ରାଜ୍ୟ

ରସୁଲଗଡ଼ ବିଚ୍‌ ରାସ୍ତାରେ ବୀଭତ୍ସ ହତ୍ୟା: ଚିହ୍ନଟ ହୋଇସାରିଲେଣି ହତ୍ୟାକାରୀ

ଭୁବନେଶ୍ୱର,୮।୧: ସହଦେବ ନାୟକ ହତ୍ୟା ନେଇ ଭୁବନେଶ୍ୱର ଡିସିପି ପିନାକ ମିଶ୍ରଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଘଟଣାର ତଦନ୍ତ ପାଇଁ ସତନ୍ତ୍ର ଟିମ ଗଠନ ହୋଇଛି । ହତ୍ୟା କାଣ୍ଡ ମୁଖ୍ୟ ଅଭିଯୁକ୍ତ ଦୁଇ ଜଣ ଚିହ୍ନଟ ହୋଇ ସାରିଛନ୍ତି।…

ଠକେଇ ମାମଲାରେ ଦୋଷମୁକ୍ତ ପରେ ବର୍ଷିଲେ ପ୍ରଦୀପ ପାଣିଗ୍ରାହୀ, ମୋତେ…

ଭୁବନେଶ୍ୱର,୮।୧: ଠକେଇ ମାମଲାରେ ମଙ୍ଗଳବାର କୋର୍ଟ ବ୍ରହ୍ମପୁର ସଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଦୋଷମୁକ୍ତ କରିଛନ୍ତି। ଏହାପରେ ବୁଧବାର ଖବରଦାତା ସମ୍ମିଳନୀରେ ବର୍ଷିଛନ୍ତି ପ୍ରଦୀପ। ନିଜ ବିରୋଧରେ ମିଛ ମାମଲା ଏବଂ ତାଙ୍କର ଗିରଫଦାରୀକୁ ନେଇ ଜଣେ ଆଇପିଏସ ଅଫିସରଙ୍କୁ ମଧ୍ୟ ଟାର୍ଗେଟ…

ଜିନ୍ନତ୍‌ ଆସିଲା ପରେବି କମୁନି ରାଜନୀତି, ଏଯମୁନାକୁ ନେଇ ଉଠିଲାଣି ଗୁଜବ କହିଲେ…

ଭୁବନେଶ୍ୱର,୮।୧: ବାଘକୁ ନେଇ ବଢ଼ୁଛି ରାଜନୀତି। ବାଘ ଏବେ ପୁରୁଲିଆରେ ଅଛି, ତାକୁ ଓ ସରକାର ନେଇଯାଆନ୍ତୁ ବୋଲି ମମତା କହିବା ପରେ ରାଜନୀତି ଉଷ୍ମ ହୋଇଛି। ତେବେ ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ  କହିଛନ୍ତି, ଜିନ୍ନତ୍‌…

୨ ଖଣି ଅଧିକାରୀଙ୍କ କ୍ୱାର୍ଟର୍ସରେ ସିବିଆଇର ବଡ଼ଧରଣର ଚଢ଼ାଉ

ସୁନ୍ଦରଗଡ଼,୮ା୧(ଜୟନାରାୟଣ ମେଣ୍ଡୁଳି): ଆଇରନ ମାଇନ୍ସର ୨ ବରିଷ୍ଠ ଅଧିକାରୀଙ୍କ କ୍ବାର୍ଟର୍ସରେ ବୁଧବାର ସିବିଆଇ ବଡ଼ଧରଣର ଚଢ଼ାଉ କରିଛି। ବରସୁଆଁ ସେଲ୍‌ ଆଇରନ ମାଇନ୍ସର ୨ ଉଚ୍ଚପଦସ୍ଥ ଅଧିକାରୀ ସରୋଜ ପଟ୍ଟନାୟକ ଏବଂ ସୁନନ୍ଦ ପରିଡ଼ାଙ୍କ କ୍ବାର୍ଟର୍ସରେ ଏହି ଚଢ଼ାଉ ଚାଲିଛି। ଉଚ୍ଚମାନର…

