ଦୀପାଳିଙ୍କ ଭାଇ ବିଶାଲଙ୍କ ନାଁରେ ଏତଲା
ଭୁବନେଶ୍ୱର,୧୦।୧: ସ୍ବର୍ଗତ ନବ ଦାସଙ୍କ ପୁଅ ଏବଂ ଦୀପାଳି ଦାସଙ୍କ ଭାଇ ବିଶାଲ ଦାସଙ୍କ ନାଁରେ ମାମଲା ରୁଜୁ ହୋଇଛି। ସରେଇପାଲି ଥାନା ପୋଲିସ ତାଙ୍କ ନାମରେ ଏହି ମାମଲା ଦାୟର କରିଛି। ବିଶାଲଙ୍କ ସହ ମୋଟ ୧୩ ଜଣଙ୍କ ନାଁରେ…
ସାଧାରଣ ଲୋକଙ୍କ ପାଇଁ ଖୋଲିଲା ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ, ଜାଣନ୍ତୁ କେତେ ଦିନ ଯାଏ ଖୋଲା ରହିବ
ଭୁବନେଶ୍ୱର,୧୦।୧: ଭୁବନେଶ୍ୱରର ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ଦିବସ (PBD) ପ୍ରଦର୍ଶନୀ ଜାନୁଆରୀ ୧୧ ରୁ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ। ଏହି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ସମେତ ସମସ୍ତଙ୍କ ପାଇଁ ଜାନୁଆରୀ ୧୨ ସନ୍ଧ୍ୟା ପର୍ଯ୍ୟନ୍ତ ଉପଲବ୍ଧ ରହିବ।…
ଉଦ୍ଯାପନୀ ସମାରୋହରେ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି
ଭୁବନେଶ୍ୱର,୧୦।୧: ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି। ୨୪ଟି ଦେଶର ୨୭ ବିଶିଷ୍ଟ ପ୍ରବାସୀଙ୍କୁ ରାଷ୍ଟ୍ରପତି ସମ୍ମାନିତ କରିଛନ୍ତି। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା…
ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଆପଣଙ୍କ ଉପସ୍ଥିତି ସମସ୍ତ…
ଭୁବନେଶ୍ୱର,୧୦ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ ଲେଖିଛନ୍ତି, ‘ପ୍ରବାସୀ ଭାରତୀୟ ଦିବସ’ରେ ଆପଣଙ୍କ ଗରିମାମୟ ଉପସ୍ଥିତି ଏହି କାର୍ଯ୍ୟକ୍ରମକୁ…
ମଧ୍ୟାହ୍ନ ଭୋଜନରେ ଏହି ସବୁ ଦେଶୀ ଖାଦ୍ୟ ଖାଇଲେ ରାଷ୍ଟ୍ରପତି
ଭୁବନେଶ୍ୱର,୧୦।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଅଛନ୍ତି। ଏହି ସମୟରେ ଶୁକ୍ରବାର ରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ କରିଛନ୍ତି। ଷ୍ଟୋର୍ଟରରେ ପନିର ଟିକା, ବେବିକର୍ଣ୍ଣ, କୋଳଥ ଡାଲି ପାଳଙ୍ଗ ସୁପ୍, ଗ୍ରୀନ ସାଲାଡ, କର୍ଣ୍ଣ ମଟର ସାଲାଡ, ବିଲାତି ଖଜୁରୀ ଖଟା,…
ବସ୍ରେ ଚିକିତ୍ସା ପାଇଁ ଯାଉଥିଲେ: ସିଟ୍ରେ ଟଳିପଡ଼ିଲେ ବୃଦ୍ଧା
ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସ୍ଷ୍ଟାଣ୍ଡରୁ ବ୍ରହ୍ମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍ରୁ ଶୁକ୍ରବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବୃଦ୍ଧା ଜଣକ ହେଲେ ଶେରଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ଅନନ୍ତ ନଗରର ଲଳିତା ପାଣିଗ୍ରାହୀ(୭୮)। ଲଳିତା…
