ରାଜ୍ୟ

ମହାନଦୀ ପଠାରେ ପିକ୍‌ନିକ୍‌ ମନା, ଜାଣନ୍ତୁ କଟକର କେଉଁ ସ୍ଥାନ ପର୍ଯ୍ୟନ୍ତ ଲାଗିଲା କଟକଣା

କଟକ,୯ା୧: ମହାନଦୀ ପଠାରେ ପିକ୍‌ନିକ୍‌ ଆୟୋଜନ ଉପରେ କଡ଼ା କଟକଣା ଲଗାଇଛି କଟକ ମହାନଗର ନିଗମ। ତେବେ ଏହି କଟକଣା ବୋଟିଂ କ୍ଲବଠାରୁ କଟକ-ଇନ୍‌-କଟକ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଏଥିସହିତ ତଳ ବାଲିଯାତ୍ରା ପଡ଼ିଆରୁ ଚହଟା ଛକ ଯାଏ ମଧ୍ୟ କଟକଣା…

ରସୁଲଗଡ଼ରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର,୯।୧: ରାଜଧାନୀରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ଘଟଣାରେ ପୋଲିସ ଆଉ ଦୁଇଜଣଙ୍କୁ ଗିରଫ କରିଛି। ଗୁରୁବାର ଗିରଫ ହୋଇଥିବା ଦୁଇଜଣଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏଥିସହିତ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ତଦନ୍ତ ଏବେ…

ଯୋଗାଣ ମନ୍ତ୍ରୀ ଦେଲେ ଡେଡ୍‌ଲାଇନ: ଏହି ତାରିଖ ସୁଦ୍ଧା କରିନିଅନ୍ତୁ E-KYC, ନଚେତ୍‌…

ଭୁବନେଶ୍ୱର,୯।୧: ରାଶନ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀ ଦେଲେ ଡେଡ୍‌ଲାଇନ। ଜାନୁଆରି ୩୧ ସୁଦ୍ଧା E-KYC କରିବାକୁ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି। ଯୋଗାଣ ମନ୍ତ୍ରୀଙ୍କ କହିବାଅନୁସାରେ, ଜାନୁଆରି ୩୧ ସୁଦ୍ଧା E-KYC ନ କଲେ ରାଶନ କାର୍ଡ…

ଯେତେବେଳେ ସାରା ବିଶ୍ୱ ଦେଖାଇଥିଲା ଖଣ୍ଡାର ଶକ୍ତି, ସମ୍ରାଟ ଅଶୋକ ବାଛିଥିଲେ ଶାନ୍ତି, ଜାଣନ୍ତୁ କାହାକୁ ଟାର୍ଗେଟ କଲେ ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୯।୧: ଯେତେବେଳେ ଖଣ୍ଡା ବଳରେ ସାରା ବିଶ୍ୱରେ ସାମ୍ରାଜ୍ୟ ବିସ୍ତାର କରାଯାଉଥିଲା, ସେତେବେଳେ ସମ୍ରାଟ ଅଶୋକ ଶାନ୍ତିର ପଥ ବାଛିଥିଲେ… ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ଗସ୍ତରେ ଅଛନ୍ତି। ଗୁରୁବାର ଭୁବନେଶ୍ୱରରେ ସେ ୧୮ତମ ପ୍ରବାସୀ…

ପ୍ରବଳ ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୯ା୧(ଶିଶିର ପଟ୍ଟନାୟକ): ରାଜ୍ୟର ଶୀତଳ ସହର ଜି.ଉଦୟଗିରି ସହରରେ ୧୫ ଦିନ ହେବ ଶୀତର ପକୋପ ଜାରି ରହିଛି । ଗୁରୁବାର ସର୍ବନିମ୍ନ ତାପମାତ୍ରା ୫. ୨ ଡିଗ୍ରୀ ରହିଛି । ରାଜ୍ୟର ସବୁଠାରୁ ଶୀତର ସହର ଭାବେ ଆଜି ମଧ୍ୟ…

‘ଆପଣମାନଙ୍କ ପାଇଁ ମୁଁ ବିଦେଶରେ ଗର୍ବ ଅନୁଭବ କରେ’

