ଜିଲା ସ୍ତରୀୟ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ଅଷ୍ଟମ ସାମାଜିକ ମହୋତ୍ସବ
କେସିଙ୍ଗା, ୫।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମ ସ୍ଥିତ ଗୋବର୍ଦ୍ଧନ ପୀଠ ପରିସରରେ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ପକ୍ଷରୁ ଜିଲା ସ୍ତରୀୟ ଅଷ୍ଟମ ସାମାଜିକ ମହୋତ୍ସବ ଜିଲା ସଭାପତି ନୀଳମଣି ସାହୁଙ୍କ ସଭାପତିତ୍ୱରେ ରବିବାର…
ଦେବଗଡ ବନଖଣ୍ଡରେ କଲରାପତ୍ରିଆ ବାଘ ଛାଲ ଜବତ, ୭ ଅଭିଯୁକ୍ତ ଗିରଫ
ଦେବଗଡ,୫|୧୨(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବନାଞ୍ଚଳ ଗୋଳାବନ୍ଧ ନିକଟରେ ଥିବା ରାଜସ୍ଥାନୀ ଢାବାରେ ବାଘ ଛାଲ ବିକ୍ରି ପାଇଁ ଲକ୍ଷାଧିକ ଟଙ୍କାର ଡିଲ ଚାଲିଥିବା ସମୟରେ ମାଡିବସିଲା ବନବିଭାଗ। ଅଭିଯୁକ୍ତଙ୍କ ଠାରୁ ଗୋଟିଏ କଲରାପତ୍ରିଆ ବାଘ ଛାଲ ସମେତ ଦୁଇଟି ବାଇକ…
ସକାଳ ୮ଟାରୁ ମଧ୍ୟାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ ଛାତ୍ରୀଛାତ୍ରଙ୍କ ପାଠପଢା
ମଥୁରାନଗରୀ,୫।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଏଥର ଦର୍ଶକଙ୍କ ଭିଡ ବଢିବାରେ ଲାଗିଛି। ମହୋତ୍ସବ ସରିବା ପାଇଁ ଆଗକୁ ଆହୁରି ୮ଦିନ ବାକି ରହିଛି। ଫଳରେ ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ…
ଆରମ୍ଭ ହେଲା ଆଦିବାସୀ ମେଳା: ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ
ଭୁବନେଶ୍ୱର,୫ା୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଛି ଆଦିବାସୀ ମେଳା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍ଘାଟନ କରିଛନ୍ତି। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ଆଦିବାସୀ ମେଳା। ପ୍ରବାସୀ ଭାରତୀୟ ଦିବସକୁ ଉପଲକ୍ଷେ ଚଳିତ ବର୍ଷ ଜାନୁଆରୀ ୨୬…
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ, ଜାଣନ୍ତୁ ମିଳିବ କେତେ…
ଭୁବନେଶ୍ୱର,୫ା୧: ଶୁଭାରମ୍ଭ ହୋଇଛି ସହିଦ୍ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା। ରବିବାର ଆଦିବାସୀ ସହିତ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବଢିବା…
”ଯାଜପୁରରେ ଶେଷ ହେଲା ରାବଣ ରାଜନୀତି”, ବିଜେଡିକୁ ସିଧାସଳଖ ଟାର୍ଗେଟ
ଯାଜପୁର,୫ା୧: ଧର୍ମଶାଳା ମହୋତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ବିରୋଧୀ ବିଜେଡିକୁ କଡା ଭାଷାରେ ଟାର୍ଗେଟ କରିଛନ୍ତି। ଉପସ୍ଥିତ ଲୋକଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜିଲାରେ ରାଜନୈତିକ ରାବଣ’କୁ ପରାସ୍ତ କରି ଯାଜପୁରକୁ ରାବଣ ଶାସନରୁ ମୁକ୍ତ କରିଥିବାରୁ ଲୋକଙ୍କୁ…
ସେବାୟତ ବିଶ୍ବନାଥ ଖୁଣ୍ଟିଆ ନିଲମ୍ବିତ
ପୁରୀ,୫।୧: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ବିଶୃଙ୍ଖଳା ଆଚରଣ ପାଇଁ ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ ପାଇଁ ନିଲମ୍ବନ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏହି ପଦକ୍ଷେପ…
ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାରରୁ ଊର୍ଦ୍ଧ୍ବ ଚାଷୀଙ୍କର ହୋଇଛି କ୍ଷତି
ଭୁବନେଶ୍ୱର,୫ା୧: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆ ଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍ଯାପନ ଅବସରରେ ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ…
ପାଟ୍ଟାବନ୍ଧା ଜଳପ୍ରପାତରେ ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼, ଭୋଜିଭାତ କରି ଉଠାଉଛନ୍ତି ମଜା
ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଯେତିକି ଶୀତ ବୃଦ୍ଧି ପାଉଛି, କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ପର୍ଯ୍ୟଟନକ୍ଷେତ୍ରଗୁଡିକୁ ସେତିକି ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ପର୍ଯ୍ୟଟନକ୍ଷେତ୍ର ମଧ୍ୟରେ ପାଟ୍ଟାବାନ୍ଧା ଜଳପ୍ରପାତ ଅନ୍ୟତମ। ଏହି ଜଳପ୍ରପାତ ଦୁର୍ଗମ ଘାଟି, ପାହାଡ଼ ମଧ୍ୟରେ ରହିଥିଲେ ସୁଦ୍ଧା…
ମୂଷା ବଂଶକୁ ସମ୍ପୂର୍ଣ୍ଣ ନିପାତ କରି ହେବନି, କିଛି ମୂଷା ଅନ୍ୟ କିଆରିକୁ ପଳେଇଲେଣି, କାହିଁକି ଏମିତି କହିଲେ ସମ୍ବିତ…
ଭୁବନେଶ୍ୱର,୫ା୧: ପାରାଦୀପର ପୂର୍ବତନ ବିଧାୟକ ତଥା ବିଜେଡି ନେତା ସମ୍ବିତ ରାଉତରାୟ ବିଜେଡିରେ ମୂଷା ଉପାଖ୍ୟାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବିଜେଡିର କିଛି ମୂଷା ଅନ୍ୟ କିଆରିକୁ ପଳାଇଲେଣି। ସମ୍ପୂର୍ଣ୍ଣ ମୂଷା ବଂଶକୁ ନିପାତ କରି ହେବନି, ଏହାର…
ଯୁଦ୍ଧକାଳୀନ ଭିତ୍ତିରେ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ୨୦୨୮-୨୯ ମଧ୍ୟରେ…
ଭୁବନେଶ୍ୱର,୫ା୧: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍ଯାପନ ଅବସରରେ ପାଣି ପଞ୍ଚାୟତଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜପତ୍ର ଅଡିଟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ପାଣି…
ଝାରସୁଗୁଡ଼ା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ଡ୍ରୋନ୍, ଭାଇରାଲ ହେଉଛି ଭିଡିଓ
ଭୁବନେଶ୍ୱର,୫ା୧: ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ବଡ଼ ତ୍ରୁଟି ପରିଲକ୍ଷିତ ହୋଇଛି। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡ଼ା ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାର ଝାଡ଼େଶ୍ୱରମନ୍ଦିରକୁ…
Archives


