ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…
ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ…
ବିଧାନସଭାରେ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ
ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର କୋଟିି ବଜେଟ୍ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଜପା ସରକାର ଆସିବା ପରେ…
ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…
ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଆର୍ଥିକବର୍ଷ ଲାଗି ବଜେଟ ଉପସ୍ଥାପନ କରିବେ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଏକ…
ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ
ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ଗୋବିନ୍ଦ ଭୋଇ(୬୧)ଙ୍କ ସ୍ତ୍ରୀ ରୁକ୍ମିଣୀ ଭୋଇ(୫୫)। ଖବର ପାଇ ବ୍ରଜରାଜନଗର ଏସ୍ଡ଼ିପିଓ ଚିନ୍ତାମଣି…
ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍ ଆଉଟ୍, ୧୨.୮%ରୁ ବଢ଼ି…
ଭୁବନେଶ୍ୱର,୨୦ା୨: ଡ୍ରପ୍ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍ ଆଉଟ୍। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ ଓ ୧୦ମର ସବୁଠୁ ଅଧିକ ପିଲା ପାଠ ଛାଡ଼ିଛନ୍ତି। ନବମ ଓ ଦଶମ…
ବକ୍ସାଇଟ୍ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା
ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ ହୋଇଥିବା ଗ୍ରାମସଭାରେ ଜାଲ୍ ଦସ୍ତଖତ କରାଯାଇ ଗ୍ରାମସଭାକୁ ସଫଳ ବୋଲି ଘୋଷିତ କରିଥିବା…
କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି
କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍ରେ ତାଲା ଠୁଙ୍କିଛନ୍ତି ଛାତ୍ରୀଛାତ୍ର। ମେଧାବୃତ୍ତି ନ ମିଳିବା ଓ ବିଭିନ୍ନ ବିଭାଗର ପରୀକ୍ଷାଫଳ ୨…
ଲିଭ୍ ଇନ୍ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍
ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, ଯୁବକଙ୍କ ମୃତ୍ୟୁ ପରେ ତାଙ୍କ ପ୍ରେମିକା…
ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …
ଭୁବନେଶ୍ୱର, ୨୦।୨(ସୁନିତ୍ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ ଗୃହକୁ ମୁଲତବୀ ରଖାଯାଇଥିଲା। ଦ୍ୱିତୀୟ ଦିନ ଅର୍ଥାତ୍ ଗତ ୧୮ରେ ଗୃହକାର୍ଯ୍ୟ ମୋଟ୍…
ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…
ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ ହରାଉଥିବାରୁ ଏହାର ପୁନଃରୁଦ୍ଧାର ସହ ସୌନ୍ଦର୍ଯ୍ୟକରଣ ଲାଗି ସହରବାସୀ ଦୀର୍ଘ ବର୍ଷ ହେଲା…
ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି
ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା ପାଇବା ପୂର୍ବରୁ ନିଜର e-KYC ଏବଂ ବ୍ୟାଙ୍କ ସ୍ଥିତି ଯାଞ୍ଚ କରିନେବା ଜରୁରୀ।…
ଶଟର ପକାଇ ଜଗି ରହୁଛନ୍ତି ବାଉନ୍ସର, ଭିତରେ ବାର୍ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା
ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର। ଆଗରେ ବାଉନ୍ସର ଶଟର ପକାଇ ଜଗି ରହୁଥିବାବେଳେ ଭିତରେ ଜମୁଛି ରଙ୍ଗିନ ରାତି।…
Archives