‘ଫିଜି ମେଁ ଭାରତୀୟୋଁ କା ଇତିହାସ ତଥା ଉନ୍କା ଜୀବନ’ ଉନ୍ମୋଚିତ
ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା): ପ୍ରବାସୀ ଭାରତୀୟ ଦିବସ ଅବସରରେ ବିଶିଷ୍ଟ ଲେଖିକା ତଥା ଶିକ୍ଷାବିତ୍ ଡ. ରେଖା ଚତୁର୍ବେଦୀଙ୍କ ପୁସ୍ତକ ‘ଫିଜି ମେଁ ଭାରତୀୟୋଁ କା ଇତିହାସ ତଥା ଉନ୍କା ଜୀବନ’ ଉନ୍ମୋଚିତ ହୋଇଛି। ଏହି ଅବସରରେ ରେଖା ଚତୁର୍ବେଦୀ କହିଛନ୍ତି, ‘ଫିଜି…
ବିବାହ ବିଚ୍ଛେଦ ମାମଲାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ମାମଲା ବିଚାରାଧୀନ ଥିଲେ ଜଣେ ନେଇପାରିବେ…
କଟକ,୧୦ା୧: ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, ମାମଲା ବିଚାରାଧୀନ ଥିବାବେଳେ ଜଣେ ଏକପାଖିଆ ସମ୍ମତି ପ୍ରତ୍ୟାହାର କରିପାରିବେ। ରାୟ ପୂର୍ବରୁ ଦମ୍ପତିଙ୍କ ମଧ୍ୟରୁ ଜଣେ ଏକପାଖିଆ ସମ୍ମତି ପ୍ରତ୍ୟାହାର କରିପାରିବେ।…
ସ୍ବାମୀଙ୍କ ସହ ଜେଲ୍ ଗଲେ ସହଦେବ ହତ୍ୟାଘଟଣାର ମାଷ୍ଟରମାଇଣ୍ଡ୍ ଲିପିକା
ଭୁବନେଶ୍ୱର,୧୦ା୧: ବ୍ରାଉନଗୁଗାର ବିକ୍ରି ଏବଂ ରସୁଲଗଡ଼ ବ୍ରିଜ୍ ଉପରେ ସହଦେବ ନାୟକଙ୍କୁ ହତ୍ୟା କରିବା ଘଟଣାର ମାଷ୍ଟରମାଇଣ୍ଡ୍ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଛି। ସ୍ବାମୀ ଲକ୍ଷ୍ମୀଧର ନାୟକଙ୍କ ସହ ମିଶି ସେ ଏହି ଅପରାଧ ଘଟାଇଥିଲେ। ବର୍ତ୍ତମାନ ସୁଦ୍ଧା…
ଅନାସ୍ଥା ଭୋଟ ପୂର୍ବରୁ ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ପୋଲିସ
ଝାରସୁଗଡା,୧୦।୧: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଆଜି କିର୍ମିରା ବ୍ଲକ…
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା…ଜାଣନ୍ତୁ କ’ଣ
ଭୁବନେଶ୍ୱର, ୧୦ା୧(ସୁନିତ୍ ମିଶ୍ର):ସୁଭଦ୍ରା ଯୋଜନାରୁ ଅପ୍ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି। ଯେଉଁ ହିତାଧିକାରୀମାନେ ଭୁଲ୍ରେ ଅପଟ୍ ଆଉଟ ହୋଇଯାଇଥିଲେ ସେମାନେ ଏଥିରେ ସୁବିଧା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସୁଭଦ୍ରା ଯୋଜନାର ପୋର୍ଟାଲରେ…
କଶ୍ମୀର ଉପତ୍ୟକାରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍
ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା):କଶ୍ମୀରର ସୁନ୍ଦର ଉପତ୍ୟକାରେ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ ଚଳାଇବା ପାଇଁ ଭାରତୀୟ ରେଳ ପ୍ରସ୍ତୁତି ଶେଷ କରିଛି। ଏହି ଟ୍ରେନ୍ ଚଳାଚଳର ଶୁଭାରମ୍ଭ ଖୁବ୍ଶୀଘ୍ର ହେବାକୁ ଯାଉଛି। କଶ୍ମୀରର କଠିନ ପରିସ୍ଥିତି ଏବଂ ତୁଷାରପାତକୁ ବିଚାରକୁ ନେଇ ଏହି…
Archives


