୪ ମାସ ଧରି ନାବାଳିକା ଝିଅଙ୍କୁ ଜୋରଜବରଦସ୍ତ ବଳାତ୍କାର କରୁଥିଲେ ବାପା: କୋର୍ଟ ଦେଲେ ଏମିତି ଦଣ୍ଡ
ଭୁବନେଶ୍ୱର,୭ା୧(ସୂର୍ଯ୍ୟକାନ୍ତ ବେହେରା):ନାବାଳିକା ଝିଅଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ ଅଭିଯୁକ୍ତ ବାପାଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲା ଦୌରାଜଜ ତଥା ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ (ପୋକ୍ସୋ-୧) ସୋମବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ସକିଲା ଟୁଡୁଙ୍କ ଘର ମୟୂରଭଞ୍ଜ ଜିଲାରେ ହୋଇଥିବାବେଳେ…
ବିରୋଧୀ ଜାଣି ନାହାନ୍ତି, ବିରୋଧ କାହାକୁ? ଦ୍ୱନ୍ଦ୍ୱରେ କର୍ମୀ
ଭୁବନେଶ୍ୱର, ୭ା୧(ଅନିଲ ଦାସ):ନିଜକୁ ମୁଖ୍ୟ ବିରୋଧୀ ଦଳ ବୋଲାଉଥିବା ବିଜୁ ଜନତା ଦଳ (ବିଜେଡି) ତରଫରୁ ରାଜଧାନୀରେ ଏକ ଜନସମାବେଶର ଆୟୋଜନ କରାଯାଇଥିଲା। ଏହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍ ବୃଦ୍ଧି ବିରୋଧରେ ସ୍ବର ଉତ୍ତୋଳନ କରି ରାଜ୍ୟ…
ଓଡ଼ିଶାରେ ଜମିଲାଣି ଏନ୍ଆର୍ଆଇଙ୍କ ଭିଡ଼: ପ୍ରାକୃତିକ ସୌନ୍ଦର୍ଯ୍ୟର ନେଉଛନ୍ତି ମଜା
ଭୁବନେଶ୍ୱର,୭।୧: କାଲିଠୁ ଭୁବନେଶ୍ବରରେ ଆରମ୍ଭ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ। ଏନେଇ ଓଡ଼ିଶାରେ ଜମିଲାଣି ଏନ୍ଆର୍ଆଇଙ୍କ ଭିଡ଼ । ସାମିଲ ହେବେ ୭୦ ରାଷ୍ଟ୍ରରୁ ଆସିଥିବା ୪ ହଜାରରୁ ଅଧିକ ପ୍ରବାସୀ। ଏନେଇ ଚଳଚଞ୍ଚଳ ହୋଇପଡିଛି ରାଜଧାନୀ। ଏପରିକି ବିଦେଶରୁ ଆସିଥିବା…
କୋଣାର୍କ ବୁଲିଲେ ଏସ୍ ଜୟଶଙ୍କର: ଇକୋରିଟ୍ରିଟରେ କଲେ ରାତ୍ରିଯାପନ
ଭୁବନେଶ୍ୱର,୭ା୧: ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ସେ ସିଧାସଳଖ କୋଣାର୍କ ଯାଇଥିଲେ। କୋଣାର୍କ ଇକୋରିଟ୍ରିଟରେ ସେ ରାତ୍ରିଯାପନ…
ଆଦିବାସୀ ମେଳାରେ ଲୋକଙ୍କ ମନ ଜିଣୁଛି କନ୍ଧମାଳ ସାମଗ୍ରୀ: ଆକର୍ଷଣ ପାଲଟିଛି କୁଟିଆ କନ୍ଧଙ୍କ ଘର
ଦାରିଙ୍ଗବାଡି,୭।୧(ଅରୁଣ ସାହୁ): ରାଜ୍ୟ ଆଦିବାସୀ ମେଳାରେ କନ୍ଧମାଳ ଜିଲା ଦାରିଙ୍ଗବାଡିର ପାରମ୍ପରିକ ସାମଗ୍ରୀ ବିକ୍ରୀ ହେଉଛି। ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ପକ୍ଷରୁ ୫ଟି ଷ୍ଟଲ ଆଦିବାସୀ ମେଳାରେ ସ୍ଥାନ ପାଇଥିବାବେଳେ ଦାରିଙ୍ଗବାଡି ବ୍ଲକରୁ ୩ଟି ଷ୍ଟଲ ସ୍ଥାନ…
ପୁଣି ଓଡ଼ିଶାକୁ ଆଳୁ ଯୋଗାଣ ବନ୍ଦ କଲେ ମମତା
ଭୁବନେଶ୍ବର,୭।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ଓଡିଶାକୁ ଆଳୁ ଯୋଗାଣ ବନ୍ଦ କରିଛନ୍ତି। ଫଳରେ ରାଜ୍ୟରେ ଆଳୁ ଦର ପୁଣିଥରେ ବୃଦ୍ଧି ପାଇଛି। ଗତ ୪ଦିନ ହେଲା ପଶ୍ଚିମବଙ୍ଗ ସରକାର ସୀମାନ୍ତରେ ଓଡ଼ିଶାକୁ ଆଳୁ ଗାଡ଼ି ଛାଡୁ ନଥିବାରୁ ରାଜ୍ୟ…
ସମ୍ବଲପୁର ଡବଲ ମର୍ଡର: ୩ ଦିନିଆ ରିମାଣ୍ଡରେ ଗଲେ ଅଭିଯୁକ୍ତ
