ରାଜ୍ୟ

 କାହିଁକି  ଆଶାକର୍ମୀ ଡାଳିମ୍ବ  ହୋଇପାରିଲେ ନବରଙ୍ଗପୁରର ନାଇଟଆଞ୍ଜେଲ, ଜାଣନ୍ତୁ ତାଙ୍କର ଏହି ଯାତ୍ରା ସମ୍ପର୍କରେ 

ନବରଙ୍ଗପୁର,୭।୧(ସଦାଶିବ ପ୍ରହରାଜ): ଭଲ ଚିକିତ୍ସା ନ ପାଇ ଅକାଳରେ ଗର୍ଭାବତୀଙ୍କ ଜୀବନ ଚାଲି ଯାଉଥିଲା। ଗ୍ରାମରେ  ବିଭିନ୍ନ ଦୁରାରୋଗରେ ପୀଡିତ ହୋଇ ରୋଗୀମାନେ ମୃତ୍ୟୁ ମୁଖରେ ପଡୁଥିଲେ। ଯାହା ତାଙ୍କୁ ଖୁବ୍‌ ବ୍ୟଥିତ କରୁଥିଲା ଯେଉଁଥିପାଇଁ  ନିଜ କର୍ତ୍ତବ୍ୟ ସଠିକ ଢଙ୍ଗରେ…

ମମତା ବାନାର୍ଜୀ ଯେମିତି ସମ୍ମାନ ଦେବେ, ସେମିତି ପାଇବେ, କାହିଁକି ଏମିତି କହିଲେ ଜଙ୍ଗଲମନ୍ତ୍ରୀ

ଭୁବନେଶ୍ୱର,୭।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବାଘକୁ ନେଇ ତାଙ୍କର ବୟାନ ରଖିଥିଲେ। ଏହାପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ମଧ୍ୟ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରୁ ଆଉ କିଛି ବାଘ ପଶ୍ଚିମବଙ୍ଗ ଯାଇନାହିଁ। ମୁଖ୍ୟମନ୍ତ୍ରୀ…

ଡବଲ୍ ଡେକର ବସ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱରର ଗାଡ଼କଣରେ ଥିବା ‘ମୋ ବସ୍’ ଡିପୋରେ ବହୁ ପ୍ରତୀକ୍ଷିତ ଡବଲ୍ ଡେକର ବସ୍ ଏବଂ ହପ୍-ଅନ୍ ହପ୍-ଅଫ୍ ବସ୍ ଶୁଭାରମ୍ଭ କରିଛନ୍ତି। ଏହି ବସ୍ ସେବାଗୁଡ଼ିକ ଦ୍ୱାରା ପର୍ଯ୍ୟଟକମାନଙ୍କ ଯାତାୟାତକୁ ବିଶେଷ…

ଇନ୍ଦ୍ରାବତୀରୁ ରବିଚାଷ ପାଇଁ କେନାଲରେ ଛଡ଼ାଗଲା ପାଣି

ଜୟପାଟଣା,୭।୧(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଇନ୍ଦ୍ରାବତୀ ମଙ୍ଗଳପୁର ହାତୀ ବ୍ୟାରେଜରୁ ଚଳିତ ରବିଚାଷ  ପାଇଁ କେନାଲରେ ପାଣି ଛଡ଼ାଯାଇଛି। ଏଥିରେ ବାମ ଓ ଦକ୍ଷିଣ ମୁଖ୍ୟ କେନାଲ ମାଧ୍ୟମରେ ରବୀଚାଷ ପାଇଁ ଜଳ ସେଚନ ଆରମ୍ଭ କରାଯାଇଛି।…

କେତେ ପ୍ରତିଶତ କ୍ଷତି ହୋଇଥିଲେ ମିଳିବ ସରକାର ସହାୟତା ? ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୭।୧: ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୬ଟି ଜିଲାରେ ହୋଇଥିବା ଅଦିନିଆ ବର୍ଷାକୁ ସରକାର ‘ପ୍ରାକୃତିକ ବିପର୍ଯ୍ୟୟ’ ଭାବେ ଗ୍ରହଣ କରିଥିବାବେଳେ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠି (ଏସ୍‌ଡ଼ିଆର୍‌ଏଫ୍‌)ରୁ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ପ୍ରଦାନ ଆରମ୍ଭ କରାଯାଇଛି। ଯେଉଁ ଚାଷୀମାନଙ୍କର ୩୩ ପ୍ରତିଶତ…

ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଲା ଟ୍ରକ

ବାରିପଦା,୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଇ ଟ୍ରକ ଜଳିଯାଇଛି। ତେବେ ଅଳ୍ପକେ ଗାଡି ଚାଳକ ବର୍ତ୍ତି ଯାଇଛନ୍ତି। ଜାତୀୟ ରାଜପଥ ୧୮ର ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜଗନ୍ନାଥଖୁଣ୍ଟା ହାଇସ୍କୁଲ ସମ୍ମୁଖରେ ଅଘଟଣ ଘଟିଯାଇଛି। ମଙ୍ଗଳବାର ଅପରାହ୍ନ ସମୟରେ…

ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ବାପା, ପୁଅ ମୃତ ମା’ ଗୁରୁତର

ଛତ୍ରପୁର,୭।୧(ଦିଲ୍ଲୀପ ସାମଲ): ରମ୍ଭା ଥାନା ଅନ୍ତର୍ଗତ ଅରୁଣପୁର ଗ୍ରାମ ନିକଟରେ ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ଜଣେ ୭ ବର୍ଷର ପୁଅ ଓ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୋହନ ରାୟଗୁରୁ ତାଙ୍କ ସ୍ତ୍ରୀ’ ଗାୟତ୍ରୀ ରାୟଗୁରୁ…

ଟ୍ରକ୍‌ ଡ୍ରାଇଭର କହିଲେ କାହିଁକି ୨ ଭାଜପା ନେତାଙ୍କୁ ହତ୍ୟା କରିଥିଲେ 

ସମ୍ବଲପୁର,୭।୧: ଭାଜପା ନେତ୍ରାଙ୍କୁ ହତ୍ୟା ପଛର କାରଣ କହିଲେ ଡ୍ରାଇଭର ପ୍ରସନ୍ନ ଜେନାମଣି। ସେ କହିଛନ୍ତି,  ଭାଜପା ନେତାଙ୍କ କାରକୁ ମୋ ସହ ଝଗଡ଼ା କରିଥବା ଗାଡ଼ି ଭାବି ଧକ୍କା ଦେଇଥିଲି । ଗାଡିକୁ ଥରେ କି ୨ ଥର ନୁହେଁ…

ଜଗା ଦର୍ଶନ ସୌଭାଗ୍ୟର ଦିନ କହିଲେ ଜୟଶଙ୍କର

ପୁରୀ,୭।୧: ପୁରୀରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର। ଜଗାଙ୍କୁ ଦର୍ଶନ ପରେ ଆଜି ବହୁତ ବଡ଼ ସୌଭାଗ୍ୟର ଦିନ ବୋଲି ଜୟଶଙ୍କର ଗଣମାଧ୍ୟମକୁ କହିଛନ୍ତି। ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡ଼ିଶା ସରକାର ଭଲ ପ୍ରସ୍ତୁତି…

ନିର୍ମାଣ ଶ୍ରମିକ ପାଇଁ ରେଜିଷ୍ଟ୍ରେଶନ କରିବାକୁ ଚାହୁଁଥିଲେ, ଆପଣାନ୍ତୁ ଏଟି ଟିପ୍ସ

ଭୁବନେଶ୍ୱର,୭।୧: ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଅଧୀନରେ ଉପଲବ୍ଧ କଲ୍ୟାଣମୂଳକ ଯୋଜନାରେ ଅନ୍ତର୍ଭୁକ୍ତ ହେବା ନିମନ୍ତେ ୧୮ ବର୍ଷରୁ ୬୦ ବର୍ଷ ବୟସ୍କ ନିର୍ମାଣ ଶ୍ରମିକ ଅନଲାଇନ ପୋର୍ଟାଲ https://nirmanshramik.odisha.gov.in ରେ ରେଜିଷ୍ଟ୍ରେଶନ କରିବା ସହିତ…

ବଢ଼ୁଛି HMPV ସଂକ୍ରମଣ ସଂଖ୍ୟା: ଏପଟେ ପ୍ରବାସୀ  ଭାରତୀୟ  ସମ୍ମିଳନୀକୁ ନେଇ ଚିନ୍ତା…

ଭୁବନେଶ୍ୱର,୭।୧: ଲୋକସେବା ଭବନରେ ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ  ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛ । ଏହି ବୈଠକରେ ସ୍ବାସ୍ଥ୍ୟ ସଚିବ ଏବଂ ଅନ୍ୟାନ୍ୟ  ବିଭାଗୀୟ  ଅଧିକାରୀ ସାମିଲ ହୋଇଛନ୍ତି। HMPVକୁ ନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଭୟଭୀତ ନ…

୪ ମାସ ଧରି ନାବାଳିକା ଝିଅଙ୍କୁ ଜୋରଜବରଦସ୍ତ ବଳାତ୍କାର କରୁଥିଲେ ବାପା: କୋର୍ଟ ଦେଲେ ଏମିତି ଦଣ୍ଡ

ଭୁବନେଶ୍ୱର,୭ା୧(ସୂର୍ଯ୍ୟକାନ୍ତ ବେହେରା):ନାବାଳିକା ଝିଅଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ ଅଭିଯୁକ୍ତ ବାପାଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲା ଦୌରାଜଜ ତଥା ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ (ପୋକ୍ସୋ-୧) ସୋମବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ସକିଲା ଟୁଡୁଙ୍କ ଘର ମୟୂରଭଞ୍ଜ ଜିଲାରେ ହୋଇଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri