ରାଜ୍ୟ

ପୁରୀଦେଇ ଗତି କରୁଛି ମୌସୁମୀ, ୧୩ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର, ୧୨।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱର, ପୁରୀ, ଗଞ୍ଜାମ ଓ ନୟାଗଡ଼ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖାଦେଇଛି, ଯାହା ଗରମ ଓ ଗୁଳୁଗୁଳିରୁ…

ସ୍ନାନ ପୂର୍ଣ୍ଣିମା: ଠେଲାପେଲାରେ ୩୦ରୁ ଉର୍ଦ୍ଧ ଅସୁସ୍ଥ

ପୁରୀ,୧୨ା୬( ଅଜିତ୍‌ କୁମାର ମହାନ୍ତି): ଚଳିତ ବର୍ଷ ସ୍ନାନଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଆକଳନଠାରୁ ଢ଼େର ଗୁଣରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ବଢ଼ିଛି। ତେବେ ପ୍ରବଳ ଗରମ, ଗୁଳୁଗୁଳି ସାଙ୍ଗକୁ ଠେଲାପେଲାରେ ୩୦ରୁ ଊଦ୍ଧର୍‌ବ ଭକ୍ତ ଅସୁସ୍ଥ ତଥା ଆହତ ହୋଇଥିବା…

ଲୋକଙ୍କ ସରକାର

କାଲି ଭଳି ଲାଗୁଛି। ନୂଆ ସରକାରକୁ ଏକ ବର୍ଷ ଆଜି ପୂରିଛି। ଗତକାଲି ଥିଲା ପବିତ୍ର ସ୍ନାନପୂର୍ଣ୍ଣିମା। ମୁଁ ସ୍ନାନବେଦିରେ ମହାପ୍ରଭୁଙ୍କୁ ଆଖିରେ ଆଖି ମିଳାଇ ସାରା ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କରି ପ୍ରାର୍ଥନା କଲି। ରତ୍ନସିଂହାସନ ଛାଡ଼ି ସ୍ନାନବେଦିରେ ବିଦ୍ୟମାନ…

ଯାଜପୁରରେ ଝାଡ଼ାବାନ୍ତି ଅଣାୟତ୍ତ, ଆଉ ୬ ମୃତ

ଯାଜପୁର,୧୨ା୬ (ହର୍ଷବର୍ଦ୍ଧନ ବେହେରା): ଯାଜପୁରରେ ସୋମବାର ରାତିରୁ ଆରମ୍ଭ ହୋଇଥିବା ଝାଡ଼ାବାନ୍ତି ଅଣାୟତ୍ତ ହେବାରେ ଲାଗିଛି। ମଙ୍ଗଳବାର ରାତିରୁ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ପୁଣି ୫୦୦ରୁ ଊର୍ଦ୍ଧ୍ୱ ରୋଗୀ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କୋରେଇ, ଧର୍ମଶାଳା, ରସୁଲପୁର, ଦାନଗଦି, ବଡ଼ଚଣା…

ଆଜି ପ୍ରକାଶ ପାଇବ +୩ ନାମଲେଖା ମେଧା ତାଲିକା

ଭୁବନେଶ୍ୱର,୧୨ା୬(ସୁଚିସ୍ମିତା ସାହୁ): +୩ ନାମଲେଖା ପାଇଁ ମେଧା ତାଲିକା ଗୁରୁବାର ପ୍ରକାଶ ପାଇବ। ପ୍ରଥମ ପର୍ଯ୍ୟାୟରେ ୪ଟି ରାଉଣ୍ଡ୍‌ରେ ନାମ ଲେଖାଯିବ। ଏଥିପାଇଁ ଚୟନ ହୋଇଥିବା ଛାତ୍ରୀଛାତ୍ର ୧୨ରୁ ୧୭ତାରିଖ ମଧ୍ୟରେ ନାମଲେଖା ଫି’ ଜମା କରିବା ସହ ନାମଲେଖାଇ ପାରିବେ।…

ଆଜି ଅନ୍ତର୍ଜାତୀୟ ଶିଶୁ ଶ୍ରମିକ ନିରୋଧ ଦିବସ: ଦିନମଜୁରିଆ ନୁହେଁ, ଡିଜେ ଅପରେଟର ହେବାକୁ ଇଚ୍ଛା

ଆଜିର ଶିଶୁ କାଲିର ନାଗରିକ। କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ପିଲାଙ୍କ ପାଠପଢ଼ା ପାଇଁ ବଡ ବଡ ଯୋଜନା କରାଯାଉଛି। ମାତ୍ର ବିଡମ୍ବନାର ବିଷୟ, ସମସ୍ତେ ଏହି ଯୋଜନାର ଉପକୃତ ହୋଇପାରୁନାହାନ୍ତି। ତେବେ ଅନ୍ତର୍ଜାତୀୟ ଶ୍ରମ ସଂଗଠନ(ଆଇଏଲ୍‌ଓ) ପ୍ରଥମେ ଶିଶୁ…

ମୋହନ ସରକାରଙ୍କ ବଡ ଯୋଜନା: ପଶ୍ଚିମ, ଦକ୍ଷିଣ ଓଡ଼ିଶାକୁ ସଂଯୋଗ କରିବ ବିଶାଳ ‘ନମୋ ଏକ୍ସପ୍ରେସ୍ ୱେ’

ଭୁବନେଶ୍ୱର,୧୧ା୬: ମୋହନ ମାଝୀ ସରକାର ରାଜ୍ୟରେ ନୂଆ ଭିତ୍ତିଭୂମି ବିକାଶ କରିବା ଲାଗି ଏକ ନୂଆ ଘୋଷଣା କରିଛନ୍ତି। ‘ନମୋ ଏକ୍ସପ୍ରେସୱେ’ ନିର୍ମାଣ କରି ଓଡ଼ିଶାର ପଶ୍ଚିମ ଓ ଦକ୍ଷିଣ ଅଞ୍ଚଳକୁ ସଂଯୋଗ କରିବାକୁ ସରକାର ଯୋଜନା କରୁଛନ୍ତି। ମୁଖ୍ୟମନ୍ତ୍ରୀ କାର୍ଯ୍ୟ…

ଏଣିକି ଆଧାର କାର୍ଡ ନ ଥିଲେ ବି ସ୍କୁଲରେ ନାମଲେଖାଇ ହେବ, ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ…

ଭୁବନେଶ୍ୱର,୧୦ା୬(ସୁଚିସ୍ମିତା ସାହୁ): ଚଳିତ ବର୍ଷରୁ ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ କରାଯାଇଥିଲା। କିନ୍ତୁ ଏବେ ସେଥିରେ କୋହଳ କରାଯାଇଛି। ଯେଉଁ ପିଲାଙ୍କର ଆଧାର କାର୍ଡ ନାହିଁ, ସେମାନେ ମଧ୍ୟ ଆଡ୍‌ମିଶନ କରିପାରିବେ। ପରବର୍ତ୍ତୀ ସମୟରେ ପିଲାମାନେ ସ୍କୁଲରେ ନିଜ…

କାଲିଠାରୁ ୭ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା) – ରାଜ୍ୟରେ କିଛିଦିନ ହେବ ଖରା, ଗୁଳୁଗୁଳି ସହ ବର୍ଷା ହେଉଛି। ହେଲେ ଗୁରୁବାରଠାରୁ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ। ତା’ସହିତ ଗୁଳୁଗୁଳି ବି କମିବ। ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ…

ଜାଲ୍‌ ସାର୍ଟିଫିକେଟ୍‌ ଦେଇ GDS ଚାକିରି, ୫ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୧।୬: ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ ଏହି ମାମଲାରେ ମୋଟ…

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବୟସ୍କ, ଦିବ୍ୟାଙ୍ଗମାନଙ୍କୁ ଘରେ ନେଇ ପେନସନ ଦେବ ପ୍ରଶାସନ

ଭୁବନେଶ୍ୱର,୧୧।୬: ଓଡ଼ିଶା ସରକାର ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଯେ ଯେଉଁ ହିତାଧିକାରୀମାନେ ପଞ୍ଚାୟତ କାର୍ଯ୍ୟାଳୟକୁ ପେନସନ୍ ଗ୍ରହଣ କରିବାକୁ ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ସେମାନଙ୍କୁ ଘରେ ପେନସନ୍ ପହଞ୍ଚାଇବା ପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରନ୍ତୁ। ରାଜ୍ୟ ସରକାର ଜିଲା…

ରୋଗୀ ପରିବହନ ସେବା ବାଧାପ୍ରାପ୍ତ: ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡ଼ିକାଲରେ କାର୍ଯ୍ୟରତ ଥିବା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଏକାଧିକ ଦାବିନେଇ ବୁଧବାର ଅପରାହ୍ନରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲିବ ବୋଲି ସଙ୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?