ରାଜ୍ୟ

ଝାଡ଼ାବାନ୍ତି ଆକ୍ରାନ୍ତଙ୍କୁ ଭେଟିଲେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଧର୍ମଶାଳା,୧୪ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଡକ୍ଟର ଡି.ବୃନ୍ଦା ଶନିବାର ପୂର୍ବାହ୍ନରେ ପହଞ୍ଚି ସ୍ଥିତି ପରଖିବା ସହ ରୋଗୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୋଟ୍‌ ୨୫୦ରୁ ଊର୍ଦ୍ଧ୍ୱ…

ଦୃଷ୍ଟି ଆଢୁଆଳରେ ପର୍ଯ୍ୟଟନ କ୍ଷେତ୍ର: ମୁକୁଳା ପଡ଼ିଛି ଡୁଲୁରୀ ପାଇନବଣ, ରାଜସ୍ବ ହରାଉଛି ପ୍ରଶାସନ

ଦାରିଙ୍ଗବାଡ଼ି,୧୪ା୬(ଅରୁଣ ସାହୁ): ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲୁଛନ୍ତି। ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ଖରାଛୁଟିରେ ଛାତ୍ରୀଛାତ୍ର ପରିବାର ସହ ଦାରିଙ୍ଗବାଡ଼ିର ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ଏହି ପରିପ୍ରେକ୍ଷୀରେ ଉକ୍ତ ବ୍ଲକର ପର୍ଯ୍ୟଟନକ୍ଷେତ୍ର ହିଲ୍‌ଭିୟୁ ପାର୍କ ସମେତ ନେଚର ପାର୍କ, କଫି ବଗିଚା, ମିଡିୟୁବାନ୍ଦା…

ମଣ୍ଡିରୁ ଉଠୁନି ଧାନ, ତେଜୁଛି ଆନ୍ଦୋଳନ

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଶନିବାର ମାସେ ପୂରିବ। କିନ୍ତୁ ଏପର୍ଯ୍ୟନ୍ତ ଧାନ କିଣାବିକା ସମସ୍ୟା ଲାଗି ରହିଛି। ମଣ୍ଡିକୁ ଯେଉଁ ଅନୁପାତରେ ଧାନ ଆସୁଛି, ସେହି ଅନୁପାତରେ ତାହା ବିକ୍ରି ହେଉ ନାହିଁ। ଜିଲାର…

ବନସ୍ତେ ଡାକିଲା ଗଜ… ବରଷକେ ଥରେ ଆସିଛି ରଜ…

ବନସ୍ତେ ଡାକିଲା ଗଜ… ବରଷକେ ଥରେ ଆସିଛି ରଜ…। ବର୍ଷକ ପରେ ପୁଣି ଆସିଛି ଗଣପର୍ବ ରଜ। ଶନିବାର ପହିଲି ରଜ। ତେଣୁ ଘରେ ଘରେ ପୋଡପିଠାର ମହକ ସାଙ୍ଗକୁ ପାନର ରଙ୍ଗରେ କୁଆଁରୀମାନଙ୍କ ଓଠ ଝଲସିବ। ରଜପାଇଁ ସଭିଁଙ୍କ ମନରେ…

ଖବର ପ୍ରକାଶ କଲା ଧରିତ୍ରୀ, ତତ୍ପର ଦେଖାଇଲା ପ୍ରଶାସନ, ପଡ଼ାରେ ନଳକୂପ ଖନନ ଆରମ୍ଭ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତ ପୋଖରୀଗୁଡା ଗ୍ରାମ ଭଟାଗୁଡା ପଡାରେ ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ପଡାବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇଥିଲେ। ଏ ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ବ୍ଲକ…

ଛେଳି ଚୋରି କରିବା ଅଭିଯୋଗରେ ଯୁବକଙ୍କୁ ପିଟିପିଟି ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ

ପାଟଣା,୧୪ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଶଙ୍ଖୁଆ ଗ୍ରାମରେ ଛେଳି ଚୋରିକୁ ନେଇ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଲୋକେ ଶୁକ୍ରବାର ରାତିରେ ପିଟିପିଟି ମାରି ଦେବା ପରେ ମୃତଦେହକୁ ରାସ୍ତାକଡ଼ରେ ପକାଇ ଦେଇଛନ୍ତି। ମୃତକ ଜଣକ ହେଉଛନ୍ତି ଶଙ୍ଖୁଆ…

ବୋଲେରୋ-ଟ୍ରକ୍‌ ମୁହାଁମୁହିଁ, ଜଣେ ମୃତ, ୯ ଆହତ

ହରଭଙ୍ଗା,୧୪ା୬(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ଖଜୁରିପଡ଼ାଠାରେ ଶନିବାର ଭୋର୍‌ ସମୟରେ ଏକ ବୋଲେରୋ ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ସୂଚନା ମୁତାବକ…

ଆଜି ପହିଲି ରଜ: ସବୁଠି ପିଠା ମିଠାର ଆସର

ଆଜି ପହିଲି ରଜ। ରଜପର୍ବକୁ ନେଇ ଗାଁରୁ ସହର ସବୁଠି ଉତ୍ସବମୁଖର । ଦୋଳି ଖେଳ, ବିଭିନ୍ନ ପ୍ରକାର ପ୍ରତିଯୋଗିତା ସହିତ ପିଠା ମିଠାର ଆସର । ବିଶେଷ କରି ରଜ ଅବସରରେ ଭଳି କି ଭଳି ପିଠା ହିଁ ବଡ…

ରଜପର୍ବରେ ଅଘଟଣ: ଶାଶୁ-ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ବ୍ୟକ୍ତି

ଆନନ୍ଦପୁର,୧୪ା୬: କେନ୍ଦୁଝର ଜିଲା ଆନନ୍ଦପୁରରେ ରଜ ପର୍ବରେ ଅଘଟଣ ଘଟିଛି। ଶାଶୁ ଏବଂ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଜଣେ ବ୍ୟକ୍ତି। ସୋସୋ ଥାନା ବାଲିବରେଇ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଉଭୟେ ମହିଳା ଗୁରୁତର ଅବସ୍ଥାରେ ଆନନ୍ଦପୁରରୁ କଟକ…

ଆସିଲା ବି.ଏଡ୍‌ ପ୍ରବେଶିକା ପରୀକ୍ଷା ଫଳ, ୨୬ରୁ ନାମଲେଖା;ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୧୩ା୬(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ବି.ଏଚ୍‌.ଏଡ୍‌ ଓ ଏମ୍‌.ଏଡ୍‌ରେ ନାମଲେଖାଇବା ଲାଗି ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତବର୍ଷ ଏହି ତିନି ବିଭାଗରେ ମୋଟ ୨୭୫୦ଟି ସିଟ୍‌ ରହିଛି। ଏଥିରେ ନାମଲେଖାଇବା ପାଇଁ ୧ଲକ୍ଷ ୨୯ ହଜାର ୭୧୨ଜଣ…

ରଜରେ ସାରା ରାଜ୍ୟରେ ଝଡ଼ବର୍ଷା: ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୧୩ା୬ (ଅନୁରାଧା ମହାରଣା) – ରଜ ୩ଦିନରେ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଛି। ସମସ୍ତ ୩୦ ଜିଲାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଆଞ୍ଚଳିକ…

ଯାଜପୁରରେ କଲେରା ଆକ୍ରାନ୍ତ ଚିହ୍ନଟ: ୮ ଜଣଙ୍କ ରିପୋର୍ଟ ପଜିଟିଭ୍

ଯାଜପୁର, ୧୩।୬: ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ହେବା ସହ ଏହା ମଧ୍ୟରେ କଲେରା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ଭାବେ ବଢ଼ିଛି। ସଦ୍ୟତମ ରିପୋର୍ଟ ଅନୁଯାୟୀ, ୪୧ଟି ନମୁନା ପରୀକ୍ଷଣ ପରେ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?