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନଠାରେ ଆୟୋଜିତ ହୋଇଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି। ପ୍ରବାସୀମାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ପାଇଁ ମୁଁ ଆଜି ବିଦେଶରେ ଗର୍ବିତ। ଭାରତୀୟମାନେ ଯେଉଁଠିକି ଯାଆନ୍ତି ସେଠିକାର…

ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି…

ଅଧରାତିରେ ନେତାଙ୍କ ସହ ମାନସମନ୍ଥନ କଲେ ମୋଦି: ଜାଣନ୍ତୁ କ’ଣ ହେଲା ଆଲୋଚନା

ଭୁବନେଶ୍ୱର,୯।୧: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ଅଛନ୍ତି। ଓଡ଼ିଶାରେ ପହଞ୍ଚିବା ପରେ ମୋଦି ଅଧରାତିରେ ବିକାଶର ଦୂରଦୃଷ୍ଟି ସଂପନ୍ନ ଯୋଜନାର ମାନସମନ୍ଥନ କରିଛନ୍ତି। ବିଭିନ୍ନ ଯୋଜନା ଓ କ୍ରିୟାନ୍ବୟନ ନେଇ ସେ ଆଲୋଚନା କରିଛନ୍ତି। ବିଭିନ୍ନ ଯୋଜନା…

୭ ମାସରେ ଆଇନଶୃଙ୍ଖଳା ଚିନ୍ତାଜନକ: ବିଜେଡି

ଭୁବନେଶ୍ୱର,୯ା୧(ଅନିଲ ଦାସ):ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ବୁଧବାରଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି । ଦେଶ ବିଦେଶରୁ ପ୍ରବାସୀ ଓଡ଼ିଶାରେ ଏକତ୍ରିତ ହୋଇଛନ୍ତି । ଏହା ନିଶ୍ଚିତ ଭାବେ ଓଡ଼ିଶା ପାଇଁ ଏକ ସୌଭାଗ୍ୟର କଥା। ଅନ୍ୟପକ୍ଷରେ ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି,…

ନବୀନଙ୍କ ଅସଲ ମୁଖା ଖୋଲିବେ ପ୍ରଦୀପ ପାଣିଗ୍ରାହୀ: ଓଡ଼ିଆ ନବବର୍ଷକୁ ଅପେକ୍ଷା

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କ ସହ ବିଜେଡିର ସମ୍ପର୍କରେ ତିକ୍ତତା ଆସିବା ପରେ ସେ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ଅନେକ ସମୟରେ ବିଜେଡି ବିରୋଧରେ ବିଷ ଓକାଳୁଥିବା ପ୍ରଦୀପ କେତେକ ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ ହେବା ପରେ ବୁଧବାର…

ଶିଶ୍‌ମହଲ ବନାମ ରାଜମହଲ:ସରକାରୀ ବଙ୍ଗଳାକୁ ନେଇ ହାଇଡ୍ରାମା

ନୂଆଦିଲ୍ଲୀ,୯ା୧:ଏକଦା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦଖଲରେ ଥିବା ସରକାରୀ ବଙ୍ଗଳା (ଭାଜପା ଭାଷାରେ ଶିଶ୍‌ମହଲ) ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକ କଲ୍ୟାଣ ମାର୍ଗସ୍ଥିତ ସରକାରୀ ବାସଭବନ (ଆପ୍‌ ମତରେ ରାଜମହଲ)କୁ ନେଇ ବୁଧବାର ହାଇଡ୍ରାମା ଦେଖିବାକୁ ମିଳିଛି।…

ଏହି ମାସଠୁ ଲାଗୁ ହେବ ଆୟୁଷ୍ମାନ୍‌ ଯୋଜନା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୯ା୧(ସୁନିତ୍‌ ମିଶ୍ର):ରାଜ୍ୟରେ ଆୟୁଷ୍ମାନ୍‌ ଭାରତ ଯୋଜନା ଲାଗୁକରିବା ଲାଗି ରାଜ୍ୟ ସରକାର ବ୍ୟାପକ ଉଦ୍ୟମ ଚଳାଇଛନ୍ତି। ରାଜ୍ୟ ସରକାରଙ୍କ ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍‌ ଭାରତ ଯୋଜନାକୁ ମିଶାଇ ଗୋଟିଏ କାର୍ଡ ପ୍ରସ୍ତୁତ କରିବାକୁ ଯୋଜନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri