,୧୫।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷା କୃଷ୍ଣପ୍ରିୟା ସାହୁଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଆଲୋଚନା ଚାଲିଛି। କୃଷ୍ଣପ୍ରିୟାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ସକାଶେ ଜିଲା ପ୍ରଶାସନ ନ ଶୁଣିବାରୁ ସୁଲେଇ ପଞ୍ଚାୟତ ସମିତି…
Archives