ନିର୍ଦ୍ଦୋଷରେ ଖଲାସ ହେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,୮।୧: ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ପ୍ରଦୀପଙ୍କୁ ବ୍ରହ୍ମପୁର JMFC ରୁରାଲ କୋର୍ଟ ଦୋଷମୁକ୍ତ କରିଛନ୍ତି। ଟାଟା ମୋଟର୍ସରେ ଚାକିରି…

ଖଣି ବ୍ୟବସାୟୀଙ୍କ ଘରେ ପଶିଲା ଇଡି, ଚାଲିଛି ଚଢାଉ

ଭୁବନେଶ୍ୱର,୮।୧: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ପଶିଲା ଇଡି। ଢେଙ୍କାନାଳ ଘର ଓ ଫାର୍ମହାଉସ, ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା, ଭୁବନେଶ୍ବରର ୩ଟି ସ୍ଥାନରେ ଇଡି ରେଡ କରୁଛି। ବେଆଇନ ଅର୍ଥ କାରବାର ନେଇ ଚଢାଉ କରାଯାଉଥିବା ଜଣାପଡିଛି। ଚଢ଼ାଉ…

ଧଉଳି, ଚିଲିକା ବୁଲନ୍ତୁ; ଡାଲମା, ରସଗୋଲାର ମଜା ନିଅନ୍ତୁ: ପ୍ରବାସୀ ଭାରତୀୟଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୮।୧: ଜଗନ୍ନାଥ ଭୂମିରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆରମ୍ଭ ହୋଇଥିବା ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ସମ୍ବୋଧିକ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଜସ୍ର ସ୍ନେହ, ଶ୍ରଦ୍ଧାର ସହ ଆପଣଙ୍କ…

ମୋଦିଙ୍କ ନେତୃତ୍ୱରେ ଆମେ ବିକଶିତ ଭାରତ ଅଭିମୁଖେ ଯାଉଛୁ: ଜୟଶଙ୍କର

ଭୁବନେଶ୍ବର,୮।୧: ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ବୈଦେଶିକ ବ୍ୟାପାର…

ପ୍ରବାସୀ ଭାରତୀୟ ସମ୍ମିଳନୀ: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବୈଦେଶିକ ମନ୍ତ୍ରୀ

ଭୁବନେଶ୍ବର,୮।୧: ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହୋଇଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ମନସୁଖ…

ରାଜଧାନୀରେ ଚାଞ୍ଚଲ୍ୟ:ରସୁଲଗଡ଼ ଛକରେ ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ

ଭୁବନେଶ୍ବର,୮।୧:ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ୍‌ ରୋଡ୍‌ରେ ବୁଧବାର ସକାଳୁ ସକାଳୁ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଛନ୍ତି। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଛି। ମୃତ…

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ଝିଅ, ଜ୍ୱାଇଁ କହି ଠକେଇ ଘଟଣା:ହଂସିତା, ଅନିଲଙ୍କ ଘରେ ଆୟକର ଚଢ଼ାଉ

ଭୁବନେଶ୍ୱର,୮ା୧(ସୂର୍ଯ୍ୟକାନ୍ତ ବେହେରା):ନିଜକୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁ ପରିଚୟ ଦେଇ ବଡ଼ବଡ଼ିଆଙ୍କୁ ଠକୁଥିବା ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା ଅଭିଲିପ୍‌ସା ଓ ଅନିଲ କୁମାର ମହାନ୍ତି ଏବେ ଝାରପଡ଼ା ଜେଲରେ ଥିବାବେଳେ ସ୍ପେଶାଲ କ୍ରାଇମ୍‌ ୟୁନିଟ…

ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ:ଆଜିଠୁ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ୱର,୮ା୧(ଅନିଲ ଦାସ):ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସର ବିଷୟ ବସ୍ତୁ ରହିଛି ‘ବିକଶିତ ଭାରତ ଗଠନରେ ପ୍ରବାସୀ ଭାରତୀୟଙ୍କ ଯୋଗଦାନ’। ଏଥିରେ ଯୋଗଦେବାକୁ ବିଶ୍ୱର କୋଣ ଅନୁକୋଣରେ ବାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri