ରାଜ୍ୟ

ଛେଳିକୁ ବଞ୍ଚାଇବାକୁ ଯାଇ କୂଅରେ ଫସିଲେ ଯୁବକ, ପରେ…

ଦାରିଙ୍ଗବାଡ଼ି,୯ା୬ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଶିବମନ୍ଦିର କୂଅରେ ଏକ ଛେଳିକୁ ଉଦ୍ଧାର କରିବାକୁ ଯାଇ ଲୁଦି ପ୍ରଧାନ (୪୦) ପ୍ରାୟ ୩ ଘଣ୍ଟା ଧରି କୂଅରେ ଫଶି ରହିଥିଲେ। ସେଠାରୁ ଅଗ୍ନିଶମ ବାହୀନି ତାଙ୍କୁ ଉଦ୍ଧାର କରି ଦାରିଙ୍ଗବାଡ଼ି…

କମ୍ୟୁନିଷ୍ଟ ପାର୍ଟି (ସିପିଆଇ)ଜୋନ୍‌ସ୍ତରୀୟ ବୈଠକ: ସଦସ୍ୟ ସଂଖ୍ୟା ବୃଦ୍ଧି କରାଇ ପାର୍ଟିକୁ ମଜବୁତ କରି ବିରୋଧୀ ଦଳକୁ …

ପୁରୁଷୋତ୍ତମପୁର,୯ା୬(ସୀମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଜଗନ୍ନାଥ ମନ୍ଦିର ପରିସରରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିିପିଆଇ) ପକ୍ଷରୁ ଜୋନସ୍ତରୀୟ କମିଟି ବୈଠକ ସୋମବାର ବ୍ଲକ୍‌ ସମ୍ପାଦକ ସତ୍ୟନାରାୟଣ ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଏନ୍‌.ନାରାୟଣ ରେଡ଼ି ମୁଖ୍ୟଅତିଥି…

ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଲା ଓଡ଼ିଶା ଡ୍ରାଇଭର ସଂଘ, ଅନିର୍ଦ୍ଦିଷ୍ଟକାଳ ହେବ ଆନ୍ଦୋଳନ

ଭୁବନେଶ୍ୱର,୯।୬: ଓଡ଼ିଶା ଡ୍ରାଇଭର ଓ ଏକତା ମଞ୍ଚ ପକ୍ଷରୁ ଆସନ୍ତା ଜୁଲାଇ ୮ ତାରିଖରୁ ରାଜ୍ୟବ୍ୟାପୀ ଷ୍ଟିୟରିଂ ଛାଡ଼ ଆନ୍ଦୋଳନର ଡାକରା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ ଏହି ଆନ୍ଦୋଳନ ଆହ୍ୱାନ କରାଯାଇଛି। ମଞ୍ଚ ପକ୍ଷରୁ ସ୍ପଷ୍ଟ କରାଯାଇଛି…

ଯୁବକ ଯୁବତୀଙ୍କୁ ରାଜ୍ୟରେ ମିଳିବ ସୁବିଧା, ହେବେ ରୋଜଗାର କ୍ଷମ

ଦାରିଙ୍ଗବାଡି,୯ା୬ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ସିଆଙ୍ଗବାଲି ପଞ୍ଚାୟତରେ କୃଷିଋଣ ଜାଗରଣ ସପ୍ତାହ ପାଳନ ଅବସରରେ କୃଷକଙ୍କୁ ନେଇ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ପରିପ୍ରେକ୍ଷୀରେ ଅଞ୍ଚଳର ବେକାର ଯୁବତୀଯୁବକ ହୁଅନ୍ତୁ ବା କୃଷକ ସେମାନେ ବାହାର ରାଜ୍ୟକୁ ଦାଦନ…

୧୦ ଜଣ ମହିଳାଙ୍କୁ ଭୟ ଦେଖାଇ ଅନୈତିକ  ସମ୍ପର୍କ ରଖୁଥିଲେ ୬୦ ବର୍ଷର ବୃଦ୍ଧ, ସମସ୍ତେ ମିଶିଯାଇ ସିଧା  ଜାଳିଦେଲେ, ପରେ…  

ମୋହନା,୯।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କୁଇହୁରୁ ଗାଁରେ ୬୦ ବର୍ଷର ବୃଦ୍ଧ କାମ୍ବି ମଳିକଙ୍କୁ ହତ୍ୟା ଘଟଣାରେ ପୋଲିସ ସୋମବାର ୧୦ ଜଣଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେମାନଙ୍କ ମଧ୍ୟରୁ ୮ ଜଣ ମହିଳାଥିବା ବେଳେ ଦୁଇଜଣ ପୁରୁଷ…