ସମ୍ବଲପୁର,୭ା୧: ସମ୍ବଲପୁର ଜିଲା ବୁର୍ଲା ଥାନା ଆ.କଟାପାଲିରେ ଗତ ଶନିବାର ବିଳମ୍ବିତ ରାତିରେ ଟ୍ରକ୍ ମଡ଼ାଇ ୨ ବରିଷ୍ଠ ଭାଜପା ନେତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ସୋମବାର ପୋଲିସ ଅଭିଯୁକ୍ତ ହାଇୱା ଚାଳକ ପ୍ରସନ୍ନ କୁମାର ଜେନାମଣି(୩୦)ଙ୍କୁ କୋର୍ଟ ଚାଲାଣ…
ଦେଶ ଖୁବ୍ଶୀଘ୍ର ବୁଲେଟ୍ ଟ୍ରେନ ଦେଖିବ: ମୋଦି
ରାୟଗଡ଼ା,୭ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଡିଭିଜନ ହେଡକ୍ୱାର୍ଟର୍ସ ପାଇଁ ଶିଳାନ୍ୟାସ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ୨୦୨୫ ବର୍ଷରେ ଯୋଗାଯୋଗ ଦ୍ରୁତଗତିରେ ହେବ। ବିକଶିତ ଭାରତର ସଂକଳ୍ପ ନେଇ ଆମେ କାର୍ଯ୍ୟ କରୁଛୁ। ୨୦୧୪ ରେ ଅନେକ ସ୍ବପ୍ନ ଦେଖି…
ବଢ଼ିଲା ତାପମାତ୍ରା, କୁହୁଡ଼ି ପାଇଁ ସତର୍କତା: ୬ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୭ା୧(ଅନୁରାଧା ମହାରଣା):ରାଜ୍ୟରେ ଶୀତର ଲହରି ଜାରି ରହିଥିଲେ ମଧ୍ୟ ୨ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତି ତାପମାତ୍ରା) ପ୍ରାୟ ୨ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇଛି। ଆସନ୍ତା ୪ଦିନ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ନ ହେଲେ ମଧ୍ୟ ପରବର୍ତ୍ତୀ ସମୟରେ ୨ରୁ ୪…
ଯାଜପୁର ଚଣ୍ଡିଖୋଲରେ ହେବ ଅଶୋଧିତ ତୈଳ ରିଜର୍ଭ, ରାଜ୍ୟ ସରକାର ଦେଲେ ଅନୁମତି
ଭୁବନେଶ୍ୱର,୬।୧: ଯାଜପୁରରେ ହେବାକୁ ଥିବା ବହୁ ପ୍ରତିକ୍ଷିତ ଅଶୋଧିତ ତୈଳ ସଂରକ୍ଷଣକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ସୋମବାର ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି(HLCA) ବୈଠକରେ ଏହି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏତିରେ ଯାଜପୁରରେ ୪.୦୦ ଏମଏମଟି ଅଶୋଧିତ ତୈଳ ସଂରକ୍ଷଣ ସୁବିଧା…
ଭୁବନେଶ୍ବର ବିମାନବନ୍ଦରରୁ ୯.୫୨ କୋଟିର ମାରିଜୁଆନା ଜବତ
ଭୁବନେଶ୍ୱର,୬।୧: ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ୯.୫୨ କୋଟିର ମାରିଜୁଆନା ଜବତ ହୋଇଛି। ମାରିଜୁଆନା ଆଣିଥିବା ୨ ମହିଳା ଯାତ୍ରୀ ଗିରଫ କରିଛି ଭୁବନେଶ୍ବର କଷ୍ଟମ କମିଶନରେଟ। ମାଲେସିଆର କ୍ଵାଲାଲୁମ୍ପୁରରୁ ଚାଲାଣ କରାଯାଉଥିବା ସୂଚନା ମିଳିଛି। ବ୍ୟାଗରେ ଛୋଟ ଛୋଟ ପ୍ୟାକେଟ କରି…
ଓଡ଼ିଶାରେ ୪୪ ହଜାର ୭୯୩ କୋଟି ଟଙ୍କା ଟଙ୍କାର ନିବେଶକୁ ଗ୍ରୀନ ସିଗନାଲ ଦେଲେ ସରକାର
ଭୁବନେଶ୍ୱର,୬।୧: ରାଜ୍ୟରେ ନିବେଶ ବଢାଇବା ଲାଗି ସରକାର ଜୋରଦାର ଉଦ୍ୟମ କରୁଥିବା ବେଳେ ସୋମବାର ସରକାର ୪୪ ହଜାର ୭୯୩ କୋଟି ଟଙ୍କାର ପୁଞ୍ଜି ନିବେଶକୁ ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି ବୈଠକରେ ମଞ୍ଜୁରୀ ମିଳିଛି। ଏହି ପୁଞ୍ଜିନିବେଶ ଦ୍ବାରା ରାଜ୍ୟରେ ୨୩୦୦୫…
Archives