ବାରବାଟୀରେ ହେବ ପୁଣି ଅନ୍ତର୍ଜାତୀୟ ମ୍ୟାଚ୍‌: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଟି-୨୦

କଟକ,୯।୬: ବାରବାଟୀକୁ ପୁଣି ଫେରିଛି ଟି-୨୦। ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ। ଏ ନେଇ ବିସିସିଆଇ ପୂର୍ବରୁ ଓସିଏ ସୂଚନା ଦେଇ ସାରିଥିବା ବେଳେ ଆଜି…

ବଡ଼ ହୃଦୟ ଦେଖାଇଲେ ମୁଖ୍ୟମନ୍ତ୍ରୀ: ବଢ଼ିଲା ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶି

ଭୁବନେଶ୍ୱର,୯।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ବନ୍ୟଜନ୍ତୁ ଆକ୍ରମଣରେ ପୂର୍ବରୁ ମିଳୁଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମଗୁଡିକରେ…

ହୋମଗାର୍ଡ ପଦବୀ ପାଇଁ ଭିଡ଼ ଜମାଇଲେ ଇଞ୍ଜିନିୟର, ଏମବିଏ, ଏମସିଏ ଡିଗ୍ରିଧାରୀ; ପରୀକ୍ଷା ବେଳେ ଜଗିଲା ଡ୍ରୋନ୍

ରାଉରକେଲା,୯ା୬: ସୋମବାର ରାଉରକେଲାରେ ପୋଲିସ ଦ୍ୱାରା ଆୟୋଜିତ ହୋମଗାର୍ଡ ନିଯୁକ୍ତି ପରୀକ୍ଷାରେ ଅନେକ ଉଚ୍ଚଶିକ୍ଷିତ ପ୍ରାର୍ଥୀ ଉପସ୍ଥିତ ଦେଖିବାକୁ ମିଳିଛି। ଯଦିଓ ଏହି ଚାକିରି ପାଇଁ ନ୍ୟୂନତମ ଶିକ୍ଷାଗତ ଯୋଗ୍ୟତା କେବଳ ପଞ୍ଚମ ଶ୍ରେଣୀ। ୨୨ଟି ପୋଲିସ ଷ୍ଟେସନରେ ମାତ୍ର ୧୦୭ଟି…

ମହାପ୍ରଭୁ ନିଜେ ସବୁ କରାନ୍ତି, ସୁରୁଖୁରୁରେ ହେବ ରଥଯାତ୍ରା: ମନ୍ତ୍ରୀ

ପୁରୀ,୫ା୬: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ସୋମବାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ରଥଯାତ୍ରା ଲାଗି ପ୍ରାୟ ୮୦% ପ୍ରସ୍ତୁତି ଶେଷ ହୋଇ ସାରିଲାଣି। ଗୁଣ୍ଡିଚାରର…

ବନ୍ଧାହେଲେ ଉପଜିଲାପାଳ: ୧୦ ଲକ୍ଷ ଲାଞ୍ଚ ନେଇ ଧରାପଡ଼ିଥିଲେ

ଧର୍ମଗଡ଼,୯।୬: କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକ୍‌ମାଙ୍କୁ ଭିଜିଲାନ୍ସ ଗିରଫ କରିଛି। କ୍ରଶର ବ୍ୟବସାୟୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲା। ଏନେଇ ଭିଜିଲାନ୍ସ ସେଲ୍‌ ଥାନା ପକ୍ଷରୁ ମାମଲା (ନଂ.୬/୨୦୨୫)…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୯।୬: ଉପକୂଳ ସହ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ସୋମବାର ୫ ଜିଲାକୁ ଅରେଞ୍ଜ ଓ ୨୫ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହିସବୁ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି…

ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗ୍ରାମ

ଭୁବନେଶ୍ୱର,୯।୬: ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ୧୦୦ରୁ ୧୫୦ ଗାଁକୁ ମହାପୁରୁଷ ଆଦର୍ଶ ଗାଁ କରିବାକୁ ମନ୍ତ୍ରୀ ସୂଚନା ଦେଇଛନ୍ତି। ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଆଦର୍ଶ ଗାଁର ଉନ୍ନତି କରାଯିବ। ଏଥିରେ ୯ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?